Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ବିଦେଶ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଷ୍ଟ୍ରେଲିଆ ଗସ୍ତର ଅନ୍ତିମ ଦିନ

Sanchar Live by Sanchar Live
October 26, 2024
in ବିଦେଶ
0
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଷ୍ଟ୍ରେଲିଆ ଗସ୍ତର ଅନ୍ତିମ ଦିନ
0
SHARES
6
VIEWS
FacebookTwitter

ସଂଚାର ବ୍ୟୁରୋ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଷ୍ଟ୍ରେଲିଆ ଗସ୍ତର ଅନ୍ତିମ ଦିନ । ଶେଷ ଦିନରେ  ଗବେଷଣା ଭିତ୍ତିକ ବିଶ୍ବବିଦ୍ୟାଳୟସମୂହ ‘ଗ୍ରୁପ୍ ଅଫ୍ ୮’ ଦ୍ବାରା ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ଧର୍ମେନ୍ଦ୍ର । ୟୁନିଭରସିଟି ଅଫ୍ ନ୍ୟୁ ସାଉଥ ୱେଲ୍ସର ବିଭିନ୍ନ ବିଦ୍ୟାଳୟ ଦ୍ବାରା ପରିଚାଳିତ ଷ୍ଟାର୍ଟଅପ୍ ଗୁଡ଼ିକର ମୁଖ୍ୟ ଏବଂ ଅନ୍ୟ ସଦସ୍ୟଙ୍କ ସହ ଆଲୋଚନା କରିଛନ୍ତି । ଭାରତୀୟ ସମାଜ ଓ ବଜାର ପାଇଁ ଷ୍ଟାର୍ଟଅପ୍ ଗୁଡ଼ିକୁ ବିକଶିତ କରିବା ଉପରେ ଆଲୋକପାତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।ଅଷ୍ଟ୍ରେଲିଆରେ ଅଧ୍ୟୟନରତ ଭାରତୀୟ ଛାତ୍ରଛାତ୍ରୀ ଓ ବରିଷ୍ଠ ଗବେଷକଙ୍କ ସହ ମଧ୍ୟ ସାକ୍ଷାତ କରିଛନ୍ତି ।

କ୍ରୀଡ଼ା ଶିକ୍ଷା ଓ କ୍ରୀଡ଼ା ଗବେଷଣା କ୍ଷେତ୍ରରେ ସହଯୋଗ ଲୋଡ଼ିବା ପାଇଁ ୟୁଟିଏସ୍ ମୁର୍ ପାର୍କ ପରିଦର୍ଶନ କରିଛନ୍ତି । ଧର୍ମେନ୍ଦ୍ର କହିଛନ୍ତି ଗବେଷଣା ସହଯୋଗ ହେଉଛି ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ଥିବା ସମ୍ପର୍କର ମୂଳ ଆଧାର। ଏହି ଆଲୋଚନା କାର୍ଯ୍ୟକ୍ରମ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ବ୍ୟାପକ ଏବଂ ଗଭୀର ଗବେଷଣା ସହଯୋଗର ଆବଶ୍ୟକତାକୁ ଆଗକୁ ନେବା ପାଇଁ ଏକ ଭଲ ସୂଚନା ପ୍ରଦାନ କରିଛି ।
Tags: austreliadharmendra pradhan
ShareTweetShareSend
Sanchar Live

Sanchar Live

Next Post
ସରକାରୀ କାମରେ ବିଦେଶରେ ଥିଲେ ବି, କେନ୍ଦ୍ରମନ୍ତ୍ରୀଙ୍କ ମନ ଓଡିଶାବାସୀଙ୍କ ପାଖରେ

ସରକାରୀ କାମରେ ବିଦେଶରେ ଥିଲେ ବି, କେନ୍ଦ୍ରମନ୍ତ୍ରୀଙ୍କ ମନ ଓଡିଶାବାସୀଙ୍କ ପାଖରେ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.