Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜନଗର ଓ ରାଜକନିକା ବ୍ଲକରେ ଅଧିକ ଦିନ ରିଲିଫ ପରିଚାଳନା କରାଯିବ

Sanchar Live by Sanchar Live
October 25, 2024
in ଓଡିଶା
0
ପାଟଣାଗଡ଼ ନିର୍ବାଚନ ମାମଲା: ସମୟ ନେଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ବାତ୍ୟାରେ ବିଶେଷ ପ୍ରଭାବିତ ହୋଇଥିବା କେନ୍ଦ୍ରାପଡା ଜିଲ୍ଲାର ରାଜନଗର ଓ ରାଜକନିକା ବ୍ଲକରେ ଅଧିକ ଦିନ ରିଲିଫ ପରିଚାଳନା କରାଯିବ ବୋଲି ଉପ ମୁଖମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି l ଏବେ ରାସ୍ତାଘାଟ ସଫେଇ କାମ ଦ୍ରୂତଗତିରେ ଚାଲିଛି l.ତେବେ ପରେ ଚାଷ କ୍ଷୟକ୍ଷତି ଆକଳନ କରାଯିବ ଏବଂ ଚାଷିଙ୍କୁ ଆବଶ୍ୟକ ସ୍ଥଳେ କ୍ଷତିପୂରଣ ଦିଆଯିବ ବୋଲି ଉପ ମୁଖମନ୍ତ୍ରୀ ସୂଚନା ଦେଇଛନ୍ତି l

ଦୁର୍ବଳ ହେଲା ଭୀଷଣ ବାତ୍ୟା ଦାନା।ଦୁର୍ବଳ ହୋଇ ଏକ ବାତ୍ୟାରେ ପରିଣତ ହେଲା।ଆସନ୍ତା ୬ ଘଣ୍ଟା ମଧ୍ୟରେ ଆହୁରି ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହେବ ବାତ୍ୟା।ଗତ ରାତିରୁ ଆରମ୍ଭ ହୋଇଥିବା ଲ୍ୟାଣ୍ଡଫଲ ପ୍ରକ୍ରିୟା ସଂପୂର୍ଣ୍ଣ ହୋଇଛି।ବର୍ତ୍ତମାନ ବାତ୍ୟା ଉତ୍ତର ଉପକୂଳ ଜିଲ୍ଲାରେ କେନ୍ଦ୍ରୀଭୂତ ହୋଇଛି।ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୦ କିମି ବେଗରେ ଗତି କରୁଛି ଦାନା।ଭଦ୍ରକରୁ ୩୦ କିମି ଉତ୍ତର ପୂର୍ବରେ ରହିଛି ବାତ୍ୟା। ବାତ୍ୟା ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିଲା। ଯାହା ଫଳରେ ଅନେକ କ୍ଷୟକ୍ଷତି ହୋଇଛି।
Tags: cyclonekendrapadakv singhdeo
ShareTweetShareSend
Sanchar Live

Sanchar Live

Next Post
ପୂର୍ବତନ ବିଧାୟକ ମକରଧ୍ୱଜ ପ୍ରଧାନଙ୍କ ପରଲୋକ

ପୂର୍ବତନ ବିଧାୟକ ମକରଧ୍ୱଜ ପ୍ରଧାନଙ୍କ ପରଲୋକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.