Friday, March 6, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ

Sanchar Live by Sanchar Live
November 25, 2024
in ଭାରତ
0
ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ
0
SHARES
5
VIEWS
FacebookTwitter

ନୂଆଦିଲ୍ଲୀ: ଆଜିଠାରୁ ସଂସଦର ଶୀତକାଳୀନ ଅଧିବେଶନ । ଡିସେମ୍ବର ୨୦ ପର୍ଯ୍ୟନ୍ତ ଚାଲିବ ଏହି ଅଧିବେସନ। ଶୀତ ଅଧିବେଶନରେ ଆସିପାରେ ବହୁ ଗୁରୁତ୍ବପୂର୍ଣ୍ଣ ବିଲ । ୱାନ ନେସନ, ୱାନ ଇଲେକସନ ଓ ୱାକଫ୍ ଭଳି ଗୁରୁତ୍ବପୂର୍ଣ୍ଣ ବିଲ ଆସିପାରେ । ପୂର୍ବରୁ ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ ମିଳିସାରିଛି । ପୂର୍ବ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚସ୍ତରୀୟ କମିଟିର ସୁପାରିଶ ଆଧାରରେ ପ୍ରସ୍ତାବକୁ ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର ।

ଅନ୍ୟପଟେ ମଣିପୁର ହିଂସା ନେଇ ସରକାରଙ୍କୁ ଘେରିବେ ବିରୋଧୀ ।  ସରକାରଙ୍କୁ ଘେରିବାକୁ ଆହୁରି ଅନେକ ପ୍ରସଙ୍ଗ ରହିଛି ।  ଆଜି ରଣନୀତି ପ୍ରସ୍ତୁତ କରିବେ ବିରୋଧୀ ।  ଆଜି ସକାଳେ ବିରୋଧୀ ଇଣ୍ଡିଆ ମେଣ୍ଟର ଲୋକସଭା ଓ ରାଜ୍ୟସଭା ନେତାଙ୍କ ବୈଠକ ହେବ । ଗତକାଲି ବାଚସ୍ପତି ଓମ ବିର୍ଲାଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଥିଲା । ଗୃହକୁ ସୁରୁଖୁରୁରେ ଚଳାଇବାକୁ ସରକାର ବିରୋଧୀଙ୍କ ସହଯୋଗ ଲୋଡ଼ିଛନ୍ତି ।

Tags: parliamentWinter session
ShareTweetShareSend
Sanchar Live

Sanchar Live

Next Post
ଆଜି ଶ୍ରୀମନ୍ଦିରରେ ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆଜି ଶ୍ରୀମନ୍ଦିରରେ ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ
  • ଆଜି ଖୁସି ଖବର ପାଇବେ ଏହିସବୁ ରାଶି
  • ବେଦାନ୍ତ ଆଲୁମିନିୟମ ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି : ଉଦାହରଣ ସାଜିଛନ୍ତି ପ୍ରିୟଙ୍କା
  • ଆଜି ଇଂଲଣ୍ଡକୁ ଭେଟିବ ଟିମ୍ ଇଣ୍ଡିଆ
  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.