Thursday, August 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ପ୍ରତିଦିନ ଅଣ୍ଡା ଖାଉଛନ୍ତି କି ? ତାହେଲେ ହୋଇ ଯାଆନ୍ତୁ ସାବଧାନ!

Sanchar Live by Sanchar Live
November 13, 2024
in ଜୀବନ ଶୈଳୀ
0
ପ୍ରତିଦିନ ଅଣ୍ଡା ଖାଉଛନ୍ତି କି ? ତାହେଲେ ହୋଇ ଯାଆନ୍ତୁ ସାବଧାନ!
0
SHARES
6
VIEWS
FacebookTwitter

ସଂଚାର ବ୍ୟୁରୋ: ଅଣ୍ଡାରେ ପ୍ରଚୁର ପରିମାଣ ପ୍ରୋଟିନ ରହୁଥିବାରୁ ଏହାକୁ ଖାଦ୍ୟରେ ସାମିଲ କରିବା ଜରୁରୀ । ବିଶେଷଜ୍ଞମାନେ ପ୍ରତି ଋତୁରେ ଅଣ୍ଡା ଖାଇବାକୁ ପରାମର୍ଶ ଦେଇଥାନ୍ତି । ହେଲେ ଏକ ଅଧ୍ୟୟନରୁ ଜଣାପଡିଛି ଯେ, ଯଦି ଆପଣ ଦୈନିକ ଗୋଟିଏ କିମ୍ବା ତା ଠାରୁ ଅଧିକ ଅଣ୍ଡା ଖାଉଛନ୍ତି ତେବେ ଆପଣଙ୍କୁ ଟାଇପ-୨ ମଧୁମେହ ହେବାର ସମ୍ଭାବନା ୬୦ ପ୍ରତିଶତ ବୃଦ୍ଧି ପାଇଥାଏ ।

ଏନେଇ ଚୀନର ବିଶେଷଜ୍ଞମାନେ ୮ ହଜାର ଲୋକଙ୍କ ଉପରେ ପରୀକ୍ଷା କରିଛନ୍ତି । ସେଥିରୁ ଜଣାପଡିଛି ଯେ, ଅଧିକ ଅଣ୍ଡା ଖାଉଥିବା ଲୋକମାନେ ଶାରୀରିକ ଭାବେ କମ୍ ସକ୍ରିୟ । ସେମାନଙ୍କ ଶରୀରରେ ସେରମ ଓ କୋଲେଷ୍ଟ୍ରୋଲ୍ର ମାତ୍ରା ଅଧିକ ଦେଖିବାକୁ ମିଳିଛି । ଏହାସହ ସେମାନଙ୍କ ଶରୀରରେ ଅଧିକ ଚର୍ବି ଦେଖିବାକୁ ମଧ୍ୟ ମିଳିଛି ।

ଅଧ୍ୟୟନରୁ ଜଣାପଡିଛି କି, ଅଣ୍ଡାର କେଶରରୁ ମିଳୁଥିବା କୋଲିନ ଶରୀରରେ ମୋଟାପଣ ବୃଦ୍ଧି କରିଥାଏ । ଏହାସହ ଅଣ୍ଡାର ଧଳା ଅଂଶରୁ ମିଳୁଥିବା ରସାୟନ କାର୍ବୋହାଇଡ୍ରେଡର ଅବଶୋଷଣକୁ ରୋକିଥାଏ । ସାରା ବିଶ୍ୱରେ ଅନେକ ଲୋକ ସକାଳ ଜଳଖିଆରେ ଅଣ୍ଡା ଖାଇବାକୁ ପସନ୍ଦ କରିଥାନ୍ତି । ହେଲେ ଏବେ ଲୋକମାନେ ଅଣ୍ଡା ଖାଇବା ନକମାଇଲେ ସେମାନଙ୍କ ଶରୀରରେ ବିଭିନ୍ନ ରୋଗ ଦେଖିବାକୁ ମିଳିବ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି ।

ସେପଟେ ଅନେକ ବିଶେଷଜ୍ଞଙ୍କ ମତରେ ଅଧିକ ଅଣ୍ଡା ଖାଉଥିବା ଲୋକଙ୍କ ଠାରେ ଟାଇପ -୨ ମଧୁମେହ ହେବାର ସମ୍ଭାବନା ଅଧିକ । ଗୋଟିଏ ଅଣ୍ଡାରୁ ପାଖା ପାଖି ୨୦୦ ମିଲିଗ୍ରାମ କୋଲେଷ୍ଟ୍ରୋଲ୍ ରହୁଥିବାରୁ ଏହା ମଧୁମେହ ରୋଗୀଙ୍କ ପାଇଁ ବିପଦ ସୃଷ୍ଟି କରିଥାଏ । ଆପଣ ଯଦି ଅଣ୍ଡା ଖାଇବାକୁ ପସନ୍ଦ କରୁଥାନ୍ତି ତେବେ ଏହାର ପରିମାଣକୁ ନିୟନ୍ତ୍ରଣ କରି ନିଜ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ ।

Tags: egglifestyle
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ କେମିତି କଟିବ ଆଜି ?

ଆଜି ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଘରଭଡା ଦେଖିବାକୁ ଯାଉଥିଲେ ପଢନ୍ତୁ….
  • ଆନ୍ତର୍ଜାତୀୟ ବେଶ୍ୟାବୃତ୍ତି ସିଣ୍ଡିକେଟ୍ ଚଳାଇବା ଅଭିଯୋଗରେ ଲୋଲା ଗିରଫ
  • ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ
  • ନିକିତା ରାୱଲଙ୍କ ଏହି ଭିଡିଓ ଭାଇରାଲ
  • ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ: ୫ ଅଟକ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.