Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମହିଳାଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା

Sanchar Live by Sanchar Live
November 24, 2024
in ଓଡିଶା
0
ମହିଳାଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା
0
SHARES
32
VIEWS
FacebookTwitter

ସଂଚାର ବ୍ୟୁରୋ: ମହିଳାଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ୨୦ ଲକ୍ଷରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା । ସୁନ୍ଦରଗଡ଼ରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହି ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କାଟେ ପଠାଇଛନ୍ତି । ସେପଟେ ବିଭିନ୍ନ କାରଣରୁ ବାଦ ପଡ଼ିଥିବା ୨ ଲକ୍ଷ ୬୭ ହଜାର ହିତାଧିକାରୀ ଏଥର ସୁଭଦ୍ରାରେ ସାମିଲ ହୋଇଛନ୍ତି । ବାଦ ପଡ଼ିଥିବା ହିତାଧିକାରୀଙ୍କ ବାବଦରେ ରିପୋର୍ଟ ଆସିବା ପରେ ପ୍ରାୟ ୨୫ ପ୍ରତିଶତ ସଂଶୋଧନ କରାଯାଇଛି ।

ସେହିପରି ୫ ଲକ୍ଷ ଆବେଦନ ମିସମ୍ୟାଚ ହୋଇଥିବାରୁ ସେମାନେ ଏଥର ସାମିଲ ହେବେନାହିଁ । ସେମାନଙ୍କ ଆକାଉଣ୍ଟ ଆଧାର ଲିଙ୍କରେ ସମସ୍ୟା ଅଛି । ଆଧାର, ଆକାଉଣ୍ଟ, ମୋବାଇଲ ନମ୍ବର ସଂଯୋଗ କରାଇବା ପରେ ସେମାନଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯିବ। ଏହାର ସଚେତନତା ଲାଗି ସରକାରୀ ଅଧିକାରୀ ଘରକୁ ଯିବେ। ବାଦ ପଡିଥିବା ହିତାଧିକାରୀଙ୍କୁ ସାମିଲ କରିବା ଯାଏଁ ପ୍ରକ୍ରିୟା ଜାରି ରହିବ ।

Tags: odishasubhadra yojana
ShareTweetShareSend
Sanchar Live

Sanchar Live

Next Post
ଓଡ଼ିଶା ପର୍ବ- ୨୦୨୪ର ଉଦଯାପନୀ ଉତ୍ସବରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଓଡ଼ିଶା ପର୍ବ- ୨୦୨୪ର ଉଦଯାପନୀ ଉତ୍ସବରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.