Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ସରିବ କଟକ ବାଲିଯାତ୍ରା

Sanchar Live by Sanchar Live
November 23, 2024
in ଓଡିଶା
0
ଆଜି ସରିବ କଟକ ବାଲିଯାତ୍ରା
0
SHARES
36
VIEWS
FacebookTwitter

କଟକ : ଆଜି ସରିବ କଟକ ବାଲିଯାତ୍ରା। ଶେଷ ଦିନରେ ଜମିବ ଭିଡ଼। ସରି ସରି ଆସୁଛି କଟକର ଐତିହାସିକ ବାଲିଯାତ୍ରାର ଅବଧି । ଉଭୟ ଉପର ଓ ତଳ ପଡ଼ିଆ ଲୋକାରଣ୍ୟ । ବିଭିନ୍ନ ପ୍ରକାର ଜିନିଷ କିଣାକିଣି ସାଙ୍ଗକୁ ରକମ ରକମର ସୁସ୍ୱାଦୁ ଖାଦ୍ୟ ପାଇଁ ଷ୍ଟଲ୍‌ରେ ଲମ୍ବାଧାଡ଼ି । କେବଳ ସେତିକି ନୁହେଁ, ସାଂସ୍କୃତିକ କାର୍ଯ୍ୟକ୍ରମର ଭରପୂର ମଜା ଉଠାଇବାକୁ ସମସ୍ତେ ବ୍ୟଗ୍ର । ମଞ୍ଚ ଆଗରେ ଲାଗିବ ଅସମ୍ଭବ ଗହଳି। ଶେଷ ସନ୍ଧ୍ୟାରେ ବାଲିଯାତ୍ରାର ମଜା ନେବେ ରାଜ୍ୟବାସୀ। ପୂର୍ବରୁ ଓଡ଼ିଶା ସରାକର ବାଲିଯାତ୍ରାକୁ  ଗୋଟିଏ ଦିନ ଅବଧି ବୃଦ୍ଧି କରିଥିଲେ । ଯାହା ଶନିବାର ଶେଷ ହେବ। ପୁଣି ଆର ବର୍ଷକୁ ଅପେକ୍ଷା।

Tags: balijatraCuttak
ShareTweetShareSend
Sanchar Live

Sanchar Live

Next Post
ୱାୟନାଡ ଲୋକସଭା ଆସନରୁ ଉପନିର୍ବାଚନରେ ୪ ଲକ୍ଷରୁ ଅଧିକ ଭୋଟରେ ଜିତିଲେ ପ୍ରିୟଙ୍କା

ୱାୟନାଡ ଲୋକସଭା ଆସନରୁ ଉପନିର୍ବାଚନରେ ୪ ଲକ୍ଷରୁ ଅଧିକ ଭୋଟରେ ଜିତିଲେ ପ୍ରିୟଙ୍କା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.