Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୧୫ ଦିନ ଭିତରେ ସରିବ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ

Sanchar Live by Sanchar Live
November 28, 2024
in ଓଡିଶା
0
୧୫ ଦିନ ଭିତରେ ସରିବ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ

Oplus_0

0
SHARES
5
VIEWS
FacebookTwitter

ଭୁବନେଶ୍ୱର : ୧୫ ଦିନ ଭିତରେ ସରିବ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ ।  ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଅଧିକ ରିଜେକ୍ସନ ସ୍ଥାନକୁ ଗୁରୁତ୍ୱ ଦିଆଯାଉଛି । ମାଲକାନଗିରି, ଗଜପତି, କୋରାପୁଟରେ ଅଧିକ ରିଜେକ୍ସନ ହୋଇଛି । ଶୁକ୍ରବାର ଠାରୁ ମାଲକାନଗିରିରେ ଯାଞ୍ଚ ଆରମ୍ଭ ହେବ। ଏହା ମଧ୍ଯ କହିଛନ୍ତି ଯେ ଏହି ମାସରେ ଯାହାକୁ ୨୧ ବର୍ଷ ହୋଇଥିବ ସେମାନଙ୍କୁ ବି ମିଳିବ ସୁଭଦ୍ରା ଟଙ୍କା ।

ଉପମୁଖ୍ୟମନ୍ତ୍ରୀଙ୍କ କହିବା ଅନୁସାରେ, ୧ କୋଟିଏ ୬ ଲକ୍ଷ ଆବେଦନ କରିଛନ୍ତି ।  ସେଥିରୁ ୨ ଲକ୍ଷ ୬୭ ଆବେଦନ ମଧ୍ୟରୁ ୨୨ ପ୍ରତିଶତ ଆବେଦନର ରିଭ୍ୟୁ ହୋଇଯାଇଛି ।  ବାକି ଆହୁରି ରିଭ୍ୟୁ ହେଉଛି । ବାକି ଯେଉଁମାନେ ନୂଆ ହିତାଧିକାରୀ ଅର୍ଥ ଯାହାକୁ ଏହି ମାସରେ ୨୧ ବର୍ଷ ହେଲା ସେମାନେ ମଧ୍ୟ ପାଇବେ ଏହି ଟଙ୍କା ।

ସୂଚନାନୁଯାୟୀ, ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ ବୋଲି ନଭେମ୍ବର ୨୬ରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଥିଲେ । ମାର୍ଚ୍ଚ ୮ ମହିଳା ଦିବସରେ ୨ୟ କିସ୍ତି ‘ସୁଭଦ୍ରା’ ଟଙ୍କା ମିଳିବ । ତେଣୁ ମାର୍ଚ୍ଚ ୭ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ । କେହି ଆବେଦନ ପାଇଁ ଭିଡ ଜମାଇବା ଦରକାର ନାହିଁ ।  ଏଯାଏଁ ୮୦ ଲକ୍ଷ ୪୬ ହଜାର ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳି ସାରିଲାଣି । ୧ କୋଟି ୪୬ ଲକ୍ଷ ଏଯାବତ ପଞ୍ଜିକରଣ କରି ସାରିଛନ୍ତି । ବଣ୍ଡା ଘାଟିରେ ‘ସୁଭଦ୍ରା’ ଅପହଞ୍ଚ ନେଇ ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ୧୭୧୧ ମହିଳାଙ୍କ ମଧ୍ୟରୁ ୫ ଶହରୁ ଅଧିକ ଟଙ୍କା ପାଇ ସାରିଛନ୍ତି ।  ଆବେଦନ ସମସ୍ୟା ନେଇ ଅନ୍ୟମାନେ ପାଇବା ବିଳମ୍ବ ହୋଇଛି । ସରକାରୀ ଅଧିକାରୀ ବଣ୍ଡାଘାଟି ଯାଇ ଲୋକଙ୍କ ପାଖରେ ପହଞ୍ଚିବେ ।  ଯାହା ସମସ୍ୟା ରହିଛି, ତାହାକୁ ସରକାରୀ ଅଧିକାରୀ ଦୂର କରିବେ ।

 

Tags: odishaprabhati paridasubhadra guideline
ShareTweetShareSend
Sanchar Live

Sanchar Live

Next Post
ଭୁବନେଶ୍ବର ଡିଜିପି ସମ୍ମିଳନୀକୁ ଆତଙ୍କବାଦୀ ଧମକ

ଭୁବନେଶ୍ବର ଡିଜିପି ସମ୍ମିଳନୀକୁ ଆତଙ୍କବାଦୀ ଧମକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.