Thursday, February 5, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

କାଲି ଝାଡଖଣ୍ଡ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ

Sanchar Live by Sanchar Live
November 12, 2024
in ଭାରତ
0
କାଲି ଝାଡଖଣ୍ଡ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ
0
SHARES
4
VIEWS
FacebookTwitter

ସଂଚାର ବ୍ୟୁରୋ: ଆସନ୍ତାକାଲି ଅର୍ଥାତ ନଭେମ୍ଵର ୧୩ ତାରିଖରେ ଝାଡଖଣ୍ଡ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ । ମୋଟ ୮୧ଟି ବିଧାନସଭା ଆସନ ମଧ୍ୟରୁ ଆସନ୍ତାକାଲି ୪୩ଟି ଆସନରେ ମତଦାନ ସାବ୍ୟସ୍ତ କରିବେ ଭୋଟର । ପ୍ରଥମ ପର୍ଯ୍ୟାୟରେ ୧ କୋଟି ୩୭ ଲକ୍ଷ ଭୋଟର ୬୮୩ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ । ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ । ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

୧୫,୩୪୪ ବୁଥ ରହିଥିବା ବେଳେ ସେଥିରୁ ୨୨୫ଟି ସମ୍ଵେଦନଶୀଳ ବୁଥି ରହିଛି । ସମ୍ପୃକ୍ତ ଅଞ୍ଚଳରେ ୨ଶହରୁ ଅଧିକ କମ୍ପାନୀ ସୁରକ୍ଷା ବାହିନୀ ନିୟୋଜିତ ହୋଇଛନ୍ତି। ସମ୍ବେଦନଶୀଳ ବୁଥରେ ମତଦାନ ଅପରାହ୍ନ ୪ଟା ପର୍ଯ୍ୟନ୍ତ ହେବ । ଭାରତୀୟ ବାୟୁସେନା ହେଲିକପ୍ଟର ଯୋଗେ ଅଫିସର ସମ୍ଵେଦନଶୀଳ ପୋଲିଂ ବୁଥରେ ପହଞ୍ଚିସାରିଛନ୍ତି । ଅନେକ ହାଇପ୍ରୋଫାଇଲ୍ ନେତାଙ୍କ ଭାଗ୍ୟ ପରୀକ୍ଷା ହେବ । ଝାଡଖଣ୍ଡରେ ତଫସିଲଭୁକ୍ତ ଜନଜାତିଙ୍କ ପାଇଁ ସଂରକ୍ଷିତ ଥିବା ୨୮ଟି ଆସନ ମଧ୍ୟରୁ ୧୯ଟି ଆସନରେ ଆସନ୍ତାକାଲି ହେବ ମତଦାନ ।

ଗତ ନିର୍ବାଚନରେ ବିଜେପି ଜିତିଥିବା ୨୫ ଆସନ ମଧ୍ୟରୁ ୧୩ଟି ଆସନରେ ଆସନ୍ତାକାଲି ହେବ ଭୋଟଗ୍ରହଣ । ଗତ ନିର୍ବାଚନରେ ଏହି ୪୩ଟି ଆସନ ମଧ୍ୟରୁ ଜେଏମଏମ-କଂଗ୍ରେସ-ଆରଜେଡି ମେଣ୍ଟ ୨୬ଟି ଆସନ ଅକ୍ତିଆର କରିବାରେ ସଫଳ ହୋଇଥିଲା ।

ଜନଜାତିଙ୍କ ପାଇଁ ସଂରକ୍ଷିତ ଥିବା ୧୯ଟି ଆସନରୁ ୧୭ଟି ଜିତିଥିଲା ଏହି ମେଣ୍ଟ । ତେଣୁ ଏଥର ଏନଡିଏ ମେଣ୍ଟ ଏହି ଆସନ ବିଶେଷ କରି ଆଦିବାସୀଙ୍କ ଭୋଟ ଉପରେ ଅଧିକ ଗୁରୁତ୍ୱ ଦେଇଛି । ଅନୁସୂଚୀତ ଜାତି, ଜନଜାତି ଓ ପଛୁଆ ବର୍ଗଙ୍କ ଭୋଟ ହାତେଇବାକୁ ବିଜେପି ପ୍ରସ୍ତୁତ କରିଛି ରଣନୀତି । ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଚଳିତ ମାସ ୨୦ ତାରିଖରେ ୩୮ଟି ନିର୍ବାଚନମଣ୍ଡଳୀରେ ଅନୁଷ୍ଠିତ ହେବ । ନଭେମ୍ବର ୨୩ରେ ଭୋଟ୍ ଗଣନା କରାଯିବ।

Tags: jharkhanda electionpolitics
ShareTweetShareSend
Sanchar Live

Sanchar Live

Next Post
ବାଇକ ଦୁର୍ଘଟଣାରେ ଦୁଇ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

ବାଇକ ଦୁର୍ଘଟଣାରେ ଦୁଇ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • WPL ଫାଇନାଲ : ଅଧା ରହିଗଲା ଦିଲ୍ଲୀର ସ୍ବପ୍ନ, ପୁଣି ବାଜି ମାରିନେଲା ଆରସିବି
  • ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ
  • ବେଦାନ୍ତ ଆଲୁମିନିୟମର ‘ମିଲାପ’ କିପରି କଳାହାଣ୍ଡିରେ ଗୋଷ୍ଠୀଗତ ଯୋଗଦାନକୁ ଦେଉଛି ନୂଆ ରୂପ
  • ଟ୍ରାକ୍ଟର ଧକ୍କାରେ ବାଇକ୍ ଆରୋହୀ ମୃତ
  • ପୁଣି କମିଲା ସୁନା ଏବଂ ରୂପା ଦର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.