Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସରିଲା ବାତ୍ୟା ଦାନାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା

Sanchar Live by Sanchar Live
October 25, 2024
in ଓଡିଶା
0
ଆସିଲା ବାତ୍ୟାର ନୂଆ ଗତିପଥ, ଜାଣନ୍ତୁ କେଉଁ ଜିଲ୍ଲା ହେବ ଅଧିକ ପ୍ରଭାବିତ
0
SHARES
16
VIEWS
FacebookTwitter

ସଂଚାର ବ୍ୟୁରୋ: ସରିଲା ବାତ୍ୟା ଦାନାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା। ଦୁର୍ବଳ ହୋଇ ବାତ୍ୟାରେ ପରିଣତ ହେଲା ଭୀଷଣ ବାତ୍ୟା। ଦାନା ଏବେ ଦୁର୍ବଳ ହୋଇ ଘଣ୍ଟାକୁ ୧୦ କିମି ବେଗରେ ଗତି କରୁଛି। ବାତ୍ୟା ଦୁର୍ବଳ ହୋଇ ଉତ୍ତର-ଉତ୍ତରପଶ୍ଚିମ ଆଡ଼େ ଗତି କରୁଛି। ସ୍ଥଳଭାଗରେ ପବନର ବେଗ ୮୦ ରୁ ୯୦ କିମି ରହିଛି। ସେହିପରି ଝଟ୍‌କା ପବନର ବେଗ ୧୦୦ କିମି ପର୍ଯ୍ୟନ୍ତ ରହିଛି। ତେବେ ବାତ୍ୟା ପରବର୍ତ୍ତୀ ୬ ଘଣ୍ଟାରେ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହେବ।

ବାତ୍ୟା ଲ୍ୟାଣ୍ଡଫଲ୍ ପରେ ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ଵର, ଭଦ୍ରକ, ମୟୂରଭଞ୍ଜରେ ଅତି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି।

Tags: cycloneodisha
ShareTweetShareSend
Sanchar Live

Sanchar Live

Next Post
ଟଳିଲା ବାତ୍ୟା: ଏଥର ପୁରୀ ଆସନ୍ତୁ

ଟଳିଲା ବାତ୍ୟା: ଏଥର ପୁରୀ ଆସନ୍ତୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.