Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୨୦୨୫ ମସିହା ମାର୍ଚ୍ଚ ୭ ତାରିଖ ସୁଭଦ୍ରା ଯୋଜନା ଆବେଦନର ଶେଷ ତାରିଖ

Sanchar Live by Sanchar Live
November 26, 2024
in ଓଡିଶା
0
୨୦୨୫ ମସିହା ମାର୍ଚ୍ଚ ୭ ତାରିଖ ସୁଭଦ୍ରା ଯୋଜନା ଆବେଦନର ଶେଷ ତାରିଖ
0
SHARES
13
VIEWS
FacebookTwitter

ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ପୁଣି ଏକ ବଡ ଘୋଷଣା। ଯୋଜନାର ଡେଡଲାଇନ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ୨୦୨୫ ମସିହା ମାର୍ଚ୍ଚ ୭ ତାରିଖ ସୁଭଦ୍ରା ଯୋଜନା ଆବେଦନର ଶେଷ ତାରିଖ ରହିଛି। ଏଥିସହ ମାର୍ଚ୍ଚ ୮ ତାରିଖ ମହିଳା ଦିବସରେ ଦ୍ବିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ଆଜି ଗଣମାଧ୍ୟମରେ ସୂଚନା ଦେଇଛନ୍ତି ।ତେଣୁ ମାର୍ଚ୍ଚ ୭ ତାରିଖ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଶେଷ ତାରିଖ ।

ବର୍ତ୍ତମାନ ସୁଦ୍ଧା ୮୦ ଲକ୍ଷ ୪୬ ହଜାର ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିସାରିଛି । ୧କୋଟି ୪୬ ଲକ୍ଷ ମହିଳା ବର୍ତ୍ତମାନ ସୁଦ୍ଧା ସୁଭଦ୍ରା ଯୋଜନାରେ ପଞ୍ଜିକରଣ କରିଛନ୍ତି । ତେବେ ହିତାଧିକାରୀଙ୍କୁ ମାର୍ଟ୍ଟ ୮ ତାରିଖରେ ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା ମିଳିବ । କିନ୍ତୁ ସମସ୍ତ ମହିଳାଙ୍କୁ ଏକାଥରେ ଟଙ୍କା ମିଳିବ ନାହିଁ । ଏଥର ପରି ପର୍ଯ୍ୟାୟ କ୍ରମେ ଟଙ୍କା ମିଳିବ । ତେବେ ଟଙ୍କାକୁ ନେଇ ବ୍ୟସ୍ତ କିମ୍ବା ବ୍ୟାଙ୍କ ଆଗରେ ଭିଡ ଲଗାନ୍ତୁ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ଦିଆଯାଇଛି । କିନ୍ତୁ ଏଥିରୁ ଅନେକ ବାଦ ପଡିଛନ୍ତି । ବାକି ଆବେଦନକାରୀଙ୍କ ଫିଜିକାଲ ଭେରୀଫିକେଶନ ପାଇଁ ବ୍ଲକ ସ୍ତରରେ କୁହାଯାଇଛି । ଅଯୋଗ୍ୟ ହେଇଯାଇଥିବା ୨ଲକ୍ଷ୍ୟ ୬୭ ହଜାର ଅଯୋଗ୍ୟ ଆବେଦନକାରୀଙ୍କ ନିଜ ଜିଲ୍ଲାରେ ବିଭାଗୀୟ ଅଧିକାରୀ ରିଭିୟୁ କରି ୨୨ପ୍ରତିଶତ ଅସୁବିଧା ଦୂର କରାଇପାରିଛନ୍ତି।

ମାର୍ଚ୍ଚ ବେଳକୁ ଯୁବତୀ ଯଦି ୨୦ ବୟସ ରୁ ୨୧ ବୟସରେ ପାଦ ଦେଇଥିବେ ତାହେଲେ ସେ ବି ଆବେଦନ କଲେ ଟଙ୍କା ପାଇପାରିବେ। ପାଇସାରିଲେଣି। ବାକି ଥିବା ଅନ୍ୟମାନନଙ୍କର ଫିଜିକାଲ ଭେରୀଫିକେଶନ ହେଲେ ସେମାନେ ପାଇବେ। ବିଭାଗୀୟ ସ୍ଥାନୀୟ ଅଧିକାରୀଙ୍କୁ ନିର୍ଦେଶ ଦିଆଯାଇଛି ତାଙ୍କ ପାଖକୁ ଯିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

Tags: odishasubhadra yojana
ShareTweetShareSend
Sanchar Live

Sanchar Live

Next Post
ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.