Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଝିଅକୁ ଦୁଷ୍କର୍ମ ଅଭିଯୋଗରେ ବାପାକୁ ୨୫ ବର୍ଷ ଜେଲ

Sanchar Live by Sanchar Live
November 18, 2024
in ଅପରାଧ
0
ଝିଅକୁ ଦୁଷ୍କର୍ମ ଅଭିଯୋଗରେ ବାପାକୁ ୨୫ ବର୍ଷ ଜେଲ

Oplus_131072

0
SHARES
8
VIEWS
FacebookTwitter

ଜଳେଶ୍ୱର : ନିଜ ଜନ୍ମ କଲା ଝିଅକୁ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ କାମୁକ ବାପାକୁ କୋର୍ଟ ଶୁଣାଇଲେ ବଡ ଦଣ୍ତ  ।  ମାମଲାର ବିଚାର କରି 90 ଦିନ ଭିତରେ କାମୁକ ବାପା ଫାଗୁ ମାରାଣ୍ଡିକୁ 25 ବର୍ଷ ଜେଲ ଦଣ୍ତ ସହ 5 ହଜାର ଟଙ୍କା ଜରିମାନାରେ ଦଣ୍ଡିତ କଲେ ବାଲେଶ୍ବର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଜଜ୍ ରଞ୍ଜନ କୁମାର ସୁତାର  ।

ଗତ ଅଗଷ୍ଟ 4 ତାରିଖରେ ବାଲେଶ୍ବର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ଜାମଶୁଳୀ ଗ୍ରାମରେ ଘଟିଥିଲା ଏହି ଅଭାବନୀୟ ଘଟଣା  ।  ଜାମଶୁଳୀ ଗ୍ରାମର ଫଗୁ ମାରେଣ୍ତି ତାଙ୍କର 13 ବର୍ଷୀୟ ନାବାଳିକା ଝିଅକୁ ଦୁଷ୍କର୍ମ କରିଥିବା ନେଇ ଗତ ଅଗଷ୍ଟ 4 ତାରିଖରେ ସିଂଲା ଥାନାରେ ଲିଖିତ ଅଭିଯୋଗ କରିଥିଲେ ନାବାଳିକାର ମା ମାହି ମାରେଣ୍ତି  ।

ସିଂଲା ଥାନା ପୋଲିସ ଫଗୁ ମାରେଣ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା  ।  ଏହି ଘଟଣାରେ ପୀଡିତାଙ୍କୁ 5 ଲକ୍ଷ ଟଙ୍କା ସହାୟତା ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣକୁ କୋର୍ଟ ନିର୍ଦ୍ଦେଶ ଦେଇଛି  । ଏହି ମାମଲାକୁ ସରକାରଙ୍କ ପକ୍ଷରୁ ପରିଚାଳନା କରିଥିଲେ ସ୍ପେଶାଲ ପିପି ପ୍ରଣବ କୁମାର ପଣ୍ଡା  ।  ତେବେ ଆଜି କୋର୍ଟ ରାୟ ଶୁଣାଇବା ପରେ ଦୁଖଃରେ ଭାଙ୍ଗି ପଡିଛନ୍ତି ଫଗୁଙ୍କ ସ୍ତ୍ରୀ ମାହି ମାରେଣ୍ତି  ।

Tags: crimeJaleswarodisha
ShareTweetShareSend
Sanchar Live

Sanchar Live

Next Post
ପିଏମ୍ ମତ୍ସ୍ୟ ସମ୍ପଦ ଯୋଜନା ମତ୍ସ୍ୟଚାଷକୁ ଅଗ୍ରାଧିକାର ଦେବା ସହ ରୋଜଗାରର ନୂଆ ସୁଯୋଗ ଦେଇଛି : ଧର୍ମେନ୍ଦ୍ର ପ୍ରଧାନ

ପିଏମ୍ ମତ୍ସ୍ୟ ସମ୍ପଦ ଯୋଜନା ମତ୍ସ୍ୟଚାଷକୁ ଅଗ୍ରାଧିକାର ଦେବା ସହ ରୋଜଗାରର ନୂଆ ସୁଯୋଗ ଦେଇଛି : ଧର୍ମେନ୍ଦ୍ର ପ୍ରଧାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.