Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବଡ଼ଓଷା ପାଇଁ ଚଳଚଞ୍ଚଳ ଧବଳେଶ୍ବର ପୀଠ

Sanchar Live by Sanchar Live
November 13, 2024
in ଓଡିଶା
0
ବଡ଼ଓଷା ପାଇଁ ଚଳଚଞ୍ଚଳ ଧବଳେଶ୍ବର ପୀଠ

Oplus_131072

0
SHARES
8
VIEWS
FacebookTwitter

କଟକ : ବଡ଼ଓଷା ପାଇଁ ଚଳଚଞ୍ଚଳ ଧବଳେଶ୍ବର ପୀଠ । ବଡ଼ ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର । ପୀଠରେ ଚାଲିଛି ଶୃଙ୍ଖଳିତ ଦର୍ଶନ। ପବିତ୍ର କାର୍ତ୍ତିକ ମାସର ବଡ଼ ଓଷା ପାଇଁ ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ପ୍ରଭୁ ଶ୍ରୀ ଶ୍ରୀ ଧବଳେଶ୍ଵରଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ଆଜି ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀ ର ସନ୍ଧିକ୍ଷଣରେ ବାବା ଧବଳେଶ୍ଵରଙ୍କ ପାଖରେ ଲାଗିହେବ ଗଜଭୋଗ ଓ ତରଣ । ବଡ଼ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇବା ପରେ ବ୍ରତ ଉଦ୍ଯାପନ କରିଥାନ୍ତି ।

ସେଥିପାଇଁ ଆଜି ରାତି ୩ଟାରେ ଦ୍ଵାର ଫିଟାଯାଇ୧୦୮ ଗରା ଜଳରେ ମହାସ୍ନାନ କରାଯାଇ, ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ନୀତିକାନ୍ତି ପରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ଛଡ଼ା ଯାଇଥିଲା। ମଧ୍ୟ ରାତ୍ରରେ ଗଜ ଭୋଗ ଲାଗି ହେବା ପରେ ଏହି ପ୍ରସିଦ୍ଧ ଗଜଭୋଗ ଓ ତରଣ ବିତରଣ କରାଯିବ। ଶାନ୍ତିଶୃଙ୍ଖଳା ଦର୍ଶନ ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।

Tags: bada osaDhabaleswar
ShareTweetShareSend
Sanchar Live

Sanchar Live

Next Post
ପୂର୍ବତନ ସରପଞ୍ଚଙ୍କୁ ଅତି ନିର୍ମମ ଭାବେ ହାଣିଦେଲେ

ପୂର୍ବତନ ସରପଞ୍ଚଙ୍କୁ ଅତି ନିର୍ମମ ଭାବେ ହାଣିଦେଲେ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲା ସ୍ତ୍ରୀ
  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ
  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.