Thursday, March 26, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କେମିତି କଟିବ ଆଜି?

Sanchar Live by Sanchar Live
November 26, 2024
in ଜୀବନ ଶୈଳୀ
0
ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି?
0
SHARES
30
VIEWS
FacebookTwitter

ମେଷ : କଳେବଳେ କୌଶଳେ ଅର୍ଥ ପାଇବା ସକାଶେ ଚେଷ୍ଟା କରି ଆଶାକୁ ଚରିତାର୍ଥ କରିପାରନ୍ତି । ଅସୁବିଧାରେ ପଡିଥିବା ଲୋକଟି ପ୍ରତି ଦୟାଭାବ ପୋଷଣ କରି ପ୍ରଶଂସା ଭାଜନ ହେବେ । ସହକର୍ମୀଙ୍କ ସାହାଯ୍ୟ ବିନା କାମ ହାସଲ କଷ୍ଟକର ହେବ । ପାରିବାରିକ ସୁଖ, ସୌହାର୍ଦ୍ଦ୍ୟ ମଧ୍ୟରେ ଦୈନନ୍ଦିନ ଜୀବନଯାତ୍ରା ସୁରୁଖୁରୁରେ ଅତିବାହିତ ହେବ ।

ବୃଷ : ଭଲ ପଡୁ ନ ଥିବା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବେ । ସନ୍ଦେହଜନିତ ପରିବାରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ । ମାଲିମକଦ୍ଦମାରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ଚେଷ୍ଟା କରୁଥିବା କାମରେ ସଫଳତା ହାସଲ କରି ପ୍ରଶଂସିତ ହେବେ ।

ମିଥୁନ : ସମସ୍ତ ସୁବିଧା ଥାଇ ମଧ୍ୟ କାମ ହାସଲରେ ବାଧା ଉପୁଜିବ । ଦୀର୍ଘଦିନରୁ ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ ବିଫଳତାକୁ ନେଇ ଚିନ୍ତିତ ରହିବେ । କୌଣସି ବିବାଦୀୟ ବିଷୟ ସକାଶେ ପାଖ ପଡ଼ୋଶୀମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି । ପରିସ୍ଥିତିବଶତଃ କାମ ଚାପରେ ନିଜକୁ ଆଡ୍‌ଜଷ୍ଟ କରିବାକୁ ବାଧ୍ୟ ହେବେ ।

କର୍କଟ : ସକାଳୁ ଘରେ ଟିକିଏ ଜୋର୍‌ ଦେଇ କଥା କହିବା କାରଣରୁ ଅନ୍ୟମାନେ ନାପସନ୍ଦ କରିବେ । ଯେତେ ବିନୟର ସହ କହିଲେ ମଧ୍ୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ । ଆନୁଷ୍ଠାନିକ କାର୍ଯ୍ୟରେ ଛୋଟକଥାଟିକୁ କେନ୍ଦ୍ରକରି ମତାନ୍ତର ଘଟିପାରେ । ଆଜିର କର୍ମାରମ୍ଭ, ବ୍ୟବସାୟ ଏବଂ ପରିଜନଙ୍କ ସହ ଯାତ୍ରା ପ୍ରୀତିପ୍ରଦ ରହିବ ।

ସିଂହ : ଭୁଲ୍‌ ବୁଝାମଣାରୁ ପାରିବାରିକ କଳହର ସମ୍ଭାବନା ରହିଛି । ଯାତ୍ରା କାଳରେ କୌଣସି ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ । ଗୃହ ସଜ୍ଜାରେ ମନୋନିବେଶ କରିବା ସହ ବନ୍ଧୁଙ୍କ ଜରିଆରେ ଦ୍ରବ୍ୟଲାଭ କରି ଖୁସି ହେବେ । ମାଲିମକଦ୍ଦମାରେ ସଫଳତା ମିଳିବା ସାଙ୍ଗକୁ ପ୍ରଶାସନିକ ସ୍ତରରେ ଆଲୋଚନା ମଧ୍ୟ ଫଳପ୍ରଦ ହୋଇପାରେ ।

କନ୍ୟା : ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପରିସ୍ଥିତି ଅନୁକୂଳ ରହିବ । ବହୁତ ଦିନର ଆଶା ପୂରଣ ହେବା ସହ କୌଣସି ନୂତନ କାମରେ ବନ୍ଧୁ ସହଯୋଗର ହାତ ବଢ଼ାଇବେ । ପରିସ୍ଥିତିରେ ପଡି ଅନାବଶ୍ୟକ ଭାବରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ । ଘରୋଇ ଅଶାନ୍ତି ଲାଗିରହିବା ପଛରେ ପାରିବାରିକ ମତାନ୍ତର ହିଁ କାରଣ ହେବ ।

ତୁଳା : ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ କ୍ଷେତ୍ରରେ ସମସ୍ୟା ମନକୁ ଆନ୍ଦୋଳିତ କରିବ । ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ କିନ୍ତୁ ଋଣ ପରିଶୋଧର ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ । ପରିସ୍ଥିତି ବଶତଃ ଦୁଇ ପଇସା ଜାଗାରେ ଛ’ପଇସା ଖର୍ଚ୍ଚ କରିବେ

ଘରୋଇ ଅଶାନ୍ତି ଲାଗିରହିବା ପଛରେ ପାରିବାରିକ ମତାନ୍ତର ହିଁ କାରଣ ହେବ ।

ତୁଳା : ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ କ୍ଷେତ୍ରରେ ସମସ୍ୟା ମନକୁ ଆନ୍ଦୋଳିତ କରିବ । ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ କିନ୍ତୁ ଋଣ ପରିଶୋଧର ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ । ପରିସ୍ଥିତି ବଶତଃ ଦୁଇ ପଇସା ଜାଗାରେ ଛ’ପଇସା ଖର୍ଚ୍ଚ କରିବେ । ସଭାସମିତିରେ ସମ୍ମାନିତ ହେବେ କିନ୍ତୁ ବହୁତ କଷ୍ଟ ସ୍ବୀକାର କରିବାକୁ ପଡିବ ।

ବିଛା : ପାଖରେ ଥିବା ଲୋକଟି ବହୁତ ଉପକାରରେ ଆସିବା ସମ୍ଭାବନା ରହିଛି । ବ୍ୟବସାୟରେ ଆଶାନୁରୂପ ଫଳ ପାଇବେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବାରେ ସହକର୍ମୀଙ୍କ ଉଦାରତା ମୁଖ୍ୟ ଭୂମିକା ଗ୍ରହଣ କରିବ । ଆଲୋଚନା ପରିସରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡିପାରନ୍ତି ।

ଧନୁ : ସାଧାରଣ କଥାରେ ବାଦବିବାଦ, ଧନହାନି ଓ ବିଭିନ୍ନ ସମସ୍ୟା ଭିତରକୁ ଟାଣି ହୋଇ ପାରନ୍ତି । ବନ୍ଧୁଙ୍କ ପରାମର୍ଶରେ ସାନ୍ତନା ମିଳିବା ସାଙ୍ଗକୁ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ । ଶିଳ୍ପ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହେବ । ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ ।

ମକର : ଆଜି କର୍ମକ୍ଷେତ୍ରରେ ଦକ୍ଷତାଭିତ୍ତିକ କୃତି ଓ କୃତିତ୍ୱ କାରଣରୁ ପ୍ରଶଂସିତ ହେବେ । ଆନୁଷ୍ଠାନିକ କାମରେ, ପ୍ରଶାସନିକ ସ୍ତରରେ କିମ୍ବା ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇ ଯିବେ । ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇଲେ ସମ୍ପର୍କ ବ୍ୟାହତ ହେବ । ବ୍ୟବସାୟିକ କ୍ଷେତ୍ରରେ ଲାଭବାନ ହେବେ, କିନ୍ତୁ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ ।

କୁମ୍ଭ : ଦିନର ଅଧିକାଂଶ ସମୟ ସମସ୍ୟା ଭିତରେ ଗତି କରୁଥିବାରୁ ଅନ୍ୟମନସ୍କ ରହିପାରନ୍ତି । ବିବାଦୀୟ ପରିସ୍ଥିତିରେ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ପଡ଼ୋଶୀ କଣ୍ଟାବାଡ଼ରେ ଲୁଗାଛାଟି କଳି କରିବାର ଉପକ୍ରମ କରିପାରନ୍ତି । ପିଲାଙ୍କ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ରହିପାରନ୍ତି ।

ମୀନ : ଆପଣ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେପରି କିଛି ଅସୁବିଧା ହେବ ନାହିଁ । ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ । ବାହାର ସ୍ଥାନରେ କାହାକୁ ଅପେକ୍ଷା କରି ବିରକ୍ତ ହେବେ । ସାମାନ୍ୟ ବିଳମ୍ବିତ ସମୟରେ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବା ପାଇଁ ଅନୁକୂଳ ପରିବେଶ ସୃଷ୍ଟିହେବ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ବିଧାନସଭାର ଶୀତ ଅଧିବେଶନ

ଆଜିଠୁ ବିଧାନସଭାର ଶୀତ ଅଧିବେଶନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସକାଳୁ ଉଠିଲେ ମୁଣ୍ଡ ବିନ୍ଧୁଛି କି?
  • ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ
  • ସେନା ମେଡାଲ୍ ବିଜେତାଙ୍କୁ ସମ୍ମାନ
  • କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି
  • ସରକାର ଆଣିଲେ ନୂଆ ଅବକାରୀ ନୀତି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.