Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବାଲୁକାକଳାରେ ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇଲେ ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

Sanchar Live by Sanchar Live
November 6, 2024
in ଓଡିଶା
0
ବାଲୁକାକଳାରେ ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇଲେ ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ହୋଇଛନ୍ତି ଡୋନାଲ୍ଡ ଟ୍ରମ୍ପ । ଏ ନେଇ ଆଜି ପୁରୀ ବେଳାଭୂମି ପରିସରରେ ଆମେରିକାର ନୂଆ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପକୁ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ରିପବ୍ଲିକାନ ପାର୍ଥୀ ଟ୍ରମ୍ପ ୪ବର୍ଷ ପରେ ପୁଣି ଥରେ ଆମେରିକାର ରାଷ୍ଟ୍ରପତି ହୋଇଛନ୍ତି ।ଭାରତ ଓ ଆମେରିକା ମଧ୍ୟରେ ସମ୍ପର୍କ ଆହୁରୀ ସୁଦୃଢ ଓ ଦୀର୍ଘସ୍ଥାୟୀ ହେବା ନେଇ କାମନା କରିଛନ୍ତି ସୁଦର୍ଶନ l ବାଲୁକା କଳାରେ ଆମେରିକା ଦେଶର ଜାତୀୟ ପତାକାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରିବା ସହିତ ଶୁଭେଚ୍ଛା ଜ୍ଞାପନ କରିଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ l

Tags: purisand arttrump
ShareTweetShareSend
Sanchar Live

Sanchar Live

Next Post
ଦେଶର ୮୬୦ ଉଚ୍ଚ ଶିକ୍ଷାନୁଷ୍ଠାନରେ ପଢୁଥିବା ଛାତ୍ରଛାତ୍ରୀଙ୍କୁ ମିଳିବ ଋଣ

ଦେଶର ୮୬୦ ଉଚ୍ଚ ଶିକ୍ଷାନୁଷ୍ଠାନରେ ପଢୁଥିବା ଛାତ୍ରଛାତ୍ରୀଙ୍କୁ ମିଳିବ ଋଣ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.