Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ଆଲୋକର ପର୍ବ ଦୀପାବଳି

Sanchar Live by Sanchar Live
October 31, 2024
in ଓଡିଶା
0
ଆଜି ଆଲୋକର ପର୍ବ ଦୀପାବଳି
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ଆଲୋକର ପର୍ବ ଦୀପାବଳି । ଏଥି ପାଇଁ ଗାଁଠୁ ସହରରେ ଉତ୍ସବର ମାହୋଲ । ସବୁଠି ଲାଗି ରହିଛି ଉତ୍ସାହ ଉଦ୍ଦୀପନା । ରଙ୍ଗୋଲିରେ ସଜେଇ ହୋଇଛି ଘର ଅଗଣା । ବାଣ ଫୁଟାଇ,ପରସ୍ପରକୁ ମିଠା ଖୁଆଇ ଦୀପାବଳିର ଶୁଭେଚ୍ଛା ଜଣାଇବେ । ଏଥିପାଇଁ ଘରେ ଘରେ ହୋଇଛି ପ୍ରସ୍ତୁତି । ଅପେକ୍ଷା ରହିଛି କେବେ ସନ୍ଧ୍ୟା ହେବ ? ଆଉ ଚିକିମିକ ଆଲୁଅରେ ଝଲସି ଉଠିବ ପୁରପଲ୍ଲୀ । ଏଥର ଗ୍ରୀନ କ୍ରାକର ସହ ମାଟି ଦୀପର ରହିଛି ବେଶ ଚାହିଦା । ଏହି ଦିନ ଦେବୀ ଲକ୍ଷ୍ମୀ, ଭଗବାନ ଗଣେଶ ଏବଂ କୁବେର ଦେବଙ୍କୁ ପୂଜା କରିବାର ପରମ୍ପରା ମଧ୍ୟ ରହିଛି। ବିଶ୍ୱାସ କରାଯାଏ ଯେ ଏହି ଦେବତା ଏବଂ ଦେବୀଙ୍କୁ ପୂଜା କରି ଜୀବନର ସମସ୍ତ ଦୁଃଖ ଓ ଯନ୍ତ୍ରଣା ଦୂର ହୋଇଯାଏ।

Tags: Diwaliodisha
ShareTweetShareSend
Sanchar Live

Sanchar Live

Next Post
ଘରେ ପଶି ଯୁବକଙ୍କୁ ଖଣ୍ଡାରେ ହାଣିଲେ ଦୁବୃର୍ତ୍ତ

ଜମିବାଡ଼ି ବିବାଦ: ବାପା ପୁଅଙ୍କୁ ମାରିଦେଲେ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.