Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ସଞ୍ଜୁସାମସାନଙ୍କ ଲଜ୍ଜାଜନକ ରେକର୍ଡ

Sanchar Live by Sanchar Live
November 11, 2024
in କ୍ରୀଡ଼ା
0
ସଞ୍ଜୁସାମସାନଙ୍କ ଲଜ୍ଜାଜନକ ରେକର୍ଡ
0
SHARES
47
VIEWS
FacebookTwitter

ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଦକ୍ଷିଣ ଆଫ୍ରିକା ଗସ୍ତରେ ଅଛି ଏବଂ ୪ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ସିରିଜର ପ୍ରଥମ ମ୍ୟାଚ ଡର୍ବାନରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ ଯୋଗୁ ଭାରତ ଦକ୍ଷିଣ ଆଫ୍ରିକାକୁ ୬୧ ରନରେ ପରାସ୍ତ କରିଥିଲା। ଏହି ମ୍ୟାଚରେ ଶତକ ସହ ଲଗାତାର ୨ ଟି-୨୦ ଇନିଂସରେ ଶତକ ହାସଲ କରି ସଞ୍ଜୁ ସାମସନ ଏକ ନୂତନ ଇତିହାସ ସୃଷ୍ଟି କରିଥିଲେ। ସଞ୍ଜୁ ବିଶ୍ୱର ଚତୁର୍ଥ ବ୍ୟାଟ୍ସମ୍ୟାନ ତଥା କ୍ରମାଗତ ଦୁଇଟି ଟି-୨୦ ଇନିଂସରେ ଶତକ ହାସଲ କରିଥିବା ଭାରତର ପ୍ରଥମ ବ୍ୟାଟ୍ସମ୍ୟାନ ହୋଇଥିଲେ। ଏବେ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚରେ ସଞ୍ଜୁ ସାମସନଙ୍କ ଠାରୁ ପୁଣି ଥରେ ଏକ ବଡ଼ ଇନିଂସ ଆଶା କରାଯାଉଥିଲା। କିନ୍ତୁ ସେ ନିଜ ଆକାଉଣ୍ଟ ଖୋଲି ପାରି ନ ଥିଲେ ଏବଂ ମାତ୍ର ୩ ବଲ ଖେଳି କୌଣସି ରନ୍‌ ନ କରି ପାଭିଲିୟନକୁ ଫେରିଥିଲେ। ଏହା ସହିତ ସଞ୍ଜୁଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ ଯୋଡା ଯାଇଥିଲା।

ସଞ୍ଜୁ ସାମସନ ଚଳିତ ବର୍ଷ ଟି-୨୦ କ୍ରିକେଟରେ ଚତୁର୍ଥ ଥର ପାଇଁ ଶୂନରେ ଆଉଟ୍‌ ହୋଇଛନ୍ତି। ଏହସହ ସେ ବର୍ଷେ ମଧ୍ୟରେ ୪ ଥର ଟି-୨୦ କ୍ରିକେଟରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଥିବା ଭାରତୀୟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ଏହାପୂର୍ବରୁ ୟୁସୁଫ ପଠାନ, ରୋହିତ ଶର୍ମା ଏବଂ ବିରାଟ କୋହଲି ଗୋଟିଏ ବର୍ଷରେ ୩-୩ ଥର ଶୂନରେ ଆଉଟ୍‌ ହେବାର ରେକର୍ଡ ରଖିଥିଲେ।

ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଶତକ ହାସଲ କରିଥିବା ସଞ୍ଜୁ ସାମସନ ଦ୍ୱିତୀୟ ମ୍ୟାଚ୍‌ରେ ଶୂନରେ ଆଉଟ୍‌ ହୋଇଥିଲେ। ଏହାସହ ସେ ଏକ ନିଆରା କ୍ଲବରେ ଯୋଗ ଦେଇଥିଲେ। ସଞ୍ଜୁ ଟି-୨୦ କ୍ରିକେଟରେ ଏକ ଶତକ ହାସଲ ପରେ ଶୂନରେ ଆଉଟ୍‌ ହେବାରେ ୧୩ତମ ବ୍ୟାଟ୍ସମ୍ୟାନ ହୋଇପାରିଛନ୍ତି। ଏହି ତାଲିକାରେ ଅନ୍ତର୍ଭୁକ୍ତ ହୋଇଥିବା ସେ କେବଳ ଦ୍ୱିତୀୟ ଭାରତୀୟ। ଏହାପୂର୍ବରୁ କେବଳ ୟଶସ୍ବୀ ଜୟସ୍ବାଲ ଭାରତ ପକ୍ଷରୁ ଏହି କାର୍ଯ୍ୟ କରିଥିଲେ।

Tags: cricketindiasanju samson
ShareTweetShareSend
Sanchar Live

Sanchar Live

Next Post
ପ୍ରେମିକାର ବାପାକୁ ଗୁଳିକଲା ପ୍ରେମିକ,

ପ୍ରେମିକାର ବାପାକୁ ଗୁଳିକଲା ପ୍ରେମିକ,

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.