Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ବେଦାନ୍ତ ଆଲୁମିନିୟମ ପକ୍ଷରୁ କଳାହାଣ୍ଡିରେ ‘ସ୍ୱର୍ଣ୍ଣ ପ୍ରାଶନ’ ଅଭିଯାନକୁ ପ୍ରୋତ୍ସାହନ

୧୦ଟି ବିଦ୍ୟାଳୟର ୩୭୦୦ ଛାତ୍ରଛାତ୍ରୀଙ୍କ ପାଖରେ ପହଞ୍ଚିଲା

Sanchar Live by Sanchar Live
October 24, 2024
in Uncategorized
0
ବେଦାନ୍ତ ଆଲୁମିନିୟମ ପକ୍ଷରୁ କଳାହାଣ୍ଡିରେ ‘ସ୍ୱର୍ଣ୍ଣ ପ୍ରାଶନ’ ଅଭିଯାନକୁ ପ୍ରୋତ୍ସାହନ
0
SHARES
18
VIEWS
FacebookTwitter

ସଂଚାର ବ୍ୟୁରୋ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ୍ ଆୟୁଷ ମନ୍ତ୍ରଣାଳୟ ସହଭାଗିଦାରୀରେ ‘ସ୍ୱର୍ଣ୍ଣ ପ୍ରାଶନ’ ଟିକାକରଣ ଅଭିଯାନକୁ ପ୍ରୋତ୍ସାହିତ କରିବା ପାଇଁ ଏକ ବିସ୍ତୃତ ଅଭିଯାନ ଆରମ୍ଭ କରିଛି । ଏହା କଳାହାଣ୍ଡିର ୧୦ଟି ବିଦ୍ୟାଳୟର ଏବଂ ୩୭୦୦ରୁ ଅଧିକ ଛାତ୍ରଛାତ୍ରୀଙ୍କ ପାଖରେ ପହଞ୍ଚିଛି । ବ୍ରଜବିହାର ସ୍ଥିତ ସରସ୍ୱତୀ ଶିଶୁ ମନ୍ଦିରରେ ଅନୁଷ୍ଠିତ ମୁଖ୍ୟ କାର୍ଯ୍ୟକ୍ରମରେ ଜିଲ୍ଲା ଆୟୁଷ ଚିକିତ୍ସାଧିକାରୀ ଡାକ୍ତର ମୀନାକ୍ଷୀ ବେଡବାକ ଓ ଡାକ୍ତର କ୍ଷେତେରା କାଣ୍ଡ ଓ ବ୍ରଜବିହାର ସରସ୍ୱତୀ ଶିଶୁ ମନ୍ଦିରର ପ୍ରଧାନ ଶିକ୍ଷକ ମନୋଜ କୁମାର ମୁଣ୍ଡନ ପ୍ରମୁଖ ଉପସ୍ଥିତ ଥିଲେ ।

‘ସ୍ୱର୍ଣ୍ଣ ପ୍ରାଶନ’ କାର୍ଯ୍ୟକ୍ରମକୁ ଚଳାଇବା ପାଇଁ ଆୟୁଷ ମନ୍ତ୍ରଣାଳୟ ସହ ଭାଗିଦାରୀ ଘୋଷଣା କରିବା ପରଠାରୁ ବେଦାନ୍ତ ଆଲୁମିନିୟମ ୫୦୦୦ରୁ ଅଧିକ ଛାତ୍ରଛାତ୍ରୀଙ୍କ ପାଖରେ ପହଞ୍ଚିଛି । ଓଡ଼ିଶା ସରକାର, ଆୟୁଷ ମନ୍ତ୍ରଣାଳୟର ସଚିବ ଓ ଅନ୍ୟ ସରକାରୀ ଅଧିକାରୀଙ୍କ ତତ୍ତ୍ୱାବଧାନରେ ବେଦାନ୍ତ ଆଲୁମିନିୟମ କଳାହାଣ୍ଡି ଜିଲ୍ଲାରେ ଏହି କାର୍ଯ୍ୟକ୍ରମକୁ ସମର୍ଥନ କରୁଛି ଏବଂ ଆଉ ଦୁଇଟି ଜିଲ୍ଲା ଯଥା ରାୟଗଡ଼ା ଓ କୋରାପୁଟକୁ ସହାୟତା ପ୍ରଦାନ କରିବାକୁ ଯୋଜନା କରିଛି ।

ବେଦାନ୍ତ ଆଲୁମିନିୟମର ସିଓଓ ସୁନୀଲ ଗୁପ୍ତା କହିଛନ୍ତି ଯେ ଓଡ଼ିଶା ସରକାର ଏବଂ ଆୟୁଷ ମନ୍ତ୍ରଣାଳୟ ସହ ଆମର ସହଯୋଗ ମାଧ୍ୟମରେ ଆମେ ପୁରୁଣା, ପାରମ୍ପରିକ ଅଭ୍ୟାସ ମାଧ୍ୟମରେ ସମ୍ପ୍ରଦାୟର ସ୍ୱାସ୍ଥ୍ୟ ଏବଂ କଲ୍ୟାଣକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖିଛୁ । ‘ସ୍ୱର୍ଣ୍ଣ ପ୍ରାଶନ’ କାର୍ଯ୍ୟକ୍ରମ ସାମୂହିକ ମୂଲ୍ୟବୋଧକୁ ସମ୍ମାନ ଦେବା ସହିତ ଶିଶୁ ସ୍ୱାସ୍ଥ୍ୟରେ ଉନ୍ନତି ଆଣିବା ପାଇଁ ଆମର ସମର୍ପଣକୁ ପ୍ରତିଫଳିତ କରୁଛି ଏବଂ ଆମେ ଭବିଷ୍ୟତ ପିଢ଼ିକୁ ସୁସ୍ଥ ଆକାର ପ୍ରଦାନ କରୁଛୁ ।

ବେଦାନ୍ତ ଆଲୁମିନିୟମର ବକ୍ସାଇଟ୍ ମାଇନ୍ସର ସିଇଓ ନୀତିନ କୁମାର ତିୱାରୀ କହିଛନ୍ତି ଯେ ଓଡ଼ିଶା ସରକାର ଏବଂ ଆୟୁଷ ମନ୍ତ୍ରଣାଳୟ ସହ ଆମର ଭାଗିଦାରୀ ମାଧ୍ୟମରେ ଆମେ ସେପ୍ଟେମ୍ବରରେ ପ୍ରାୟ ୧୦୦୦ ଛାତ୍ରଛାତ୍ରୀଙ୍କୁ ଉପକୃତ କରିବା ପାଇଁ ଏହି ପଦକ୍ଷେପ ଆରମ୍ଭ କରିଥିଲୁ ଏବଂ ଏହାକୁ ଆହୁରି ବ୍ୟାପକ କରିଛୁ । ଏହି ଅବସରରେ ଜିଲ୍ଲା ଆୟୁଷ ଚିକିତ୍ସାଧିକାରୀ ଡାକ୍ତର ମୀନାକ୍ଷୀ ବେଦବାକ କହିଥିଲେ, ସ୍ୱର୍ଣ୍ଣ ପ୍ରାଶନ ପିଲାମାନଙ୍କଠାରେ ରୋଗ ପ୍ରତିରୋଧକ ଶକ୍ତି ଏବଂ ଜ୍ଞାନ ଶକ୍ତି ବଢ଼ାଇବାରେ ସାହାଯ୍ୟ କରେ । ଏ କ୍ଷେତ୍ରରେ ବେଦାନ୍ତ ଆଲୁମିନିୟମର ସହଯୋଗ ପ୍ରଶଂସନୀୟ । ସରସ୍ୱତୀ ଶିଶୁ ମନ୍ଦିରର ଅଧ୍ୟକ୍ଷ ମନୋଜ କୁମାର ମୁଣ୍ଡନ ବେଦାନ୍ତର ଅତୁଟ ସମର୍ଥନ ପାଇଁ ଧନ୍ୟବାଦ ଜଣାଇଥିଲେ ।

ଶିକ୍ଷା, ସ୍ୱାସ୍ଥ୍ୟସେବା, ସ୍ଥାୟୀ ଜୀବିକା, ଗ୍ରାମୀଣ ଭିତ୍ତିଭୂମି ଏବଂ ତୃଣମୂଳ ସ୍ତରର କ୍ରୀଡ଼ା ଓ ସଂସ୍କୃତି କ୍ଷେତ୍ରରେ ରଣନୈତିକ ପଦକ୍ଷେପ ମାଧ୍ୟମରେ ଗୋଷ୍ଠୀ ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ବେଦାନ୍ତ ଆଲୁମିନିୟମ ପ୍ରତିଶ୍ରୁତିବଦ୍ଧ । ବେଦାନ୍ତ ଲିମିଟେଡର ବ୍ୟବସାୟ ବେଦାନ୍ତ ଆଲୁମିନିୟମ ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ, ଯାହା ୨୦୨୪ ଆର୍ଥିକ ବର୍ଷରେ ଭାରତର ଆଲୁମିନିୟମର ଅଧାରୁ ଅଧିକ ଅର୍ଥାô ୨.୩୭ ନିୟୁତ ଟନ୍ ଉତ୍ପାଦନ କରିଛି । ଏହାର ବିଶ୍ୱସ୍ତରୀୟ ଆଲୁମିନିୟମ ସ୍ମେଲଟର, ଆଲୁମିନା ବିଶୋଧନାଗାର ଏବଂ ପାୱାର ପ୍ଲାଣ୍ଟଣ୍ଟ ସହିତ, କମ୍ପାନୀ ଏକ ସବୁଜ ଭବିଷ୍ୟତ ପାଇଁ ‘ଭବିଷ୍ୟତର ଧାତୁ’ ଭାବରେ ଆଲୁମିନିୟମର ଉଦୀୟମାନ ପ୍ରୟୋଗକୁ ପ୍ରୋତ୍ସାହିତ କରିବାର ଲକ୍ଷ୍ୟ ପୂରଣ କରିଛି ।

Tags: odishaVedanta
ShareTweetShareSend
Sanchar Live

Sanchar Live

Next Post
ପୁଞ୍ଜି ବିନିଯୋଗ ନେଇ ସକାରାତ୍ମକ ଆଲୋଚନା ହୋଇଛି : ମୁଖ୍ଯମନ୍ତ୍ରୀ

ଆଗାମୀ ୨୮ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.