Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଖିତଳ କଳା ପଡ଼ୁଥିଲେ ଆପଣାନ୍ତୁ ଏହି ଉପାୟ

Sanchar Live by Sanchar Live
August 3, 2024
in ଜୀବନ ଶୈଳୀ
0
ଆଖିତଳ କଳା ପଡ଼ୁଥିଲେ ଆପଣାନ୍ତୁ ଏହି ଉପାୟ
0
SHARES
29
VIEWS
FacebookTwitter

ସଂଚାର ବ୍ୟୁରୋ: ଅନେକଙ୍କର ଆଖି ତଳେ ଗାଢ଼ ରଙ୍ଗର ଦାଗ ଦେଖାଦେଇଥାଏ। ଏହା ଜଣଙ୍କୁ କ୍ଳାନ୍ତ ଅଥବା ବୟସ୍କ ହୋଇଥିବାର ଭାବନା ଆଣିଥାଏ। ଏପରି କଳା ଦାଗ ଲିଭାଇବା ପାଇଁ ପ୍ରଚୁର ସୁଖନିଦ୍ରା ସହ ଅଧିକ ପାନୀୟ ସେବନ ଓ ନାନା ପ୍ରକାର ରାସାୟନିକ ପ୍ରଲେପ ବୋଳିବା ପାଇଁ ପରାମର୍ଶ କରାଯାଇଥାଏ। ତେବେ ସେଗୁଡ଼ିକ କ୍ଷଣସ୍ଥାୟୀ ଉପଚାର କହିଲେ ଅତ୍ୟୁକ୍ତି ହେବନାହିଁ। ଅପରପକ୍ଷେ, ଏବେ ସେହି କଳାଦାଗ ଚିରଦିନ ପାଇଁ ଲିଭାଇବା ଲାଗି ଚର୍ମ ତଳେ ‘ଅଣ୍ଡର-ଆଇ ଫିଲର୍ସ’ ନାମକ ଏକ ପ୍ରକାର ତରଳ ପଦାର୍ଥର ଉପଯୋଗ ଲୋକପ୍ରିୟ ହେବାରେ ଲାଗିଛି। ଆମ ଶରୀରର ଚର୍ମକୁ ଚିକ୍କଣ ତଥା ଆର୍ଦ୍ର ରଖିବାରେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବା ହ୍ୟାଲୁରୋନିକ ଏସିଡ୍(ଏଚଏ) ପରି ପ୍ରାକୃତିକ ସାମଗ୍ରୀରୁ ସ୍ବତନ୍ତ୍ର ଭାବରେ ସୃଷ୍ଟ ଏହି ‘ଅଣ୍ଡର-ଆଇ ଫିଲର୍ସ’କୁ ସାଧାରଣତଃ ଇଞ୍ଜେକ୍ସନ ସାହାଯ୍ୟରେ ଉପଯୋଗ କରାଯାଇଥାଏ।

ଉଲ୍ଲେଖଯୋଗ୍ୟ, ଚର୍ମ ପତଳା ହୋଇଗଲେ କି ଚର୍ମତଳେ ଚର୍ବି ଅଂଶ କି କୋଲାଜେନ୍‌ ପରିମାଣ କମିଗଲେ ଆଖିତଳେ ଏପରି କଳାଦାଗ ଦେଖାଦେଇଥାଏ। ତେବେ ଅଣ୍ଡର-ଆଇ ଫିଲର୍ସ ଆଖି ତଳେ ପ୍ରବେଶ କରିବା ମାତ୍ରେ ତାହା ଧୀରେଧୀରେ ସଂପୃକ୍ତ ସ୍ଥାନକୁ ଉଜ୍ବଳ ତଥା ତାଜା କରିଦେବା ସହ ଚର୍ମର ଆର୍ଦ୍ରତା ଓ ନମନୀୟତା ବଢ଼ାଇ ତ୍ବଚାର ପୂର୍ବରୂପ ଫେରାଇ ଆଣିଥାଏ। ମାତ୍ର ୧୫ରୁ ୩୦ ମିନିଟ ଭିତରେ ସାଧିତ ହୋଇ ପାରୁଥିବା ଏହି ଫିଲର୍ସ ଉପଯୋଗ ପ୍ରକ୍ରିୟା ଏକ ଅଣ-ଅସ୍ତ୍ରୋପଚାର ପଦ୍ଧତି ହେବା ସହ ଏହାର ତତ୍କାଳ ଫଳାଫଳ ପାଇଁ ଏହାର ଚାହିଦା ବଢ଼ିବାରେ ଲାଗିଛି।

Tags: lifestylespecial report
ShareTweetShareSend
Sanchar Live

Sanchar Live

Next Post
ଡାଏବେଟିସ ରୋଗକୁ ନିୟନ୍ତ୍ରଣ କରିବାର ସହଜ ଉପାୟ

ଡାଏବେଟିସ ରୋଗକୁ ନିୟନ୍ତ୍ରଣ କରିବାର ସହଜ ଉପାୟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.