Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସମୀର ଦେଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକପ୍ରକାଶ

Sanchar Live by Sanchar Live
November 18, 2024
in ଓଡିଶା
0
ସମୀର ଦେଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକପ୍ରକାଶ
0
SHARES
6
VIEWS
FacebookTwitter

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ସମୀର ଦେ ପ୍ରାଣ ତ୍ୟାଗ କରିଛନ୍ତି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ, ଉପ ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ ଏବଂ ରାଜ୍ୟର ବହୁ ମାନଗଣ୍ୟ ବ୍ୟକ୍ତି ଓ ରାଜନେତା ଶୋକ ପ୍ରକାଶ କରିଛନ୍ତି । ଏହା ସହିତ ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କର ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷ କୃତ୍ୟ ହେବ ବୋଲି ଘୋଷଣା କରିଛନ୍ତି ସିଙ୍ଗାପୁର ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ସମୀକ ଦେଙ୍କର ଦେହାନ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ଵର୍ଗତ ଦେ ଜଣେ ଲୋକପ୍ରିୟ ଜନ ନେତା ଓ ଦୃଢ଼ ସଂଗଠକ ଥିଲେ। ଉଚ୍ଚ ଶିକ୍ଷା ଓ ନଗର ଉନ୍ନୟନ ମନ୍ତ୍ରୀ ଭାବରେ ସେ ରାଜ୍ୟର ବିକାଶରେ ଗୁରୁତ୍ଵପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ସହିତ ତାଙ୍କର ଶେଷ କୃତ୍ୟ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଅନୁଷ୍ଠିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ସହିତ ତାଙ୍କର ଶେଷ କୃତ୍ୟ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଅନୁଷ୍ଠିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ବ୍ୟକ୍ତ କରିବା ସହିତ ସମୀରଙ୍କ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ।

ସମୀର ଦେ ସୋମବାର କଟକର ଏକ ଘରୋଇ ମେଡ଼ିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ୬୭ ବର୍ଷୀୟ ସମୀର ନଭେମ୍ବର ୧ ତାରିଖରେ ସ୍ୱାସ୍ଥ୍ୟ ଗତ ସମସ୍ୟା ଯୋଗୁଁ କଟକର ଏକ ଘରୋଇ ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ । ଦୀର୍ଘ ଦିନର ଚିକିତ୍ସା ପରେ ଶେଷରେ ସେ ପ୍ରାଣ ତ୍ୟାଗ କରିଛନ୍ତି। ୧୯୯୫ ମସିହାରେ ସେ ପ୍ରଥମ ଥର ପାଇଁ ବିଧାନସଭାକୁ ଯାଇଥିଲେ । ଏହା ପରେ ସେ ୨ ଥର ମନ୍ତ୍ରୀ ହୋଇଥିଲେ । ୨୦୦୦ରୁ ୨୦୦୪ ମସିହା ପର୍ଯ୍ୟନ୍ତ ସହର ଉନ୍ନୟନ ମନ୍ତ୍ରୀ ଏବଂ ୨୦୦୪ରୁ ୨୦୦୯ ଯାଏଁ ଉଚ୍ଚ ଶିକ୍ଷା ମନ୍ତ୍ରୀ ଥିଲେ ।

Tags: odishaSamir dey
ShareTweetShareSend
Sanchar Live

Sanchar Live

Next Post
ଜାନୁଆରୀ ଶେଷ ସୁଦ୍ଧା ରତ୍ନଭଣ୍ଡାରର ସରିବ ଗଣତିମଣତି କାମ: ଆଇନ ମନ୍ତ୍ରୀ

ଜାନୁଆରୀ ଶେଷ ସୁଦ୍ଧା ରତ୍ନଭଣ୍ଡାରର ସରିବ ଗଣତିମଣତି କାମ: ଆଇନ ମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.