Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାତିରେ ମୁଖ୍ଯମନ୍ତ୍ରୀଙ୍କ ସମୀକ୍ଷା

Sanchar Live by Sanchar Live
October 24, 2024
in ଓଡିଶା
0
ରାତିରେ ମୁଖ୍ଯମନ୍ତ୍ରୀଙ୍କ ସମୀକ୍ଷା
0
SHARES
3
VIEWS
FacebookTwitter

ସଂଚାର ବ୍ୟୁରୋ: ବାତ୍ୟା ଦାନା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା । ପାଣିପାଗ ବିଭାଗ ଆକଳନ ଅନୁଯାୟୀ ମଧ୍ୟ ରାତ୍ରରେ ଭିତରକନିକାରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ଅଛି । ରାତି ୧ ରୁ ୨ଟା ଭିତରେ ଲ୍ୟାଣ୍ଡଫଲ ସମ୍ଭାବନା । ମନ୍ତ୍ରୀମାନେ ଜିଲ୍ଲା ଗସ୍ତରେ ଯାଇ ଗାଁରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି । ବରିଷ୍ଠ ଅଧିକାରୀମାନେ ମଧ୍ୟ ଜିଲ୍ଲାରେ ଉପସ୍ଥିତି ଅଛନ୍ତି । ସଠିକ ଢଙ୍ଗରେ ସମସ୍ତ ବ୍ୟବସ୍ଥା କରାଯାଇଛି । ୧୦ ଲକ୍ଷ ଟାର୍ଗେଟ ରଖିଥିଲୁ କିନ୍ତୁ ପରବର୍ତ୍ତୀ ସମୟରେ ଦିଗ ବଦଳିବାରୁ ୩ ଲକ୍ଷ ୬୨ ହଜାର ଲୋକଙ୍କୁ ସ୍ଥାନାନ୍ତରିତ ଲକ୍ଷ୍ୟ ରହିଥିଲା । ଶତ ପ୍ରତିଶତ ଲୋକଙ୍କୁ ସ୍ଥାନାନ୍ତରିତ ପାଈଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା ।

ସମସ୍ତ ଅଧିକାରୀ ସକ୍ରିୟ ଭାବେ କାମ କରି ୫ ଲକ୍ଷ ୮୪ ହଜାର ୮୮୮ ଲୋକଙ୍କୁ ସ୍ଥାନନ୍ତରିତ କରାଯାଇଛି । ଏବେ ବି ଚାଲିଛି ୪ ଲକ୍ଷ ପାର କରିପାରେ, ୮୩୮୩ ବାତ୍ୟା ଆଶ୍ରୟସ୍ଥଳ କରାଯାଇଛି । ଜିଲ୍ଲାରେ ଥିବା ମନ୍ତ୍ରୀ ବିଧାୟକ ଏବଂ ଅଧିକାରୀଙ୍କ ସହ ଆଲୋଚନା କରିଛି, ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ସହ ଆଲୋଚନା କରିଛି । କେନ୍ଦ୍ର ସରକାର ପ୍ରସ୍ତୁତ ନେଇ ସନ୍ତୋଷ ବ୍ୟକ୍ତ କରିଛନ୍ତି ।

ବାଲେଶ୍ୱର ଜିଲ୍ଲା ୧ ଲକ୍ଷ ୭୨ ହଜାର ୯୧୬, ମୟୁରଭଂଜ ୧ ଲକ୍ଷ, ଭଦ୍ରକ ୭୫ ହଜାର, ଯାଜପୁରରେ ୫୮ ହଜାର, କେନ୍ଦ୍ରାପଡା ୪୬ ହଜାର ଲୋକଙ୍କୁ ସ୍ଥାନନ୍ତରିତ କରାଯାଇଛି । ମା ଗୃହକୁ ୪ ହଜାର ୪୩୧ ଜଣଙ୍କୁ ସ୍ତାନାନ୍ତରିତ କରାଯାଇଥିବା ବେଳେ ୧୬୦୦ ମହିଳା ଗର୍ଭ ଦାନ କରି ସୁରକ୍ଷିତ ଅଛନ୍ତି । ବାତ୍ୟା ଆଶ୍ରୟ ସ୍ଥଳୀରେ ଶୁଖିଲା ଖାଦ୍ୟ, ଶିଶୁଙ୍କ ଖାଦ୍ୟ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି. ରେଡ଼କ୍ରସ ଠାରେ ରିଲିଫ ପ୍ରସ୍ତୁତିର ମଧ୍ୟ ସମୀକ୍ଷା କରିଛି ।

ବାତ୍ୟା ପରବର୍ତ୍ତୀ ମୁକାବିଲା ପାଈଁ ପରିବହନ ସ୍ୱାଭାବିକ, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ସେବା ମରାମତି ପାଈଁ ଟିମ ପ୍ରସ୍ତୁତ ହୋଇ ମୁତୟନ ଅଛନ୍ତି । ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତି ସୂଚନା ଆସିନାହିଁ । ଲ୍ୟାଣ୍ଡଫଲ ପରେ ଯେଉଁ ଯେଉଁ ଜିଲ୍ଲାକୁ ପ୍ରଭାବିତ କରିବ, ଢେଙ୍କାନାଳ, ଅନୁଗୁଳରେ ମଧ୍ୟ ସ୍ଥାନାନ୍ତରିତ ଏବଂ ବ୍ୟାପକ ପ୍ରସ୍ତୁତି ନେଇ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସରକାରଙ୍କ ଜିରୋ କାଜୁଆଲିଟି ମିଶନ ମଧ୍ୟ ସଫଳ ହେବ, ଆତଙ୍କିତ ନହୋଇ ସମସ୍ତେ ଯେଉଁଠି ଅଛନ୍ତି ସୁରକ୍ଷିତ ରୁହନ୍ତୁ ।

Tags: cm mohan majhicycloneDana
ShareTweetShareSend
Sanchar Live

Sanchar Live

Next Post
ଆରମ୍ଭ ହେଲା ବାତ୍ୟାର ଲ୍ୟାଣ୍ଡଫଲ୍

ଆରମ୍ଭ ହେଲା ବାତ୍ୟାର ଲ୍ୟାଣ୍ଡଫଲ୍

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.