Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦୀପାବଳି ପାଇଁ ଗାଇଡଲାଇନ ଜାରି କରିଛି କମିଶନରେଟ ପୁଲିସ

Sanchar Live by Sanchar Live
October 28, 2024
in ଓଡିଶା
0
ଦୀପାବଳି ପାଇଁ ଗାଇଡଲାଇନ ଜାରି କରିଛି କମିଶନରେଟ ପୁଲିସ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଦୀପାବଳି ପାଇଁ ଗାଇଡଲାଇନ ଜାରି କରିଛି କମିଶନରେଟ ପୁଲିସ। ଏନେଇ ଭୁବନେଶ୍ବର ଡିସିପି ପିନାକ ମିଶ୍ର କହିଛନ୍ତି ସୁପ୍ରିମକୋର୍ଟର ନିୟମ ଅନୁଯାୟୀ ବାଣ ଫୁଟାଯିବ। ବିପଦଜ୍ଜନକ ବାଣ ଫୁଟାଇବା କିମ୍ବା ବିକ୍ରି ପାଇଁ ବାରଣ କରାଯାଇଛି । ଗ୍ରୀନ କ୍ରାକର ବିକ୍ରି ପାଇଁ କୁହାଯାଇଛି । ବର୍ତ୍ତମାନ ସୁଦ୍ଧା ୨୫ଟି ସ୍ଥାନରେ ବିଏମସି ସହମତିରେ ବାଣ ବଜାର ଖୋଲିବା ପାଇଁ ଅନୁମତି ଦିଆଯାଇଛି ।

ଭୁବନେଶ୍ବରରେ ଲାଇସେନ୍ସ ପାଇଁ ଏଯାବତ ୪୬୫ ଜଣ ଦୋକାନୀ ଆବେଦନ କରିଛନ୍ତି । ସେଥି ମଧ୍ୟରୁ ୨ ଶହ ଜଣଙ୍କୁ ଲାଇସେନ୍ସ ପ୍ରଦାନ ସରିଲାଣି। ଅନ୍ୟମାନଙ୍କୁ ବର୍ତ୍ତମାନ ବିଭିନ୍ନ ସର୍ତ୍ତ ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସେ ସବୁ ସର୍ତ୍ତ ପାଳନ ପରେ ତାଙ୍କୁ ମଧ୍ୟ ଲାଇସେନ୍ସ ପ୍ରଦାନ କରାଯିବ । ଲାଇସେନ୍ସ ମୁତାବକ ପ୍ରତେକ ଦୋକାନରେ ୩ ଶହ କେଜି ବାଣ ଜଣେ ଦୋକାନୀ ରଖିପାରିବେ । ଦୁଇଟି ବାଣ ଦୋକାନ ମଝିରେ ୩ ମିଟର ବ୍ୟବଧାନ ରହିବ । ଦୋକାନ ବାହାରେ ୫୦ ମିଟର ଖାଲି ସ୍ଥାନ ରହିବ । ଅଗ୍ନିଶମ ବିଭାଗ ଓ ବିଏମସିର ସମସ୍ତ ନିୟମ ପାଳନ କରିବାକୁ ଦୋକାନୀ ବାଧ୍ଯ।

Tags: commisanaret policediwali guidelineodisha
ShareTweetShareSend
Sanchar Live

Sanchar Live

Next Post
୭ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର

ଓଏଏସ ସ୍ତରରେ ସାମାନ୍ୟ ଅଦଳବଦଳ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.