Thursday, August 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣି ରଖନ୍ତୁ କେମିତି କଟିବ ଆପଣଙ୍କ ଦିନ

Sanchar Live by Sanchar Live
November 24, 2024
in ଜୀବନ ଶୈଳୀ
0
ଜାଣି ରଖନ୍ତୁ କେମିତି କଟିବ ଆପଣଙ୍କ ଦିନ
0
SHARES
20
VIEWS
FacebookTwitter

ମେଷ : ନୂତନ ପରିବେଶରେ ଭିନ୍ନ ସ୍ବାଦର ଅନୁଭୂତି ଲାଭ କରିବେ । କର୍ମାରମ୍ଭ, ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ଭ୍ରମଣ ସୁଯୋଗଜନିତ ମନ ଖୁସି ରହିବ । ପାରିବାରିକ ଅସ୍ଥିରତା, ଅର୍ଥାଭାବ, କାର୍ଯ୍ୟସିଦ୍ଧିରେ ବିଳମ୍ବ ହେତୁ ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି ହେବ । ସହକର୍ମୀଙ୍କ ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝିପାରିବେନି ।

ବୃଷ : ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ବ୍ୟସ୍ତତା ଅନୁଭବ କରିବେ । ସଦାବେଳେ ହାତଖାଲି ରହିବା କାରଣରୁ ମନରେ ସରସତା ରହିବ ନାହିଁ । ଏହା ସାଙ୍ଗକୁ ଅପୂରଣୀୟ ଆଶା, ସଙ୍ଗୀତ ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ । ଅଧୁରା କାମ ପୂରାକରିବା ପାଇଁ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ ।

ମିଥୁନ : ବିଭିନ୍ନ ସମସ୍ୟା ମାନସିକ ଚିନ୍ତାଧାରାକୁ ବିକ୍ଷିପ୍ତ କରିବ । ମନରେ ଶୁଦ୍ଧ ଭାବନା ରହିଲେ ମଧ୍ୟ ପାରିବେଶିକ ବ୍ୟତିକ୍ରମ କର୍ମକ୍ଷେତ୍ରର ଯୋଜନାକୁ ବଦଳାଇଦେଇପାରେ । ହଠାତ୍‌ ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃ ବିବାଦ ଦେଖାଦେଇପାରେ । ଆର୍ଥିକ ଲାଭର ଯୋଗ ରହିଛି ।

କର୍କଟ : ଦୀର୍ଘ ଦିନରୁ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଆଜି ବାହାରକୁ ଯାଇପାରନ୍ତି । ଆପୋସ ଆଲୋଚନା ଦ୍ୱାରା ପାରିବାରିକ ସମସ୍ୟାର ସମାଧାନ କରିପାରିବେ ।

ସିଂହ : ସ୍ବାସ୍ଥ୍ୟ ଭଲ ରହିବା ସହ ଅଧ୍ୟାତ୍ମକ କାର୍ଯ୍ୟକ୍ରମରେ ଯୋଗଦେବେ । ଯାନ୍ତ୍ରିକ ଜିନିଷ, ଅଳଙ୍କାର ପ୍ରଭୃତି ପାଇଁ ପରିବାରରୁ ବରାଦ ପାଇବେ । ଜମିଜମା, ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତାରେ ମନ ଉଦ୍‌ବିଗ୍ନ ରହିବ । ଆନୁଷ୍ଠାନିକ କାର୍ଯ୍ୟ ସମ୍ପନ୍ନରେ ବନ୍ଧୁ ସାହାଯ୍ୟ ଆଶା କରିପାରନ୍ତି ।

କନ୍ୟା : ସାଧାରଣ ସମସ୍ୟା ମଧ୍ୟ ଦେଇ ଲକ୍ଷ୍ୟ ପୂରଣ ଦିଗରେ ଅଗ୍ରସର ହେବେ । ମନରେ ବିରକ୍ତି ଜାଗ୍ରତ ହେବା ସହ କଥାବାର୍ତ୍ତାର କଠୋରତା ସମ୍ପର୍କକୁ ହ୍ରାସ କରାଇବ । ପରିସ୍ଥିତିର ବିଡ଼ମ୍ବନା କାରଣରୁ ମତାନ୍ତର ସମ୍ଭାବନା ରହିଛି । ଶିଳ୍ପ, ବାଣିଜ୍ୟ, ପରିବହନାଦିରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ ।

ତୁଳା : ଆଜିର ଯାତ୍ରା ଦୀର୍ଘ ଦିନର ଅଭିଳାଷ ପୂରଣକରି ନ ପାରେ । ସ୍ବାସ୍ଥ୍ୟରେ ଉନ୍ନତି ଓ ପାରିବାରିକ ସ୍ଥିତି ନିୟନ୍ତ୍ରଣରେ ରହିବ । ମକଦ୍ଦମା, ଆଲୋଚନା, ଗବେଷଣା, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ । ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି ।

ବିଛା : ଆଜି ସତର୍କତା ଅଭାବରୁ ଧନହାନି, କଳହ କିମ୍ବା ଆକସ୍ମିକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବା ଆଶଙ୍କା ରହିଛି । ବିବାଦୀୟ ଘଟଣା, ନିର୍ମାଣ ଓ ପରିବହନରେ ସମସ୍ୟା ସମାଧାନ ହେବାର ସୂଚନା ରହିଛି । ନିଜସ୍ବ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହୋଇପାରନ୍ତି ।

ଧନୁ : ପରିବାରରେ ଭୁଲ୍‌ ବୁଝାମଣା କାରଣରୁ ସମ୍ପର୍କ ହାନି ଘଟିପାରେ । ଅର୍ଥନୈତିକ କାରବାର, ବ୍ୟବସାୟ, ଆଲୋଚନା, ଯାତ୍ରାଦିରେ ହଇରାଣ ହୋଇପାରନ୍ତି । ପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହେବା ସମସ୍ୟାକୁ ନିମନ୍ତ୍ରଣ କରିବ । ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ ।

ମକର : କୌଣସି କ୍ଷେତ୍ରରୁ ଆଶାଜନକ ଅର୍ଥ, ସମ୍ମାନ, ବସ୍ତ୍ର ଭୂଷଣାଦି ପ୍ରାପ୍ତି ହୋଇପାରନ୍ତି । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ । ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ । ଆର୍ଥିକ ସ୍ବଚ୍ଛଳତା ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ ।

କୁମ୍ଭ : ଆଜି କୌଣସି କାମରେ ସହକର୍ମୀ କିମ୍ବା ପଡ଼ୋଶୀ ସାହାଯ୍ୟ କରିବେ । ଉପରିସ୍ଥଙ୍କ ଅନୁକମ୍ପାରୁ ସ୍ଥଗିତ କାମ ତ୍ୱରାନ୍ବିତ କରିବେ । ପଡ଼ୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ହେତୁ ମନ ହାଲୁକା ହୋଇଯାଇପାରେ । ପିଲାଙ୍କ ପଢ଼ା ସମସ୍ୟା, ପରିବହନରେ ଝଗଡ଼ା, ସଭାସମିତିରେ ଅସ୍ଥିରତାର ସୂଚନା ମଧ୍ୟ ରହିଛି ।

ମୀନ : ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବା ସହ ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ ଦର୍ଶନୀୟ ସ୍ଥାନ ଭ୍ରମଣ ପାଇଁ ମନ ବଳାଇବେ । ଗୃହନିର୍ମାଣ କିମ୍ବା ଜମିଜମା ସଂକ୍ରାନ୍ତୀୟ କଳହର ଆଶଙ୍କାକୁ ଏଡ଼ିହେବ ନାହିଁ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆଜି ଆସିବ ସୁଭଦ୍ରା ଟଙ୍କା

ଆଜି ଆସିବ ସୁଭଦ୍ରା ଟଙ୍କା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଘରଭଡା ଦେଖିବାକୁ ଯାଉଥିଲେ ପଢନ୍ତୁ….
  • ଆନ୍ତର୍ଜାତୀୟ ବେଶ୍ୟାବୃତ୍ତି ସିଣ୍ଡିକେଟ୍ ଚଳାଇବା ଅଭିଯୋଗରେ ଲୋଲା ଗିରଫ
  • ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ
  • ନିକିତା ରାୱଲଙ୍କ ଏହି ଭିଡିଓ ଭାଇରାଲ
  • ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ: ୫ ଅଟକ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.