Sunday, June 22, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜିର ରାଶିଫଳ

Sanchar Live by Sanchar Live
November 13, 2024
in ଜୀବନ ଶୈଳୀ
0
ଆଜି ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ
0
SHARES
17
VIEWS
FacebookTwitter

ମେଷ: ମନୋରଞ୍ଜନରେ ସମୟ ଅତିବାହିତ ହେବ। ସମ୍ପର୍କୀୟଙ୍କ ସହଯୋଗରୁ ଚାକିରି ମିଳିବ। ବ୍ୟବସାୟ ଆଗକୁ ବଢ଼ାଇବେ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଧନପ୍ରାପ୍ତି ଯୋଗ ଅଛି। ସମୟର ସଦୁପଯୋଗ କରିବେ।

ବୃଷ: କ୍ଷୁଦ୍ର ଉଦ୍ୟୋଗୀଙ୍କୁ ଲାଭ ମିଳିପାରେ। ନିବେଶରୁ ଲାଭ ମିଳିବ। ଭାଇ, ଭଉଣୀ ଆର୍ଥ଄କ ସହଯୋଗ ଆଶା କରିବେ। ଆଶାରୁ ଅଧିକ ସଫଳତା ଲାଭ କରିବେ। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ଅତିବାହିତ କରିବେ।

ମିଥୁନ: ଅଟକି ରହିଥିବା କାର୍ଯ୍ୟ ପୁଣି ଥରେ ଆରମ୍ଭ କରିବେ। ପ୍ରେମିକ-ପ୍ରେମିକାଙ୍କୁ ଦିନଟି ଶୁଭଫଳ ପ୍ରଦାନ କରିବ। ଭାବପ୍ରବଣ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଯାତ୍ରା ଯୋଗ ଅଛି। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।

କର୍କଟ: ତରବରିଆ ଭାବେ ନିବେଶ କରନ୍ତୁ ନାହିଁ। ଜୀବନସାଥୀଙ୍କଠାରୁ ଭଲ ଖବର ପାଇବେ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ଆର୍ଥିକ ସ୍ଥିତି ମଜଭୁତ୍‌ ହେବ। ନିଜ ଲୋକ ଶତ୍ରୁ ସାଜିପାରନ୍ତି।

ସିଂହ: ଚିନ୍ତା ଦୂର ହେବ। ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କରେ ମଧୁରତା ଆସିବ। ପିଲାଙ୍କ ପଢ଼ା ପାଇଁ ବ୍ୟସ୍ତ ବିବ୍ରତ ହେବେ ନାହିଁ। ସମାଜସେବାରେ ସମୟ ଦେବେ। ଅଚାନକ ଖୁସି ଖବର ପାଇପାରନ୍ତି।

କନ୍ୟା: ବନ୍ଧୁଙ୍କ ଦ୍ବାରା ଆୟର ମାର୍ଗ ଉନ୍ମୁକ୍ତ ହେବ। ନିଜ ପାଇଁ ସମୟ ବାହାର କରିବେ। ପ୍ରେମ ସମ୍ପର୍କରେ ପ୍ରଗାଢ଼ତା ଆସିବ। ପରିବାର ସଦସ୍ୟଙ୍କ ସହ ଧାର୍ମିକ କାର୍ଯ୍ୟରେ ସାମିଲ ହେବେ।

ତୁଳା: ପଡୋଶୀଙ୍କ ବିବାଦରୁ ଦୂରେଇ ରୁହନ୍ତୁ। ଭାଇ,ଭଉଣୀଙ୍କ ସହଯୋଗ ମିଳିବ। ନିବେଶରୁ ଲାଭ ମିଳିବ। ଉଚ୍ଚଶିକ୍ଷା ପାଇଁ ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ବିଛା: ପୈତୃକ ବ୍ୟବସାୟରେ ପରିବର୍ତ୍ତନ ଆଣିବେ। ବିବାହକୁ ନେଇ ଶୁଭ ଖବର ମିଳିବ। ବିଳମ୍ବରେ କାର୍ଯ୍ୟ ଆରମ୍ଭ କରିବେ। ଜୀବନସାଥୀଙ୍କ ମନଦୁଃଖ ହେବ। ଗୁରୁଜନଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତା ବଢ଼ିବ।

ଧନୁ: ଦିନଟି ହସଖୁସିରେ ଅତିବାହିତ ହେବ। ପୁରୁଣା ବନ୍ଧୁଙ୍କ ସହ ଭେଟ ହେବ। ଶାରୀରିକ ପୀଡ଼ା ଅନୁଭବ କରିବେ। ସୃଜନାତ୍ମକ କାମ ପ୍ରତି ରୁଚି ବଢ଼ିବ। ଅବିବାହିତାଙ୍କ ବିବାହରେ ସମସ୍ୟା ଉତ୍ପନ୍ନ ହେବ।

ମକର: ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ସ୍ବଭାବରେ ପରିବର୍ତ୍ତନ ଆସିବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ ବୁଝାମଣା ବୃଦ୍ଧି ପାଇବ। ଛାତ୍ରଛାତ୍ରୀ ଖେଳକୁଦରେ ସୁନାମ ଅର୍ଜନ କରିବେ।

କୁମ୍ଭ: କର୍ମ ଚଞ୍ଚଳ ହେବେ। ଯାନବାହନ କିଣିବା ଯୋଗ ଅଛି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଠକାମିର ଶିକାର ହେବେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସାହାଯ୍ୟ ମିଳିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।

ମୀନ: ରାଜନୀତିରେ ଯୋଗ ଦେବେ। ଜୀବନସାଥୀଙ୍କୁ ମନକଥା କହିବେ। ଇଚ୍ଛା ପୂରଣ ହେବ। ନୂଆ ଚାକିରି ମିଳିବ। ମନୋରଞ୍ଜନରେ ଆବଶ୍ୟକତାଠୁ ଅଧିକ ଖର୍ଚ୍ଚ କରିବେ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ବଡ଼ଓଷା ପାଇଁ ଚଳଚଞ୍ଚଳ ଧବଳେଶ୍ବର ପୀଠ

ବଡ଼ଓଷା ପାଇଁ ଚଳଚଞ୍ଚଳ ଧବଳେଶ୍ବର ପୀଠ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ମୁମ୍ବାଇରେ ହେବ ନବୀନଙ୍କ ଅପରେସନ
  • ଇରାନ୍ ଉପରେ ଆମେରିକାର ହମଲା
  • ଆଜି ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
  • ଆଜି ଦ୍ବାଦଶୀ ତିଥିରେ ଶ୍ରୀଜିଉମାନଙ୍କ ଅନୁଷ୍ଠିତ ହେବ ରାଜପ୍ରସାଦ ବିଜେ ନୀତି
  • ବଢୁଛି ସୁବର୍ଣ୍ଣରେଖା ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.