Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଆଜି ଡର୍ବନରେ ଖେଳାଯିବ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାରି ମ୍ୟାଚ୍ ବିଶିଷ୍ଟ ସିରିଜିର ପ୍ରଥମ ମ୍ୟାଚ

Sanchar Live by Sanchar Live
November 8, 2024
in କ୍ରୀଡ଼ା
0
ବାଂଲାଦେଶ ବିପକ୍ଷ ଟି-୨୦ ଜିତିଲା ଭାରତ
0
SHARES
7
VIEWS
FacebookTwitter

ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାରି ମ୍ୟାଚ୍ ବିଶିଷ୍ଟ ପ୍ରଥମ ମୁକାବିଲା ଆଜି ଡର୍ବନରେ ଖେଳାଯିବ । ମୁକାବିଲା ଭାରତୀୟ ସମୟ ରାତି ୮ଟା ୩୦ରେ ଖେଳାଯିବ । ଟସ୍ ରାତି ୮ଟାରେ ପଡିବ । ସିରିଜର ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଚୂଡାନ୍ତ ଏକାଦଶ ଚୟନ କରିବା ସେତେଟା ସହଜ ହେବନି ।

ପ୍ରଥମ ଟି-୨୦ରେ ଦୁଇ ଜଣ ଦ୍ରୁତ ବୋଲରଙ୍କୁ ପଦାର୍ପଣ କରିବାକୁ ସୁ୍‌ଯୋଗ ମିଳିପାରେ । ୟଶ ଦୟାଲ ଓ ବିଜୟ କୁମାର ବୈଶାଖ ସିରିଜର ପ୍ରଥମ ମ୍ୟାଚରେ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରି ପାରନ୍ତି ।  ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି-୨୦ରେ ସଞ୍ଜୁ ସାମସନ ଓ ଅଭିଷେକ ଶର୍ମା ଏହି ଦୁଇ ବ୍ୟାଟର ଇନିଂସ ଓପନ କରିବେ। ଦୀର୍ଘ ସମୟ ପରେ ଦଳକୁ ଫେରିଥିବା ତିଳକ ବର୍ମା ନମ୍ବର ୩ରେ ବ୍ୟାଟିଂ କରି  ପାରନ୍ତି। ।

ଚତୁର୍ଥ ନମ୍ବରରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବ୍ୟାଟିଂ ମୋର୍ଚ୍ଚା ସମ୍ଭାଳିବେ। ପଞ୍ଚମ କ୍ରମରେ ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଓ ଛଅ ନମ୍ବରରେ ରିଙ୍କୁ ସିଂ ଫିନିସର ଭୂମିକା ନିର୍ବାହ କରିବେ। ଅକ୍ଷୟ ପଟେଲ୍ ନିମ୍ନ କ୍ରମରେ ବ୍ୟାଟିଂ କରି ପାରନ୍ତି ।

ବୋଲିଂରେ ହାର୍ଦ୍ଦିକ ପାଣ୍ଡ୍ୟା ବିକଳ୍ପ ରହିଛନ୍ତି ।  ସ୍ପିନ ବୋଲର  ବରୁଣ ଚକ୍ରବର୍ତ୍ତୀ ଓ ବୋଲିଂ ଅଲରାଉଣ୍ଡର ଅକ୍ଷର ପଟେଲଙ୍କ ଖେଳିବା ନିଶ୍ଚିତ ଲାଗୁଛି। ଏହିପରି ଭାରତ ପାଖରେ ବୋଲର ଭାବେ ଛଅ ବିକଳ୍ପ ରହିବେ। ଅର୍ଶଦୀପ, ୟଶ ଦାୟଲ ଓ ହାର୍ଦ୍ଦିକ ପାଣ୍ଡ୍ୟା ଦ୍ରୁତ ବୋଲିଂ ସମ୍ଭାଳୁଥିବା ବେଳେ ରବି ବିଷ୍ଣୋଇ ସ୍ପିନ ବିଭାଗ ସମ୍ଭାଳିବେ। ପ୍ରଥମ ଥର ଟି-୨୦ ଦଳରେ ସ୍ଥାନ ପାଇଥିବା  ବାମହାତୀ ଦ୍ରୁତ ବୋଲର ୟଶ ଦୟାଲଙ୍କୁ ଭାରତୀୟ ଦଳ ପକ୍ଷରୁ ପଦାର୍ପଣ ପାଇଁ ସୁଯୋଗ ମିଳିପାରେ ।

Tags: indiasouth africa
ShareTweetShareSend
Sanchar Live

Sanchar Live

Next Post
ଚର୍ଚ୍ଚାରେ ଓଡ଼ିଆ ଯୁବକ ହୃଦୟାନନ୍ଦ ପୃଷ୍ଟି

ଚର୍ଚ୍ଚାରେ ଓଡ଼ିଆ ଯୁବକ ହୃଦୟାନନ୍ଦ ପୃଷ୍ଟି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.