Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆରମ୍ଭ ହେଲା ବାତ୍ୟାର ଲ୍ୟାଣ୍ଡଫଲ୍

Sanchar Live by Sanchar Live
October 24, 2024
in ଓଡିଶା
0
ଆରମ୍ଭ ହେଲା ବାତ୍ୟାର ଲ୍ୟାଣ୍ଡଫଲ୍
0
SHARES
27
VIEWS
FacebookTwitter

ସଂଚାର ବ୍ୟୁରୋ: ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରୁ ସୃଷ୍ଟ ବାତ୍ୟା ‘ଦାନା’ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହୋଇ ସ୍ଥଳଭାଗରେ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭିତରକନିକା ଓ ଧାମରା ମଝିରେ ଏହା ଲ୍ୟାଣ୍ଡଫଲ କରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା କିଛି ଘଣ୍ଟା ଧରି ଜାରି ରହିବ। ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ଥିବା ବେଳେ ସାମୁଦ୍ରିକ ଜୁଆର ଉଗ୍ରରୂପ ଧାରଣ କରିଛି। ସମୁଦ୍ର ଅଶାନ୍ତ ରହିଛି। ଜୁଆର ଅଧିକ ଉଚ୍ଚରେ ଉଠୁଛି। ପବନର ବେଗ ଘଣ୍ଟା ପିଛା ପ୍ରାୟ ୧୦୦କିମି ରହିଛି।

ସରକାର ଓ ପ୍ରଶାସନ ଆଗୁଆ ପଦକ୍ଷେପ ନେଇଥିବାରୁ ଯଦିଓ ମାନବିକ କ୍ଷତି ହେବାର ଆଶଙ୍କା କମ୍‌ ରହିଛି। ପଶୁପକ୍ଷୀମାନେ ଅଧିକ ପ୍ରଭାବିତ ହୋଇଥିବା ଆଶଙ୍କା କରାଯାଉଛି। ଗୃହପାଳିତ ପଶୁମାନେ ଏକପ୍ରକାର ସୁରକ୍ଷିତ ଥିବା ବେଳେ ବନ୍ୟପ୍ରାଣୀମାନେ ବାତ୍ୟା ବିପର୍ଯ୍ୟୟର ମୁକାବିଲା କରିଛନ୍ତି। ଫସଲ କ୍ଷୟକ୍ଷତି ହେବାର ଆଶଙ୍କା ରହିଛି। ବ୍ୟାପକ ଧାନଚାଷ ନଷ୍ଟ ହୋଇପାରେ। ସେହିପରି ପନିପରିବା ଚାଷୀଙ୍କୁ ମଧ୍ୟ କ୍ଷତି ପହଞ୍ଚାଇପାରେ। ବାତ୍ୟା ସ୍ଥଳଭାଗରେ ପହଞ୍ଚିବା ପୂର୍ବରୁ ଗୁରୁବାର ଅନେକ ସ୍ଥାରେ ବୃକ୍ଷ ଉପୁଡ଼ି ପଡ଼ିଥିବା ବେଳେ ରାସ୍ତାକଡ଼ରେ ଅନେକ ଗଛ ଭାଙ୍ଗିପଡ଼ି ଥିବାରୁ କୃତ୍ରିମ ଅବରୋଧ ସୃଷ୍ଟି ହୋଇଛି। ପୂର୍ବ ଯୋଜନା ଅନୁସାରେ ମୁତୟନ ହୋଇଥିବା ଅଗ୍ନିଶମ ବାହିନୀ, ଓଡ୍ରାଫ୍‌ ଓ ଏନ୍‌ଡିଆରଏଫ୍‌ର ଟିମ୍‌ ନିୟୋଜିତ ଅଛନ୍ତି। ବର୍ଷା ଶେଷ ହେଲା ପରେ ଉଦ୍ଧାର କାର୍ଯ୍ୟ ଜାରି ରହିବ।

Tags: cyclonelandfall
ShareTweetShareSend
Sanchar Live

Sanchar Live

Next Post
ଧାନ ବିଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବାତ୍ୟା ଆଶ୍ରୟସ୍ଥଳୀ ବୃଦ୍ଧାଙ୍କ ମୃତ୍ୟୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.