Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଲାଞ୍ଚ ନେଇ ଧରା ପଡ଼ିଲେ ଡାକ୍ତର

Sanchar Live by Sanchar Live
November 8, 2024
in ଅପରାଧ
0
ଲାଞ୍ଚ ନେଇ ଧରା ପଡ଼ିଲେ ଡାକ୍ତର
0
SHARES
20
VIEWS
FacebookTwitter

ଲାଞ୍ଚ ନେଇ ଧରା ପଡ଼ିଲେ ଡାକ୍ତର ।  ବକେୟା ଦରମା କରାଇ ଦେବାକୁ ୪୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଛନ୍ତି ।  ଡାକ୍ତରଙ୍କ ସହ ଫାର୍ମାସିଷ୍ଟ ମଧ୍ୟ ଭିଜିଲାନସ ପଞ୍ଝାରେ ପଡ଼ିଛନ୍ତି  । କୋରାପୁଟ ଜିଲ୍ଲା ବୈପାରୀଗୁଡ଼ାର ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ର ଅଧିକାରୀ ବିଶ୍ବଜିତ ଭୂୟାଁ ଓ ଫାର୍ମାସିଷ୍ଟ ଉତ୍ତମ ମହାକୁଡ଼ଙ୍କୁ ଧରିଛି ଭିଜିଲାନ୍ସ।

ଜଣେ ନର୍ସିଂ ଅଫିସରଙ୍କ ବକେୟା ଦରମା କରାଇଦେବାକୁ ଏମାନେ ୪୦ହଜାର ଟଙ୍କା ଲାଞ୍ଚ ନେଉଥିଲେ ।  ଏହି ସମୟରେ ଜୟପୁର ଭିଜିଲାନ୍ସ ବିଭାଗର ପନ୍ଦରଜଣିଆ ଟିମ୍ ଚଢାଉ କରି ଡାକ୍ତର ଓ ଫାର୍ମାସିଷ୍ଟଙ୍କୁ ଲାଞ୍ଚ ଟଙ୍କା ସହ ଧରିଛନ୍ତି ।  ପରେ ଡାକ୍ତର ଭୂୟାଁଙ୍କ ଭଡ଼ା ଘର ଏବଂ ଉତ୍ତମ ମହାଙ୍କୁଡଙ୍କ ଘରେ ଚଢ଼ାଉ ଆରମ୍ଭ ହୋଇଛି ।

Tags: Baiparigudavigilance raid
ShareTweetShareSend
Sanchar Live

Sanchar Live

Next Post
ଗଛକୁ ପିଟି ରାସ୍ତାରେ ଓଲଟିଲା ବସ, ଜଣେ ମୃତ

ଗଛକୁ ପିଟି ରାସ୍ତାରେ ଓଲଟିଲା ବସ, ଜଣେ ମୃତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.