Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

୬ ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

Sanchar Live by Sanchar Live
November 13, 2024
in ଭାରତ
0
୬ ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

Oplus_131072

0
SHARES
10
VIEWS
FacebookTwitter

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ୧୬ ତାରିଖରେ ବିଦେଶ ଗସ୍ତ କରିବେ ।  ୧୬ରୁ ୨୧ ତାରିଖ ପର୍ଯ୍ୟନ୍ତ  ୬ ଦିନିଆ ନାଇଜେରିଆ, ବ୍ରାଜିଲ ଓ ଗୁଏନା ଗସ୍ତରେ ଯିବେ । ପ୍ରଥମେ ମୋଦୀ ୧୬ ଓ ୧୭ ତାରିଖ  ନାଇଜେରିଆ ଗସ୍ତରେ ଯିବେ । ସେଠାକାର  ରାଷ୍ଟ୍ରପତିଙ୍କ ନିମନ୍ତ୍ରଣରେ  ମୋଦୀ ଏହି ଗସ୍ତ କରୁଛନ୍ତି । ପ୍ରଧାମନ୍ତ୍ରୀ ବ୍ରାଜିଲରେ ଆୟୋଜିତ ହେବାକୁ ଥିବା  ଜି-୨୦ ଶିଖର ସମ୍ମିଳନୀରେ  ଯୋଗ ଦେବେ । ଏଥିପାଇଁ ପ୍ରଧାନମନ୍ତ୍ରୀ ନଭେମ୍ବର  ୧୮ – ୧୯ରେ ବ୍ରାଜିଲ ଗସ୍ତରେ ଯିବେ ।  ସମ୍ମିଳନାରେ ବୈଶ୍ୱିକ ପ୍ରସଙ୍ଗରେ  ଭାରତର  ପକ୍ଷ ଉପସ୍ଥାପନ କରିବେ ।  ଏହା ପରେ ଆଫ୍ରିକୀୟ ଦେଶ ନାଇଜେରିଆ ଓ  ଦକ୍ଷିଣ ଆମେରିକିୟ  ଦେଶ ଗୁଏନ ଯାତ୍ରା କରିବେ ।  ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ନଭେମ୍ବର ୧୯ରୁ ୨୧ ପର୍ଯ୍ୟନ୍ତ ଗୁଏନାର ରାଜକୀୟ ଯାତ୍ରାରେ ରହିବେ ।  ରାଷ୍ଟ୍ରପତି ମହମ୍ମଦ  ଇରଫାନ ଅଲ୍ଲୀଙ୍କ ନିୟନ୍ତ୍ରଣ କ୍ରମେ  ପ୍ରଧାନମନ୍ତ୍ରୀ  ମୋଦୀ ଗୁଏନାର ବରିଷ୍ଠ ନେତାଙ୍କୁ ଭେଟିବା ସହିତ ସାଂସଦ ଓ ପ୍ରବାସୀ ଭାରତୀୟଙ୍କ ଏକ ସଭାକୁ  ସମ୍ବୋଧନ କରିବେ ।

Tags: narendra modipmo india
ShareTweetShareSend
Sanchar Live

Sanchar Live

Next Post
ଜାତି ଜନଗଣନା ନେଇ କେନ୍ଦ୍ରକୁ ବିଜେଡିର ଟାର୍ଗେଟ

ଜାତି ଜନଗଣନା ନେଇ କେନ୍ଦ୍ରକୁ ବିଜେଡିର ଟାର୍ଗେଟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.