Friday, July 17, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ପ୍ରେମିକାର ବାପାକୁ ଗୁଳିକଲା ପ୍ରେମିକ,

Sanchar Live by Sanchar Live
November 11, 2024
in ଅପରାଧ
0
ପ୍ରେମିକାର ବାପାକୁ ଗୁଳିକଲା ପ୍ରେମିକ,
0
SHARES
15
VIEWS
FacebookTwitter

ହାଇଦ୍ରାବାଦ: ପ୍ରେମିକାକୁ ଅଲଗା କରିବାକୁ ଚେଷ୍ଟା କରୁଥିଲା ବାପା । ତେଣୁ ରାଗରେ ଏମିତି କାଣ୍ଡ ଘଟାଇଲା ପ୍ରେମିକ । ଗାର୍ଲଫ୍ରେଣ୍ଡକୁ ବିଦେଶ ପଠାଇ ଦେବାରୁ ରାଗି ଯାଇ ପ୍ରେମିକା ବାପାଙ୍କ ଉପରକୁ କଲା ଗୁଳିମାଡ଼ କଲା ପ୍ରେମିକ। ଏଭଳି କିଛି ଘଟଣା ଘଟିଛି ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ । ଏହି ଘଟଣାରେ ପୋଲିସ ପ୍ରେମିକକୁ ଗିରଫ କରିଛି ।

ଖବର ମୁତାବକ,  ହାଇଦ୍ରାବାଦର ଜଣେ ୨୫ ବର୍ଷୀୟ ବଲବିନ୍ଦର ସିଂହ ଜଣେ ଯୁବତୀଙ୍କୁ ପ୍ରେମ କରୁଥିଲେ । ପ୍ରେମ ସମ୍ପର୍କ ବିଷୟରେ ଜାଣିବା ପରେ ଏହାକୁ ଭାଙ୍ଗିବା ପାଇଁ ଯୁବତୀଙ୍କ ବାପା ପାଠ ପଢିବା ପାଇଁ ଆମେରିକା ପଠାଇ ଦେଇଥିଲେ । ଏହା ଜାଣିବା ପରେ ରାଗି ଯାଇଥିଲା ବଲବିନ୍ଦର ।

ରବିବାର ପ୍ରେମିକାର ବାପାଙ୍କୁ ଭେଟିବା ପାଇଁ ବଲବିନ୍ଦର ସେ ରହୁଥିବା ଆପାର୍ଟମେଣ୍ଟକୁ ଯାଇଥିଲା । ତେବେ ଗାର୍ଲଫ୍ରେଣ୍ଡର ବାପା ଓ ବଲବିନ୍ଦର ଭିତରେ ଏହାକୁ ନେଇ ବେଶ୍‌ ଯୁକ୍ତିତର୍କ ହୋଇଥିଲା । ପରେ ରାଗିଯାଇ ବଲବିନ୍ଦର ପ୍ରେମିକାର ବାପାଙ୍କ ଉପରକୁ ଗୋଟିଏ ରାଉଣ୍ଡ ଗୁଳିମାଡ଼ କରିଥିଲେ । ଏଥିରେ ସେ ଗୁରୁତର ଆହତ ହୋଇଛନ୍ତି ।

ବଲବିନ୍ଦର ହାତରେ ଏୟାର ଗନ୍‌ ଧରି ବିଲଡିଂକୁ ପ୍ରବେଶ କରୁଥିବା ଭିଡିଓରେ ଦେଖିବାକୁ ମିଳିଛି । ଗୁଳିମାଡ଼ ପରେ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା । କିନ୍ତୁ ବିଏନଏସର ଧାରା ୧୦୯ (ହତ୍ୟା ଉଦ୍ୟମ) ଅନୁଯାୟୀ ମାମଲା ରୁଜୁ ହେବା ପରେ ପୋଲିସ ବଲବିନ୍ଦରକୁ ଗିରଫ କରିଛି । ପୋଲିସ ଏହି ମାମଲାର ତଦନ୍ତ ଆରମ୍ଭ କରିଛି । ତେବେ ଆହତ ହୋଇଥିବା ପ୍ରେମିକାଙ୍କ ବାପା ମେଡିକାଲରେ ଚିକିତ୍ସ ହେଉଛନ୍ତି।

Tags: crimeTelengana
ShareTweetShareSend
Sanchar Live

Sanchar Live

Next Post
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ହରିହର ବେଶ

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ହରିହର ବେଶ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆକ୍ରମଣରେ ୪୫ ଜଣ ପାକିସ୍ତାନୀ ସେନାଙ୍କ ମୃତ୍ୟୁ
  • ଭକ୍ତଙ୍କୁ ରଥରୁ ଚାହିଁଛି କାଳିଆ
  • କିଡନୀ ଷ୍ଟୋନ୍ ଏବଂ କଫି ମଧ୍ୟରେ ସମ୍ପର୍କ, ଜାଣନ୍ତୁ ଅଜଣା କଥା
  • ପ୍ରେମ ପାଇଁ ଜୀବନ ହାରିଦେଲେ ନର୍ସ
  • ଫିଫା ବିଶ୍ୱକପ: ଫାଇନାଲରେ ସ୍ପେନ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.