Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଜଳେଶ୍ୱରରେ ମାତିଲେ ଲୁଟେରା, ବ୍ୟାଙ୍କରୁ ଲୁଟିନେଲେ

Sanchar Live by Sanchar Live
November 11, 2024
in ଅପରାଧ
0
ଜଳେଶ୍ୱରରେ ମାତିଲେ ଲୁଟେରା, ବ୍ୟାଙ୍କରୁ ଲୁଟିନେଲେ

Oplus_131072

0
SHARES
7
VIEWS
FacebookTwitter

ବାଲେଶ୍ୱର: ଜଳେଶ୍ୱରରେ ମାତିଛନ୍ତି ଲୁଟେରା । ବ୍ୟାଙ୍କକୁ ବି ଛାଡ଼ିଲେନି । ଝରକାକୁ ଗ୍ୟାସ୍ କଟରରେ କାଟିଲେ । ବିଳମ୍ୱିତ ରାତିରେ ଲକ୍ଷାଧିକ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା ଅନ୍ତର୍ଗତ ଖପରାପଦା ଛକରେ ଥିବା ଓଡିଶା ଗ୍ରାମ୍ୟ ବ୍ୟାଙ୍କରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ରବିବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ବ୍ୟାଙ୍କର ଉପର ମହଲାରେ ଥିବା ଝରକାର ଲୁହା ଗ୍ରିଲକୁ ଏକ ଗ୍ୟାସ୍‌ କଟର ସାହାଯ୍ୟରେ କାଟିଥିଲେ । ଗ୍ରିଲ୍‌କୁ ତାଡ଼ି ବ୍ୟାଙ୍କ ଭିତରକୁ ପଶିଥିଲେ । ବ୍ୟାଙ୍କରେ ପଶି ଲକ୍ଷାଧିକ ଟଙ୍କା ଲୁଟି ନେଇଥିଲେ ଦୁର୍ବୃତ୍ତ । ତେବେ ସୋମବାର ସକାଳେ ବ୍ୟାଙ୍କର ଝରକା ଭଙ୍ଗା ଯାଇଥିବା ଦେଖିଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ବ୍ୟାଙ୍କର ମ୍ୟାନେଜର ଏବଂ ବାଲିଆପାଳ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ବାଲିଆପାଳ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି ।

ତେବେ ୫ ବର୍ଷ ପୂର୍ବରୁ ମଧ୍ୟ ଏହି ବ୍ୟାଙ୍କର ପଛ ପଟେ ଥିବା ସ୍କାଏ ଲାଇଟ ଭାଙ୍ଗି କମ୍ପ୍ୟୁଟର ଏବଂ ବିଭିନ୍ନ ଆସବାବପତ୍ର ଚୋରି କରିଥିଲେ କିଛି ଦୁର୍ବୃତ୍ତ । ଏହି ଅଞ୍ଚଳରେ ବାରମ୍ବାର ଚୋରି ହେଉଥିବାରୁ ପୋଲିସ ପାଟ୍ରୋଲିଂକୁ କଡାକଡି କରିବାକୁ ଦାବି କରିଛନ୍ତି ଅଂଚଳବାସୀ।

Tags: crimeJaleswarloot
ShareTweetShareSend
Sanchar Live

Sanchar Live

Next Post
ଆଜି କାର୍ତ୍ତିକ ମାସର ଶେଷ ସୋମବାର, ଶିବ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ଆଜି କାର୍ତ୍ତିକ ମାସର ଶେଷ ସୋମବାର, ଶିବ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.