Thursday, March 5, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ନୂଆଦିଲ୍ଲୀରେ ଡାକ୍ତର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ବାର୍ଷିକ ପାଳିତ

Sanchar Live by Sanchar Live
November 21, 2024
in ଭାରତ
0
ନୂଆଦିଲ୍ଲୀରେ ଡାକ୍ତର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ବାର୍ଷିକ ପାଳିତ
0
SHARES
6
VIEWS
FacebookTwitter

ନୂଆଦିଲ୍ଲୀ: ଜାତୀୟ ସ୍ତରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଡାକ୍ତର ହରେକୃଷ୍ଣ ମହତାବ ୧୨୫ତମ ଜନ୍ମ ବାର୍ଷିକ ପାଳିତ ହୋଇଯାଇଛି । ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ଟାରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥିଭାବେ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହା ସହିତ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କଟକ ସାଂସଦ ଭର୍ତ୍ତୃହରି ମହତାବ ପ୍ରମୁଖ ଯୋଗ ଦେଇ ଡାକ୍ତର ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ।

ରାଷ୍ଟ୍ରପତି ହରେକୃଷ୍ଣ ମହତାବଙ୍କ କାଳଜୟୀ ସଂଗ୍ରାମ ଉପରେ ଆଲୋକପାତ କରିଛନ୍ତି । ରାଷ୍ଟ୍ରପତି ଉଭୟ ହିନ୍ଦୀ ଓ ଓଡ଼ିଆ ଭାଷାରେ ସମ୍ବୋଧନ କରିଛନ୍ତି । ଶ୍ରୀମତୀ ମୁର୍ମୁ କହିଛନ୍ତି,  ଭାରତକୁ ଯୋଡ଼ି ରଖିବାକୁ ହରେକୃଷ୍ଣ ମହତାବ ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି । ହୀରାକୁଦ ବନ୍ଧଠାରୁ ଆରମ୍ଭ କରି ଓଡ଼ିଶାର ନୂଆ ରାଜଧାନୀଭାବରେ ଭୁବନେଶ୍ୱର ପ୍ରତିଷ୍ଠା କରିବା, ବିଧାନସଭା, ରାଜ୍ୟ ସଚିବାଳୟ ଓ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପ୍ରତିଷ୍ଠା ତାଙ୍କର ଓଡ଼ିଶା ପାଇଁ ଏକ ଉଲ୍ଲେଖନୀୟ ଅବଦାନ ରହିଛି । ଏହା ସହିତ ତାଙ୍କ ଦ୍ୱାରା ନିର୍ମିତ ହୋଇଥିବା ବାରବାଟୀ ଷ୍ଟାଡିୟମ୍ ଓଡ଼ିଶାର କ୍ରୀଡ଼ା ଜଗତକୁ ଉଚ୍ଚ ସ୍ତରରେ ପହଁଚାଇଥିଲା । ସେହିପରି ଡାକ୍ତର ହରେକୃଷ୍ଣ ମହତାବ ଜଣେ ରାଷ୍ଟ୍ରବାଦୀ ନେତା ଥିଲା । ନିଜର ଲେଖା ମାଧ୍ୟମରେ ରାଷ୍ଟ୍ରବାଦୀ ବିଚାରରେ ଦେଶୀବାସୀଙ୍କୁ ପ୍ରେରିତ କରୁଥିଲେ ।

ଆୟୋଜିତ ଏହି କାର୍ଯ୍ୟକ୍ରମରେ ଡକ୍ଟର ହରେକୃଷ୍ଣ ମହତାବଙ୍କ ସମ୍ମାନରେ ଏକ ସ୍ଵତନ୍ତ୍ର ସ୍ମାରକୀ ଡାକ ଟିକଟ ଓ ମୁଦ୍ରା ଉନ୍ମୋଚନ କରାଯାଇଛି । ଏହା ସହିତ ଓଡ଼ିଆରେ ମୋନୋଗ୍ରାଫ୍, ଗାଁ ମଜଲିସର ଇଂରାଜୀ ଅନୁବାଦ ଏବଂ ଗାଁ ମଜଲିସର ହିନ୍ଦୀ ଅନୁବାଦ ମଧ୍ୟ ଉନ୍ମୋଚନ କରାଯାଇଛି ।

Tags: delhimahat jayanti
ShareTweetShareSend
Sanchar Live

Sanchar Live

Next Post
ବେଦାନ୍ତ ଆଲୁମିନିୟମ ଓ ଆୟୁଷ ମନ୍ତ୍ରଣାଳୟର ‘ସ୍ୱର୍ଣ୍ଣ ପ୍ରାସନ୍ନ’ ଅଭିଯାନ ସମ୍ପ୍ରସାରିତ

ବେଦାନ୍ତ ଆଲୁମିନିୟମ ଓ ଆୟୁଷ ମନ୍ତ୍ରଣାଳୟର ‘ସ୍ୱର୍ଣ୍ଣ ପ୍ରାସନ୍ନ' ଅଭିଯାନ ସମ୍ପ୍ରସାରିତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.