Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜାଣନ୍ତୁ କେଉଁ ସହରରେ କେତେ ଟଙ୍କା ରହିଛି ସୁନା ଦାମ

Sanchar Live by Sanchar Live
October 28, 2024
in ଓଡିଶା
0
ଜାଣନ୍ତୁ କେଉଁ ସହରରେ କେତେ ଟଙ୍କା ରହିଛି ସୁନା ଦାମ
0
SHARES
14
VIEWS
FacebookTwitter

ସଂଚାର ବ୍ୟୁରୋ: ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩, ହଜାର ୬୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୮୦ ହଜାର ୨୯୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୩,୬୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୮୦,୨୯୦ ଟଙ୍କା ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୩,୬୦୦ ଟଙ୍କା ଓ ୮୦,୨୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୩ ,୭୫୦ ଟଙ୍କା ଓ ୮୦ , ୪୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୩,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୦,୨୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୩,୬୦୦ ଟଙ୍କା ଓ ୮୦,୨୯୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୮,୦୦୦ ହଜାର ଟଙ୍କା ହୋଇଛି ।

Tags: gold rateindia
ShareTweetShareSend
Sanchar Live

Sanchar Live

Next Post
ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଆଜି ବି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଂଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.