Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ହଷ୍ଟନରେ ଅଦିନିଆ ରଥଯାତ୍ରାକୁ ବାତିଲ କଲା ଇସ୍କନ

Sanchar Live by Sanchar Live
November 1, 2024
in ଭାରତ
0
ହଷ୍ଟନରେ ଅଦିନିଆ ରଥଯାତ୍ରାକୁ ବାତିଲ କଲା ଇସ୍କନ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଆମେରିକା ହଷ୍ଟନରେ ଅଦିନିଆ ରଥଯାତ୍ରାକୁ ବାତିଲ କଲା ଇସ୍କନ । ହଷ୍ଟନରେ ଇସ୍କନ ପକ୍ଷରୁ ନଭେମ୍ବର ୩ରେ ସ୍ନାନଯାତ୍ରା ଓ ନଭେମ୍ବର ୯ରେ ହେବାକୁ ଥିବା ରଥଯାତ୍ରାକୁ ନେଇ ବିବାଦ ବଢ଼ିଥିଲା । ଜଗନ୍ନାଥ ପ୍ରେମୀ ଓ ପୁରୀ ସେବାୟତଙ୍କ ପକ୍ଷରୁ ତୀବ୍ର ବିରୋଧ ହୋଇଥିଲା । ଏହାକୁ ନେଇ ପୁରୀ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ଓ ଗଜପତି ମହାରାଜ ଦିବ୍ୟସିଂହ ଦେବ ମଧ୍ୟ ଆପତ୍ତି ଉଠାଇଥିଲେ ।

ମହାପ୍ରଭୁ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଧାର୍ଯ୍ୟ ତିଥି ବ୍ୟତୀତ ଅନ୍ୟ ଦିନରେ ନ କରିବାକୁ କୁହାଯାଇଥିଲା । ଏଭଳି ଅଦିନିଆ ରଥଯାତ୍ରା ଆୟୋଜନରୁ ନିବୃତ୍ତ ରହିବାକୁ ଇସ୍କନକୁ ଅନୁରୋଧ କରାଯାଇଥିଲା । ଏହାପରେ ଇସ୍କନ ପକ୍ଷରୁ ହଷ୍ଟନରେ ହେବାକୁ ଥିବା ଅଦିନିଆ ସ୍ନାନଯାତ୍ରାକୁ ବାତିଲ କରାଯାଇଛି । ପରଂପରା ଅନୁସାରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥିରେ ହୋଇଥାଏ ।

Tags: Isconratha jatra
ShareTweetShareSend
Sanchar Live

Sanchar Live

Next Post
ଦୀପାବଳିରେ ଅଣନିଶ୍ବାସୀ ହୋଇପଡ଼ିଛି ଦିଲ୍ଲୀ

ଦୀପାବଳିରେ ଅଣନିଶ୍ବାସୀ ହୋଇପଡ଼ିଛି ଦିଲ୍ଲୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.