Tuesday, September 30, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସୁନ୍ଦରଗଡ଼ରେ ସରକାରୀ ସ୍କୁଲ ଓ ଅଙ୍ଗନବାଡ଼ିର ଭିତ୍ତିଭୂମି ବଢାଇଲା ବେଦାନ୍ତ

Sanchar Live by Sanchar Live
November 4, 2024
in ଓଡିଶା
0
ସୁନ୍ଦରଗଡ଼ରେ ସରକାରୀ ସ୍କୁଲ ଓ ଅଙ୍ଗନବାଡ଼ିର ଭିତ୍ତିଭୂମି ବଢାଇଲା ବେଦାନ୍ତ
0
SHARES
11
VIEWS
FacebookTwitter

ଭୁବନେଶ୍ୱର: ଗୁଣାତ୍ମକ ଶିକ୍ଷାର ବ୍ୟାପକ ଉପଲବ୍ଧତା ଏବଂ ଯୁବପିଢ଼ିଙ୍କୁ ସଶକ୍ତ ସହିତ ଗୋଷ୍ଠୀ ବିକାଶ ଦିଗରେ ପ୍ରତିଶ୍ରୁତିବଦ୍ଧତାର ପରିଚୟ ଦେଇ ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ୍ ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ର ଜାମକାଣୀ କୋଇଲା ଖଣି ଅଞ୍ଚଳରେ ଥିବା ୧୪ଟି ସରକାରୀ ବିଦ୍ୟାଳୟ ଓ ୭ଟି ଅଙ୍ଗନବାଡ଼ି କେନ୍ଦ୍ରକୁ ଅତ୍ୟାବଶ୍ୟକ ଭିତ୍ତିଭୂମି ଯୋଗାଇ ଦେଇଛି ।

ଏହି ଅଞ୍ଚଳର ୭୫୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବା ସହ ମୁଣ୍ଡେଲଖେତ, କୋଡାଜାଲଙ୍ଗା, ଭୋଗ୍ରାକାଚାର, ଘୋଘରପଲ୍ଲୀ, ଜାମକାନି ଓ ଗିରିସ୍ମା ଗ୍ରାମର ସରକାରୀ ବିଦ୍ୟାଳୟଗୁଡ଼ିକୁ ଡେସ୍କ ଓ ବେଞ୍ଚ, ଚେୟାର, ଟେବୁଲ, ରାକ୍ ଓ ଆଲମିରା ପ୍ରଦାନ କରାଯାଇଛି । ୧୪ଟି ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ବ୍ଲକ ଶିକ୍ଷକ ସଂଘର ସଭାପତି ଓ ଗୋଷ୍ଠି ସଦସ୍ୟଙ୍କ ଉପସ୍ଥିତିରେ ଆୟୋଜିତ ଉତ୍ସବରେ କମ୍ପାନି ପକ୍ଷରୁ ଏହି ସହଯୋଗ ପ୍ରଦାନ କରାଯାଇଥିଲା ।

ବେଦାନ୍ତ କମ୍ପାନିର ଏଭଳି ପଦକ୍ଷେପ ସମ୍ପର୍କରେ ଭୋଗରକାଛର ଉଚ୍ଚପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଭବାନୀ ଶଙ୍କର ପଧାନ କହିଛନ୍ତି ଯେ ବେଦାନ୍ତର ଉଦାର ସହଯୋଗ ପାଇଁ ଆମେ ସେମାନଙ୍କୁ ଧନ୍ୟବାଦ ଜଣାଉଛୁ । ଏହା ଅନୁକୂଳ ଶିକ୍ଷଣ ବାତାବରଣ ସୃଷ୍ଟି କରିଛି । ବ୍ଲକ ଶିକ୍ଷକ ସଂଘ ସଭାପତି ରାମଲାଲ ପଟେଲ କହିଛନ୍ତି ଯେ ଉନ୍ନତ ବିଦ୍ୟାଳୟ ଭିତ୍ତିଭୂମି ବ୍ୟବସ୍ଥା ଛାତ୍ରଛାତ୍ରୀଙ୍କୁ ଉପକୃତ କରିଛି ଏବଂ ସେମାନଙ୍କ ପାଠପଢ଼ା ଉପରେ ଅଧିକ ଧ୍ୟାନ ଦେବାରେ ସହାୟକ ହେଉଛି । ଏଥିରୁ ଶିକ୍ଷା କ୍ଷେତ୍ର ପ୍ରତି ବେଦାନ୍ତର ସମର୍ପଣ ମନୋଭାବର ପ୍ରମାଣ ମିଳୁଛି ।

ସୂଚନାଯୋଗ୍ୟ, ଶିକ୍ଷା, ସ୍ୱାସ୍ଥ୍ୟସେବା, ସ୍ଥାୟୀ ଜୀବିକା, ଗ୍ରାମୀଣ ଭିତ୍ତିଭୂମି ତଥା ତୃଣମୂଳ ସ୍ତରର କ୍ରୀଡ଼ା ଓ ସଂସ୍କୃତି କ୍ଷେତ୍ରରେ ରଣନୈତିକ ପଦକ୍ଷେପ ମାଧ୍ୟମରେ ଗୋଷ୍ଠୀ ବିକାଶ ପାଇଁ ବେଦାନ୍ତ ପ୍ରତିଶ୍ରୁତିବଦ୍ଧ ହୋଇଥିବାରୁ ଓଡ଼ିଶାର ଯୁବବର୍ଗଙ୍କ ଭବିଷ୍ୟତରେ ପୁଞ୍ଜିନିବେଶ କରି ଅଧିକ ସୁଯୋଗ, ଅଭିବୃଦ୍ଧି ଓ ବିକାଶ ପାଇଁ ରାସ୍ତା ପ୍ରଶସ୍ତ କରୁଛି । ଗ୍ରାମୀଣ ଓଡ଼ିଶାରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଏବଂ ସ୍ୱାସ୍ଥ୍ୟ ସଚେତନତା ପାଇଁ କମ୍ପାନୀ ଏହାର ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ୟୁନିଟ୍ ସହିତ ସ୍ୱାସ୍ଥ୍ୟ ଶିବିର ଆୟୋଜନ କରିଥାଏ ।

ଏହି ପ୍ରୟାସ ଗୁଡିକ ଏହାର ପରିଚାଳନା କ୍ଷେତ୍ର ମଧ୍ୟରେ ଏବଂ ବାହାରେ ଜୀବନକୁ ସକାରାତ୍ମକ ଭାବରେ ପ୍ରଭାବିତ କରିବା ପାଇଁ କମ୍ପାନୀର ପ୍ରତିବଦ୍ଧତାକୁ ସୂଚାଇଥାଏ । ସ୍ଥାନୀୟ କର୍ତ୍ତୃପକ୍ଷ, କଲ୍ୟାଣକାରୀ ସଂଗଠନ ଏବଂ ଗୋଷ୍ଠି ସଦସ୍ୟଙ୍କ ସହଯୋଗରେ ବେଦାନ୍ତ ଆଲୁମିନିୟମ ଓଡ଼ିଶାର ସାମାଜିକ-ଅର୍ଥନୈତିକ ପରିବର୍ତ୍ତନ ଦିଗରେ ସକ୍ରିୟ ଭାବେ ଯୋଗଦାନ କରୁଛି ।

Tags: odishaVedanta
ShareTweetShareSend
Sanchar Live

Sanchar Live

Next Post
ରାଉରକେଲା NIT ହେଲଥ ସେଣ୍ଟର ମେଡିକାଲ ଅଫିସରଙ୍କ ଆତ୍ମହତ୍ୟା

ରାଉରକେଲା NIT ହେଲଥ ସେଣ୍ଟର ମେଡିକାଲ ଅଫିସରଙ୍କ ଆତ୍ମହତ୍ୟା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ନାଲକୋ ଅଫିସରେ ସିବିଆଇ ରେଡ
  • ଜେରା ସମୟରେ ସତ ମାନୁନାହାନ୍ତି ବାବା ସ୍ବାମୀ ଚୈତନ୍ୟାନନ୍ଦ ସରସ୍ବତୀ
  • ପୋଲିସ ଏସଆଇ ଚାକିରିରେ ଜାଲିଆତି ଅଭିଯୋଗ
  • ଆଜି ଆସିପାରେ ବିହାରର ଚୂଡ଼ାନ୍ତ ଭୋଟର ତାଲିକା
  • ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.