Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଆଜି ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ତୃତୀୟ ଟି-୨୦

Sanchar Live by Sanchar Live
November 13, 2024
in କ୍ରୀଡ଼ା
0
ଆଜି ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ତୃତୀୟ ଟି-୨୦

Oplus_131072

0
SHARES
25
VIEWS
FacebookTwitter

ଆଜି ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ସେଞ୍ଚୁରିଆନରେ ଖେଳାଯିବ ତୃତୀୟ ଟି-୨୦ ମ୍ୟାଚ । ୪ ମ୍ୟାଚ୍ ବିଶିଷ୍ଟ ସିରିଜ ବର୍ତ୍ତମାନ ୧-୧ ସମାନ ସ୍ତରରେ ଥିବାବେଳେ ଉଭୟ ଦଳ ତୃତୀୟ ଟି-୨୦ ଜିତି ସିରିଜରେ ଅଗ୍ରଣୀ ହାସଲ କରିବାକୁ ଚାହିଁବେ । ଆଜି ସେଞ୍ଚୁରିଆନର ସପୁରସ୍ପୋଟର୍ସ ପାର୍କରେ ଖେଳାଯିବ । ଏହି ପିଚରେ ବୋଲରଙ୍କୁ ଭଲ ବାଉନ୍ସ ମିଳିବ । ଟସ୍ ଜିତିବା ଟିମ୍ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇପାରେ ।

ଡର୍ବାନରେ ଖେଳାଯାଇଥିବା ପ୍ରଥମ ଟି-୨୦ ମ୍ୟାଚ୍ କୁ ଭାରତ ୬୧ ରନ୍ ରେ ଜିତି ଘରୋଇ ଦଳକୁ ଚକମା ଦେଇଥିବା ବେଳେ ଦ୍ବିତୀୟ ମ୍ୟାଚ୍ ୩ ୱିକେଟରେ ଜିତି ଟୁର୍ଣ୍ଣାମେଣ୍ଟକୁ କମ୍ ବ୍ୟାକ୍ କରିଥିଲା ଦକ୍ଷିଣ ଆଫ୍ରିକା ।

ଏହି ବିଜୟ ସହ ଦକ୍ଷିଣ ଆଫ୍ରିକା ୪ ମ୍ୟାଚ୍ ବିଶିଷ୍ଟ ଶୃଙ୍ଖଳାକୁ ୧-୧ ସ୍ତରକୁ ନେଇ ଆସିବାରେ ସକ୍ଷମ ହୋଇଥିଲା । ତୃତୀୟ ଟି -୨୦ ମ୍ୟାଚରେ ଭାରତୀୟ ବ୍ୟାଟ୍ସମ୍ୟାନଙ୍କଠାରୁ ଭଲ ପ୍ରଦର୍ଶନ ଆଶା କରୁଛନ୍ତି କ୍ରିକେଟପ୍ରେମୀ । ଶେଷ ମ୍ୟାଚରେ ଦଳ ଏଥିରେ ପୁରା ବିଫଳ ହୋଇଥିଲା ।

ତୃତୀୟ ଟି-୨୦ ମ୍ୟାଚ ପାଇଁ ସମ୍ଭାବ୍ୟ ଏକାଦଶ : ସଞ୍ଜୁ ସାମସନ(ୱିକେଟ କିପର), ଅଭିଷେକ ଶର୍ମା, ସୂର୍ଯ୍ୟକୁମାର ଯାଦବ(ଅଧିନାୟକ), ତିଳକ ବର୍ମା, ରିଙ୍କୁ ସିଂ, ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, ରବି ବିଷ୍ଣୋଇ, ବରୁଣ ଚକ୍ରବର୍ତ୍ତୀ, ଆବେଶ ଖାନ, ଅର୍ଶଦୀପ ସିଂ ।

Tags: indiasouth africat20
ShareTweetShareSend
Sanchar Live

Sanchar Live

Next Post
୬ ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

୬ ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.