Thursday, March 5, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜି ଦିନଟି କାହା ପାଇଁ କେମିତି?

Sanchar Live by Sanchar Live
November 16, 2024
in ଜୀବନ ଶୈଳୀ
0
ଜାଣନ୍ତୁ କେମିତି କଟିବ ଆଜି ?
0
SHARES
18
VIEWS
FacebookTwitter

ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳିପାରନ୍ତି। ଦୃଢ଼ ସଂକଳ୍ପ ସହ ଲକ୍ଷ୍ୟ ହାସଲ କରିବାକୁ ଯୋଜନା କରିବେ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। କ୍ଷମତା ଉପରେ ଭରସା ରଖନ୍ତୁ। ମହିଳାମାନେ ପୂଜାର୍ଚ୍ଚନାରେ ବ୍ୟସ୍ତ ରହିବେ।

ବୃଷ: ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। ଆର୍ଥିକ ଅବସ୍ଥା ସ୍ବଚ୍ଛଳ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିବ। ଅଚାନକ ଖୁସି ଖବର ପାଇବେ ।

ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିପାରନ୍ତି। ଅନ୍ୟର ଥଟ୍ଟା ପରିହାସକୁ ଅଣଦେଖା କରନ୍ତୁ। ଦୀର୍ଘ ଦିନରୁ ପଡ଼ିରହିଥିବା କାର୍ଯ୍ୟ ପୂରଣ ହେବ। ପାରିବାରିକ ସୁଖ ଶାନ୍ତି ମିଳିବ। ଯାନବାହନ କ୍ରୟ କରିପାରନ୍ତି।

କର୍କଟ: ନିଜ ପରିଶ୍ରମକୁ ଗୁରୁତ୍ବ ଦିଅନ୍ତୁ। ମନୋରଞ୍ଜନ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ଦିନର ଆରମ୍ଭରୁ ଥକ୍କା ଅନୁଭବ କରିପାରନ୍ତି। ବିଦ୍ୟାର୍ଥୀମାନଙ୍କ ପାଇଁ ଭଲ ସମୟ।

ସିଂହ: କୌଣସି କାର୍ଯ୍ୟ କରିବା ପୂର୍ବରୁ ହଜାର ଥର ଚିନ୍ତା କରନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ପିଲାମାନଙ୍କ ଉନ୍ନତିରେ ଖୁସି ଅନୁଭବ କରିବେ। ବିଦ୍ୟାର୍ଥୀମାନେ ଖେଳକୁଦରେ ସମୟ ବିତାଇବେ।

କନ୍ୟା: ଦିନଟି ବ୍ୟସ୍ତରେ ବିତିବ। ଜମି କିଣାବିକା ପାଇଁ ଭଲ ସମୟ। ଆୟ ଅନୁସାରେ ବ୍ୟୟ କମ୍ ହେବ। ପ୍ରିୟଜନଙ୍କ ସହ ଦୂରଯାତ୍ରା କରିପାରନ୍ତି। ଆୟ ଓ ବ୍ୟୟ ସମାନ ରହିବ। ଘରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ ।

ତୁଳା: ଅକସ୍ମାତ ଖୁସି ଖବର ପାଇପାରନ୍ତି। ଜୀବନସାଥିଙ୍କ ସହ ଖୁସିର ମୁହୂର୍ତ୍ତ ବିତାଇବେ। କର୍ମକ୍ଷେତ୍ରରେ ନୂତନ ସହଯୋଗୀଙ୍କ ସାହାଯ୍ୟ ମିଳିବ। ଗୁରୁଜନଙ୍କ ପରାମର୍ଶରେ ବ୍ୟବସାୟ ଆରମ୍ଭ କରନ୍ତୁ।

ବିଛା: ପାରିବାରିକ ସମସ୍ୟା ଲାଗି ରହିବ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ସାମାଜିକ ଏବଂ ଧାର୍ମିକ ସମାରୋହ ପାଇଁ ଦିନଟି ଭଲ। ଯାନବାହନ ଚଳାଚଳ ସମୟରେ ସତର୍କ ରୁହନ୍ତୁ।

ଧନୁ: ଅଧିକ ଚିନ୍ତା କରନ୍ତୁନି। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ପତି-ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ମହିଳାମାନେ ଧର୍ମପରାୟାଣା ହେବେ। ପଡ଼ୋଶୀଙ୍କ ମଧ୍ୟରେ ବାଦ ବିବାଦ ବଢ଼ିପାରେ।

ମକର: ପରିବାର ସହିତ କିଛି ସମୟ ବିତାନ୍ତୁ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ବିତାଇବେ।

କୁମ୍ଭ: ଅତିଥିଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତାପ୍ରକଟ କରିବେ। ପିଲାମାନଙ୍କ କାର୍ଯ୍ୟ କଳାପରେ ଦିନଟି ଭଲରେ ବିତିବ। ଜୀବନସାଥିଙ୍କ ପାଇଁ କୌଣସି କାର୍ଯ୍ୟ ଗଡ଼ବଡ଼ ହୋଇପାରେ। ଅଯଥା କଥାରେ ମୁଣ୍ଡ ପୁରାନ୍ତୁନି।

ମୀନ: ଅନ୍ୟମାନଙ୍କୁ ଭରସା କରନ୍ତୁନି। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୈବାହିକ ଜୀବନ ମଧୁମୟ ହେବ । ପିଲାମାନେ ପଢ଼ାପଢ଼ିରେ ଅଧିକ ଧ୍ୟାନ ଦେବେ । ଦାନ ଧର୍ମରେ ସମୟ ବିତିବ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-ଟ୍ବେଣ୍ଟି ଶୃଙ୍ଖଳା ଜିତିଲା ଭାରତ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-ଟ୍ବେଣ୍ଟି ଶୃଙ୍ଖଳା ଜିତିଲା ଭାରତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.