Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଆଜି ମହାରାଷ୍ଟ୍ର ଓ ଝାଡଖଣ୍ଡ ନିର୍ବାଚନ ପାଇଁ ପ୍ରଚାରର ଶେଷ ଦିନ

Sanchar Live by Sanchar Live
November 18, 2024
in ଭାରତ
0
ଆଜି ମହାରାଷ୍ଟ୍ର ଓ ଝାଡଖଣ୍ଡ ନିର୍ବାଚନ ପାଇଁ ପ୍ରଚାରର ଶେଷ ଦିନ

Oplus_131072

0
SHARES
3
VIEWS
FacebookTwitter

ସଂଚାର ବ୍ୟୁରୋ: ମହାରାଷ୍ଟ୍ର ଓ ଝାଡଖଣ୍ଡ ନିର୍ବାଚନ ପାଇଁ ପ୍ରଚାରର ଶେଷ ଦିନ । ଝାଡଖଣ୍ଡରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ସନ୍ଧ୍ୟା ୫ଟା ପ୍ରଚାର ଶେଷ ହେବ  ।  ଏହି ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ ମାରାଣ୍ଡି, ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଦେଶ ମହତୋ ଭଳି ବରିଷ୍ଠ ନେତା ଭାଗ୍ୟ ପରୀକ୍ଷା କରିବେ ।

କଳ୍ପନା ସୋରେନ, ସୀତା ସୋରନଙ୍କ ଛଡା ମୈଦାନରେ ଅଛନ୍ତି ୧୧ ଜଣ ପୂର୍ବତନ ମନ୍ତ୍ରୀ ।  ନଭେମ୍ୱର ୨୦ ତାରିଖରେ ୩୮ ଆସନରେ ଭୋଟ ହେବାକୁ ଥିବା ବେଳେ ମୈଦାନରେ ଅଛନ୍ତି ୫୨୮ ଜଣ ପ୍ରାର୍ଥୀ। ଆଜି ପ୍ରଚାରର ଶେଷ ଦିନ ହୋଇଥିବାରୁ ସମସ୍ତ ରାଜନୈତିକ ଦଳ ଧୁଆଁଧାର ପ୍ରଚାର କରି ଶେଷ ମୁହୂର୍ତରେ ଭୋଟରଙ୍କ ମନ ଜିଣିବାକୁ ଉଦ୍ୟମ କରିବେ  ।

ସେପଟେ ମହାରାଷ୍ଟ୍ରରେ ମଧ୍ୟ ଆଜି ପ୍ରଚାଲ ଶେଷ ହେବ । ଇଣ୍ଡି ମେଣ୍ଟ ଓ ଏନଡିଏ ମେଣ୍ଟ ପକ୍ଷରୁ ପ୍ରଚାରର ଶେଷ ଦିନରେ ରାଲି, ରୋଡ ସୋ ଓ ପ୍ରଚାର ସଭା କରି ଭୋଟ ମାଗିବେ ବଡ଼ ବଡ଼ ନେତା । ମହାରାଷ୍ଟ୍ରରେ ବୁଧବାର ୨୮୮ଆସନରେ ଭୋଟ ଗ୍ରହଣ କରାଯିବ ।

Tags: election campainjharkhandamaharastra
ShareTweetShareSend
Sanchar Live

Sanchar Live

Next Post
ଆଜି ଶ୍ରୀଲଙ୍କାରେ ଗଠନ ହେବ ସରକାର

ଆଜି ଶ୍ରୀଲଙ୍କାରେ ଗଠନ ହେବ ସରକାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.