Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବଲାଙ୍ଗୀର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ରିକ୍ସା ଚାଳକଙ୍କ ମୃତ୍ୟୁ

Sanchar Live by Sanchar Live
November 23, 2024
in ଓଡିଶା
0
ବଲାଙ୍ଗୀର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ରିକ୍ସା ଚାଳକଙ୍କ ମୃତ୍ୟୁ
0
SHARES
6
VIEWS
FacebookTwitter

ସଂଚାର ବ୍ୟୁରୋ: ବଲାଙ୍ଗୀର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ରିକ୍ସା ଚାଳକଙ୍କ ମୃତ୍ୟୁ।ଦୋକାନ ଗୃହ ଆଗରେ ରାତିରେ ଶୋଇଥିବା ବେଳେ ମୃତ୍ୟୁ ଘଟିଛି l ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ମୃତକଙ୍କ ନାଁ ଗର୍ଜନ ବାଗ ବୋଲି ଜଣାପଡିଛି l ଘର ନ ଥିବାରୁ ପ୍ରାୟ ୩ବର୍ଷ ହେବ ଦୋକାନ ଗୃହ ଆଗରେ ରହୁଥିଲେ l

ଦିନରେ ରିକ୍ସା ଚଳାଉଥିଲେ। ରାତିରେ ଏହିଠାରେ ଶୋଉଥିଲେ। ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିବା ପରେ ଘଟଣା ସ୍ଥଳରେ ଟାଉନ୍ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି I ମୃତଦେହ ବ୍ୟବଚ୍ଛେଦ ପାଇଁ ବଲାଙ୍ଗୀର ମେଡିକାଲକୁ ପଠାଯାଇଛି I ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ଟାଉନ୍ ଥାନା ପୋଲିସ ସୂଚନା ଦେଇଛି I ଅନ୍ୟପଟେ ବିଷାକ୍ତ ମଦ ପିଇ ମୃତ୍ୟୁ ଘଟିଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି।

Tags: Bolangiriodisha
ShareTweetShareSend
Sanchar Live

Sanchar Live

Next Post
ସମ୍ ହସ୍ପିଟାଲ୍ର ଫୁଲନଖରା କ୍ୟାମ୍ପସ୍ରେ ବିଶ୍ୱ ଏଏମ୍ଆର୍ ସଚେତନତା ସପ୍ତାହ – ୱା-୨୦୨୪ ପାଳିତ

ସମ୍ ହସ୍ପିଟାଲ୍ର ଫୁଲନଖରା କ୍ୟାମ୍ପସ୍ରେ ବିଶ୍ୱ ଏଏମ୍ଆର୍ ସଚେତନତା ସପ୍ତାହ - ୱା-୨୦୨୪ ପାଳିତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.