Monday, March 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତାକାଲିଠାରୁ ଖୋଲିବ ଶ୍ରୀମନ୍ଦିରର ସମସ୍ତ ଚାରି ଦ୍ୱାର

Sanchar Live by Sanchar Live
November 15, 2024
in ଓଡିଶା
0
ଆସନ୍ତାକାଲିଠାରୁ ଖୋଲିବ ଶ୍ରୀମନ୍ଦିରର ସମସ୍ତ ଚାରି ଦ୍ୱାର

Oplus_0

0
SHARES
6
VIEWS
FacebookTwitter

ପୁରୀ: ଆସନ୍ତାକାଲିଠାରୁ ଖୋଲିବ ଶ୍ରୀମନ୍ଦିରର ସମସ୍ତ ଚାରି ଦ୍ୱାର । ପୂର୍ବପରି ଶ୍ରଦ୍ଧାଳୁମାନେ ଚାରି ଦ୍ୱାର ଦେଇ ମନ୍ଦିର ଭିତରକୁ ପ୍ରବେଶ କରି ପାରିବେ । ଶ୍ରୀମନ୍ଦିରରେ ପ୍ରବେଶ ନେଇ ଥିବା କଟକଣା ନେଇ ସଂସ୍କାର ଅଣାଯାଇଛି। କାର୍ତ୍ତିକ ମାସ ସରିବା ପରେ ଶୁକ୍ରବାର ଅନୁଷ୍ଠିତ ବୈଠକରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ, ଶ୍ରଦ୍ଧାଳୁମାନେ ସମସ୍ତ ୪ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ, କିନ୍ତୁ କେବଳ ୩ଟି ଦ୍ୱାର ଦେଇ ପ୍ରସ୍ଥାନ କରିବେ। ସିଂହଦ୍ୱାର ବ୍ୟତୀତ ଅନ୍ୟ ୩ ଦ୍ୱାର ଦେଇ ଶ୍ରଦ୍ଧାଳୁମାନେ ପ୍ରସ୍ଥାନ କରିପାରିବେ। ସିଂହଦ୍ୱାରରେ ଶ୍ରଦ୍ଧାଳୁଙ୍କ ପ୍ରସ୍ଥାନକୁ ସଂପୂର୍ଣ୍ଣ ବାରଣ କରାଯାଇଛି। ତେବେ ସେବକ ତଥା ତାଙ୍କ ପରିବାର ବର୍ଗ ସମସ୍ତ ଦ୍ୱାର ଦେଇ ପ୍ରବେଶ ଓ ପ୍ରସ୍ଥାନ କରିପାରିବେ।

କାର୍ତ୍ତିକ ମାସ ପରବର୍ତ୍ତୀ ଦର୍ଶନ ବ୍ୟବସ୍ଥା ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ଜିଲ୍ଲାପାଳ, ଏସପିଙ୍କ ସହିତ ଶ୍ରୀମନ୍ଦିର ତଥା ପୋଲିସ ପ୍ରଶାସନର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ମନ୍ଦିର ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ, ଶନିବାରଠୁ ଭକ୍ତମାନେ ୪ ଦ୍ୱାର ଦେଇ ପ୍ରବେଶ କରିବେ ।

Tags: purisrimandir
ShareTweetShareSend
Sanchar Live

Sanchar Live

Next Post
ଆରମ୍ଭ ହେଲା କଟକର ଐତିହାସିକ ବାଲିଯାତ୍ରା

ଆରମ୍ଭ ହେଲା କଟକର ଐତିହାସିକ ବାଲିଯାତ୍ରା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମେ ୨୯ ତାରିଖରେ OTET- ୨୦୨୬ ପରୀକ୍ଷା
  • ରାଜ୍ୟରେ କମୁଛି ମାଓବାଦୀଙ୍କ ସଂଖ୍ୟା
  • ବିରୋଧୀଙ୍କ ହଙ୍ଗାମା, ୪ଟା ଯାଏ ଗୃହ ମୁଲତବୀ
  • ଆଜି ପୁଣି କମିଲା ସୁନା ଦର, ଶୀଘ୍ର କିଣିନିଅ
  • ଜାଣନ୍ତୁ କେତେ ରୋଜଗାର କଲାଣି ଧୁରନ୍ଧର -୨

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.