Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟରେ ଖୋଲିବ ଓମଫେଡର ୩ଟି ନୂଆ ପ୍ଲାଣ୍ଟ!

Sanchar Live by Sanchar Live
November 16, 2024
in ଓଡିଶା
0
ରାଜ୍ୟରେ ଖୋଲିବ ଓମଫେଡର ୩ଟି ନୂଆ ପ୍ଲାଣ୍ଟ!

Oplus_131072

0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ରାଜ୍ୟରେ ଖୋଲିବ ଓମଫେଡର ୩ଟି ନୂଆ ପ୍ଲାଣ୍ଟ । ସମ୍ବଲପୁର, ଗଞ୍ଜାମ ଓ ବାଲେଶ୍ୱରଠାରେ ଖୋଲିବ ଏହି ୩ଟି ନୂଆ ପ୍ଲାଣ୍ଟ । ଏହାସହ ଓମଫେଡ ମିନେରାଲ ୱାଟର ଓ ଚକଲେଟ ଆସିବ। ସେହିପରି ବିଭିନ୍ନ ଜାଗାରେ ଓମଫେଡ ପାର୍ଲର ଖୋଲାଯିବ । ଓମଫେଡର ସମୀକ୍ଷା ବୈଠକ ହେବା ପରେ ଏନେଇ ଘୋଷଣା କରିଛନ୍ତି ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ଆଗାମୀ ଦିନରେ ଓମଫେଡକୁ ସୃଦୁଢ଼ କରିବା ସହ କ୍ୱାଲିଟି କ୍ଵାଣ୍ଟିଟିରେ କମ୍ପ୍ରମାଇଜ କରାଯିବନି । ପ୍ଲାଣ୍ଟ ଗୁଡିକରେ ସିସିଟିଭି ଲାଗିବ । ଏହାସହ ୨୦ଟି କ୍ଷୀର ଧାରା କେନ୍ଦ୍ର ପଞ୍ଚାୟତରେ ଖୋଲିଛି ।  ପର୍ଯ୍ୟାୟ କ୍ରମେ ଆଉ ୨୭ରୁ ୨୮ଟି ଖୋଲିବ । ୨କୋଟି ବକେୟା ରାଶି ରହିଛି । ତେବେ ନୋଟିସ ପରେ ୮୨ଲକ୍ଷ ଆଦାୟ ହୋଇଛି । ୭ଦିନ ଭିତରେ ବକେୟା ନ ଦେଲେ ଆକ୍ସନ ନିଆଯିବ ।  ସେପଟେ ପୁରୀ ଜଗନ୍ନାଥ ମନ୍ଦିରରେ ଓମଫେଡ ଘିଅ ବ୍ୟବହାର କରାଯିବ । ଏଥିପାଇଁ ସପ୍ଲାଇ ଆରମ୍ଭ ହୋଇଛି । ଜଗନ୍ନାଥ ମନ୍ଦିରରେ ଦିନକୁ  ୪ଟନ ଘିଅ ଆବଶ୍ୟକ ରହିଛି । ପ୍ରତି ଦିନ ୮ରୁ ୧୦ଟନ ଘିଅ ଉତ୍ପାଦନ ହେଉଛି ତେଣୁ ଏହି ଆବଶ୍ୟକତା ପୂରଣ ପାଇଁ ଓମଫେଡ ସକ୍ଷମ ବୋଲି ମନ୍ତ୍ରୀ କହିଛନ୍ତି । ଏହାସହ ବଜାର ଠାରୁ କମ୍ ଦରରେ ହୋଲସେଲ ରେଟରେ ଘିଅ ଦିଆଯିବ। ଓମଫେଡ ସଂସ୍ଥାକୁ ପୁନର୍ଗଠନ କରାଯିବା ସହ ଅଧିକ ଆତ୍ମନିର୍ଭର କରାଯିବ। ଚାଷୀଙ୍କ ପ୍ରୋତ୍ସାହନ ରାଶି ୨୯କୋଟି ସାତ ଦିନ ଭିତରେ ଦିଆଯିବ ।

Tags: odishaomfed
ShareTweetShareSend
Sanchar Live

Sanchar Live

Next Post
ଝାରସୁଗୁଡାର ୫୦୦ ଅଙ୍ଗନୱାଡି କେନ୍ଦ୍ରକୁ ‘ନନ୍ଦଘର’ରେ ପରିଣତ କରାଯିବ

ଝାରସୁଗୁଡାର ୫୦୦ ଅଙ୍ଗନୱାଡି କେନ୍ଦ୍ରକୁ ‘ନନ୍ଦଘର’ରେ ପରିଣତ କରାଯିବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.