Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ଆସିବ ସୁଭଦ୍ରା ଟଙ୍କା

Sanchar Live by Sanchar Live
November 24, 2024
in ଓଡିଶା
0
ଆଜି ଆସିବ ସୁଭଦ୍ରା ଟଙ୍କା

Oplus_131072

0
SHARES
21
VIEWS
FacebookTwitter

ଭୁବନେଶ୍ୱର : ଆଜି ଆସିବ ସୁଭଦ୍ରା ଟଙ୍କା । ସୁନ୍ଦରଗଡ଼ରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯିବ । ୨୦ଲକ୍ଷ ମହିଳା ପାଇବେ ସୁଭଦ୍ରା ଟଙ୍କା । ଏହାସହ ବାଦ ପଡିଥିବା ୨ଲକ୍ଷ ୬୭ ହଜାର ହିତାଧିକାରୀଙ୍କ ମଧ୍ୟରୁ ୨୫ ପ୍ରତିଶତ ଯୋଗ୍ୟ ତାଲିକାରେ ସାମିଲ ହୋଇଛନ୍ତି ।  ସେମାନଙ୍କୁ ମଧ୍ୟ ଆଜି ସୁଭଦ୍ରା ଟଙ୍କା ମିଳିବ । ଅନ୍ୟମାନଙ୍କ ଯୋଗ୍ୟତାର ଯାଞ୍ଚ ଚାଲିଛି। ଫିଜିକାଲ ଭେରିଫିକେସନ୍ ହେବ ।

ସେମାନେ ଡିସେମ୍ବରରେ ସୁଭଦ୍ରା ଟଙ୍କା ପାଇବେ। ସେହିପରି ୫ ଲକ୍ଷ ଆବେଦନକାରୀଙ୍କ ଆକାଉଣ୍ଟ ଆଧାର ଲିଙ୍କରେ ସମସ୍ୟା ଅଛି ।  ଆଧାର, ଆକାଉଣ୍ଟ ଓ ମୋବାଇଲ ନମ୍ବର ସଂଯୋଗ କରାଇବା ପରେ ସେମାନେ ସାମିଲ ହେବେ । ଏହାର ସମାଧାନ ହେବା ପରେ ଡିସେମ୍ବରରେ ସେମାନେ ଟଙ୍କା ପାଇପାରିବେ । ସଚେତନତା ଲାଗି ସରକାରୀ ଅଧିକାରୀ ଘରକୁ ଯିବେ। ବାଦ ପଡିଥିବା ହିତାଧିକାରୀଙ୍କୁ ସାମିଲ କରିବା ଯାଏ ପ୍ରକ୍ରିୟା ଜାରି ରହିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

Tags: odishasubhadra yojana
ShareTweetShareSend
Sanchar Live

Sanchar Live

Next Post
ଆଇପିଏଲ୍‌‌-୧୮: ଆଜିଠୁ ମେଗା ନିଲାମୀ

ଆଇପିଏଲ୍‌‌-୧୮: ଆଜିଠୁ ମେଗା ନିଲାମୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.