Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜି ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ

Sanchar Live by Sanchar Live
November 27, 2024
in ଜୀବନ ଶୈଳୀ
0
ଜାଣନ୍ତୁ ଏହି ସପ୍ତାହଟି ଆପଣଙ୍କ ପାଇଁ କେମିତି ?
0
SHARES
34
VIEWS
FacebookTwitter

ମେଷ : ସମ୍ପର୍କୀୟଙ୍କ ସହଯୋଗରେ ଅର୍ଥପ୍ରାପ୍ତିର ଆଶା କରିପାରନ୍ତି । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଅସୁବିଧାରେ ପଡ଼ିଥିବା ବନ୍ଧୁଙ୍କ ପାଇଁ ଚିନ୍ତା କରିପାରନ୍ତି କିନ୍ତୁ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ବିଭିନ୍ନ ସମସ୍ୟା ମଧ୍ୟରେ ମନ ଅଶାନ୍ତ ରହିବାର ସମ୍ଭାବନା ରହିଛି ।

ବୃଷ : ଆଜି ପରିବାର ସହିତ ଖୁସିର ସମୟ ବିତାଇବେ । ପାରିବାରିକ ସମସ୍ୟା ଚିନ୍ତାକରି ମାନସିକ ଶାନ୍ତି ବ୍ୟାହତ ହୋଇପାରେ । ଆଲୋଚନା କ୍ଷେତ୍ରରେ ଜାଣିଶୁଣି ନୀରବ ରହିବାକୁ ବାଧ୍ୟହେବେ । ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ କ୍ଷେତ୍ରରେ ଆଶାନୁରୂପ ଫଳ ପାଇପାରିବେ ।

ମିଥୁନ : ନୂତନ କର୍ମାରମ୍ଭ କରି ଖୁସି ରହିବେ । ଆଜିର ଯାତ୍ରାରେ ବିଳମ୍ବରେ ସଫଳତା ପାଇବେ । ନିର୍ମାଣ, ଯୋଗାଯୋଗ, ପ୍ରେସ୍‌, ପବ୍ଲିକେଶନ, ପ୍ରଶାସନ, ଆଲୋଚନା ଓ ସଭାସମିତିରେ ସଫଳତା ପାଇବେ । ବନ୍ଧୁଙ୍କ ମାଧ୍ୟମରେ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି ।

କର୍କଟ : ଆଜି କର୍ମ ସମ୍ପାଦନରେ ସଫଳ ହେବେ । ଶାରୀରିକ ସ୍ବାସ୍ଥ୍ୟ ଓ ମାନସିକ ସ୍ଥିତି ଭଲ ରହି ନ ପାରେ । କର୍ମକ୍ଷେତ୍ରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଦୀର୍ଘଦିନରୁ ଚେଷ୍ଟା କରୁଥିବା ସରକାରୀ କ୍ଷେତ୍ରରୁ ଋଣସୂତ୍ରରେ ଅର୍ଥଲାଭର ଆଶା ରହିଛି ।

ସିଂହ : ଆଜି କିଛି ନୂଆ କର୍ମାରମ୍ଭ ପାଇଁ ମନ ବଳାଇବେ। ର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇବେ । ସଭାସମିତି କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ମଧ୍ୟାହ୍ନରେ ଟେନ୍‌ସନ ଦୂର ହେବ । ସାହିତ୍ୟ, କ୍ରୀଡ଼ା ଓ ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ । ପାରିବାରିକ ଜୀବନ ସମସ୍ୟାବହୁଳ ରହିବ ।

କନ୍ୟା : ଆଜି ଯେମିତି ଭାବୁଥିବେ ତାହା ସମ୍ପନ୍ନ କରିବାରେ ଅସୁବିଧା ହେବନାହିଁ । ଆପଣଙ୍କ କାମରେ ଯୋଗଦେବା ପାଇଁ ଘରକୁ ବନ୍ଧୁ ଆସିପାରନ୍ତି । ପରିବାର ଲୋକମାନଙ୍କ ସହ ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ । ସଭାସମିତିରେ ନିଜ ସୀମା ଭିତରେ ରହିବା ଭଲ ।

ତୁଳା : ନୂତନ ସ୍ଥାନ ପରିଦର୍ଶନ, ନୂଆ ବନ୍ଧୁ ଓ ସନ୍ତାନଙ୍କ କୃତିତ୍ୱରୁ ଆନନ୍ଦ ଅନୁଭବ କରିବେ । ଶୁଣାକଥାକୁ ବିଶ୍ୱାସକରି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବନ୍ଧୁଙ୍କ ଖାପଛଡ଼ା କଥା ଓ ବେଖାତିର ମନୋଭାବ ଦୁଶ୍ଚିନ୍ତା ବୃଦ୍ଧି କରିବ । ସରକାରୀ ସ୍ତରରେ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ ।

ବିଛା : ମନ ଭିତରେ ଦୁଃଖ ଓ ସମସ୍ୟା ରହିଥିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେଇପାରନ୍ତି । କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକୁ କରିବା ସକାଶେ ଚେଷ୍ଟା କରିବେ । ମାତ୍ର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଉଥିବାରୁ ମନରେ ସରସତା ରହିବ ନାହିଁ । ରାଜନୀତି, ସଙ୍ଗଠନ, ନିର୍ମାଣ, ବ୍ୟବସାୟ କ୍ଷେତ୍ରରେ ବନ୍ଧୁ ଅସୁବିଧା ସୃଷ୍ଟି କରିପାରନ୍ତି ।

ଧନୁ : ଆଜିର ଯାତ୍ରା ସମୟରେ ଜଣେ ବନ୍ଧୁଙ୍କ ସାହାଯ୍ୟରେ ଲକ୍ଷ୍ୟ ପୂରଣ ହୋଇପାରିବ । ଅର୍ଥ ସାହାଯ୍ୟ ପାଇବା ଆଶାରେ ବନ୍ଧୁଙ୍କୁ ଅନୁସରଣ କରିବାକୁ ପଡ଼ିପାରେ । ମାତ୍ର ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିଯିବ । ପ୍ରତିବେଶୀଙ୍କ ସହ ସମ୍ପର୍କ ଯୋଡ଼ିବା ସକାଶେ ଆପ୍ରାଣ ଚେଷ୍ଟାକରି କୃତକାର୍ଯ୍ୟ ହେବେ ।

ମକର : ଆଜି କିଛି ନୂଆ କାମ ହାସଲ କରିବେ । ବାଣିଜ୍ୟ, ପରିବହନ, ନିର୍ମାଣ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ସାଧାରଣ କଥାକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ସୃଷ୍ଟି ହୋଇପାରେ । ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି ।

କୁମ୍ଭ : ଆଜି ଅଜଣା ଲୋକଙ୍କ ସାହାଯ୍ୟରୁ ଉପକୃତ ହେବେ । ସେବା ଓ ପରୋପକାର ମାଧ୍ୟମରେ ପ୍ରଶଂସିତ ହେବା ସାଙ୍ଗକୁ ନିଜ ପରିସରରେ ଲୋକସମ୍ପର୍କ ଅବ୍ୟାହତ ରହିବ । ଆଜିର ସକାଳୁଆ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଏବଂ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ ।

ମୀନ : ଆଜି ଆପଣ ବାହାରକୁ ଯାଇପାରନ୍ତି । ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥାକୁ ନେଇ ଭ୍ରାତୃ ବିବାଦ ଲାଗିପାରେ । ବାଣିଜ୍ୟ ଓ ବ୍ୟବସାୟ, ଆନୁଷ୍ଠାନିକ କାମରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟରୁ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ ।

ShareTweetShareSend
Sanchar Live

Sanchar Live

Next Post
ପୁନିଆଙ୍କୁ ୪ ବର୍ଷ ପାଇଁ ସସପେଣ୍ଡ କଲା ଜାତୀୟ ଡୋପିଂ ନିରୋଧକ ଏଜେନ୍ସି

ପୁନିଆଙ୍କୁ ୪ ବର୍ଷ ପାଇଁ ସସପେଣ୍ଡ କଲା ଜାତୀୟ ଡୋପିଂ ନିରୋଧକ ଏଜେନ୍ସି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.