Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସାଧବ ପୁଅଙ୍କ ଦୁଃସାହସିକ ଜଳଯାତ୍ରା ଆଜି ବି ପ୍ରେରଣା ଦିଏ: ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
November 15, 2024
in ଓଡିଶା
0
ସାଧବ ପୁଅଙ୍କ ଦୁଃସାହସିକ ଜଳଯାତ୍ରା ଆଜି ବି ପ୍ରେରଣା ଦିଏ: ମୁଖ୍ୟମନ୍ତ୍ରୀ
0
SHARES
10
VIEWS
FacebookTwitter

ପାରାଦୀପ ହେଉଛି ପ୍ରଗତିର ମୁଖଶାଳା । ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ ଉତ୍ସବକୁ ଉଦଘାଟିତ କରି ଏଭଳି କହଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ସାଧବ ପୁଅଙ୍କ ନୌବାଣିଜ୍ୟ ପରମ୍ପରା ଆମର ଗର୍ବ ଓ ଗୌରବ । ପାରାଦୀପର ନାମ ସ୍ମରଣ କଲେ ଦେହରେ ଶିହରଣ ସୃଷ୍ଟି ହୁଏ । ଯେଉଁଠି ଦିନେ ହେନ୍ତାଳ ବଣ ଥିଲା, ସେଠି ଆଜି ପରିପୂର୍ଣ୍ଣ ଆଧୁନିକ ପାରାଦୀପ ବନ୍ଦର ଛିଡା ହୋଇଛି । ଭାରତରେ ସ୍ଵତନ୍ତ୍ର ସ୍ଥାନ ଅଧିକାର କରିଛି ପାରାଦୀପ ବନ୍ଦର ।

ଏଥିସହ ସେ କହିଛନ୍ତି, କଳିଙ୍ଗର ନୌବାଣିଜ୍ୟ ପରମ୍ପରା ବହୁ ପ୍ରାଚୀନ। ସାଧବ ପୁଅଙ୍କ ଦୁଃସାହସିକ ଜଳଯାତ୍ରା ଆଜି ବି ପ୍ରେରଣା ଦିଏ । ସେମାନଙ୍କ ଉଦ୍ୟମ ବଳରେ ଆମ କଳିଙ୍ଗ ହୋଇଥିଲା ବୈଭବଶାଳୀ । ଆଜି ଆମେ ସେହି ହଜାର ବର୍ଷର ଐତିହ୍ୟକୁ ମନେ ପକାଉଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ଯୋଗୁ ଏହା ଆଜି ଦେଶରେ ଏକ ନମ୍ବର ବନ୍ଦର ହୋଇପାରିଛି । ଆଗକୁ ଅସ୍ତରଙ୍ଗ ସମେତ ଓଡ଼ିଶାର ଅନେକ ସ୍ଥାନରେ ନୂଆ ବନ୍ଦର ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଡବଲ ଇଞ୍ଜିନ ସରକାର ଓଡ଼ିଶାର ବିକାଶକୁ ଦୁଇଗୁଣା କରିବ । ନୂଆ ନୂଆ ନିବେଶ ସହ ଏଠାକାର ଯୁବପିଢି ନିଯୁକ୍ତି ପାଇବେ । ମୁମ୍ବାଇ ପରେ ସରକାର ସିଙ୍ଗାପୁର ଯାଇ ନିବେଶକଙ୍କୁ ନିମନ୍ତ୍ରଣ ଦେବେ । ପୋର୍ଟ ବେସ୍‌ଡ ଶିଳ୍ପ ପାଇଁ ଶିଳ୍ପପତିମାନେ ଆଗ୍ରହ ପ୍ରକାଶ କରୁଛନ୍ତି । ଏଥିରେ ପ୍ରାୟ ୨ ଲକ୍ଷ କୋଟି ଟଙ୍କାର ନିବେଶ ହେବ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ୨୦୩୬ ବେଳକୁ ସମୃଦ୍ଧ ଓ ବିକଶିତ ଓଡିଶା ଗଠନ କରିବା ଲକ୍ଷ୍ୟ ରଖିବା ସହ ବିଶ୍ଵ ମାନଚିତ୍ରରେ ପାରାଦୀପ ପାଇଁ ଓଡିଶା ମଧ୍ୟ ପରିଚିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Tags: balijatraodishaparadipa
ShareTweetShareSend
Sanchar Live

Sanchar Live

Next Post
୧୭ରୁ ଚାରି ଦିନିଆ ସିଙ୍ଗାପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

୧୭ରୁ ଚାରି ଦିନିଆ ସିଙ୍ଗାପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.