Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ଓଡ଼ିଶାରେ ଆଳୁ ଦର ପୁଣି ବଢ଼ିବା ଆଶଙ୍କା: ଆଳୁ ଗାଡ଼ିକୁ ଅଟକାଇଲେ ମମତା ସରକାର

Sanchar Live by Sanchar Live
November 28, 2024
in Uncategorized
0
ଓଡ଼ିଶାରେ ଆଳୁ ଦର ପୁଣି ବଢ଼ିବା ଆଶଙ୍କା: ଆଳୁ ଗାଡ଼ିକୁ ଅଟକାଇଲେ ମମତା ସରକାର
0
SHARES
4
VIEWS
FacebookTwitter

ଓଡ଼ିଶାରେ ଦେଖା ଦେଇପାରେ ଆଳୁ ସଙ୍କଟ । ରାଜ୍ୟରେ ଆଗକୁ ଆଳୁର ଦାମ୍‌ ଆକାଶ ଛୁଆଁ ହେବା ସମ୍ଭାବନା । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବୟାନ ପରେ ଏଭଳି ଆଶଙ୍କା ଦେଖା ଦେଇଛି । ପଶ୍ଚିମବଙ୍ଗରେ ଆଳୁ ଅଭାବ ଆଶଙ୍କା ଥିବାରୁ ଅନ୍ୟ ରାଜ୍ୟକୁ ଆଳୁ ଯୋଗାଇବାକୁ ସଫା ସଫା ମନା କରିଦେଇଛନ୍ତି ମମତା ବାନାର୍ଜୀ । ନୂଆ ଆଳୁ ନ ଆସିବା ପର୍ଯ୍ୟନ୍ତ, ଜାନୁଆରୀ, ଫେବ୍ରୁଆରୀ ଯାଏଁ ଆଳୁ ଯୋଗାଣ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମମତା ।

ଗତକାଲି ମମତାଙ୍କ ଏହି ବୟାନ ପରେ, ଆଜି ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆଳୁ ଗାଡ଼ି ଆସିବା ବନ୍ଦ ହୋଇ ଯାଇଛି । ଓଡିଶା ସୀମାରେ ଅଟକି ରହିଛି ଆଳୁ ଗାଡ଼ି । ସମସ୍ତ ସୀମା ଗେଟରେ ଆଳୁ ଗାଡି ଅଟକି ଯାଇଛି । ମମତାଙ୍କ ନିର୍ଦ୍ଦେଶ ପରେ, ଗୋଟିଏ ବି ଆଳୁ ଗାଡି ଓଡିଶାକୁ ପ୍ରବେଶ କରୁ ନାହିଁ ।

ଗତକାଲି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ନବାନ୍ନାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଥିଲେ । ଆଳୁ ଏବଂ ପିଆଜର ମୂଲ୍ୟ ବୃଦ୍ଧି ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚେତାବନୀ ଦେବା ପରେ ଏଭଳି ପଦକ୍ଷେପ ନିଆଯାଇଛି । ବୁଧବାର ରାତିରୁ ପଶ୍ଚିମ ମେଦିନୀପୁର ଜିଲ୍ଲାର ସମସ୍ତ ନାକା ଯାଞ୍ଚ କରାଯାଇଛି । ଯେଉଁ କାରଣରୁ ଆନ୍ତଃରାଜ୍ୟ ସୀମା ଦେଇ ଆଳୁ ଅନ୍ୟ ରାଜ୍ୟକୁ  ଯାଉଛି ତାହାକୁ ବନ୍ଦ କରାଯାଇଛି । ଦିନକୁ ଦିନ ବଜାରରେ ଆଳୁ ଏବଂ ପିଆଜ ମୂଲ୍ୟରେ ବୃଦ୍ଧିକୁ ରୋକିବା ପାଇଁ ପଶ୍ଚିମବଙ୍ଗ ପ୍ରଶାସନ ପକ୍ଷରୁ ବେଲଦା ପାଖରେ ଶତାଧିକ ଗାଡି ଅଟକ ରଖାଯାଇଛି ।

ShareTweetShareSend
Sanchar Live

Sanchar Live

Next Post
ଗୁରୁବାର ରାତିରୁ ରାଜ୍ୟରେ କମିବ ଶୀତ

ଗୁରୁବାର ରାତିରୁ ରାଜ୍ୟରେ କମିବ ଶୀତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.