Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଚତୁର୍ଥ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ

Sanchar Live by Sanchar Live
November 28, 2024
in ଭାରତ
0
ଚତୁର୍ଥ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ଚତୁର୍ଥ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ମଙ୍ଗ ଧରିଲେ ହେମନ୍ତ ସୋରେନ । ଏଥର ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟ ସହ ମିଶି ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ବହୁମତ ହାସଲ କରିଥିଲା । ଏହାପରେ ବିଧାୟକ ଦଳ ନେତା ନିର୍ବାଚିତ ହୋଇଥିଲେ ହେମନ୍ତ ସୋରେନ । ଆଜି ବିଧିବଦ୍ଧ ଭାବରେ ତାଙ୍କୁ ପଦ ଓ ଗୋପନିୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ସନ୍ତୋଷ ଗଙ୍ଗୱାର ।

ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚିରେ ଆୟୋଜିତ ଏକ ଭବ୍ୟ ସମାରୋହରେ ରାଜ୍ୟର ଚତୁର୍ଦ୍ଦଶ ମୁଖ୍ୟମନ୍ତ୍ରୀ ଭାବେର ଶପଥ ନେଇଛନ୍ତି ହେମନ୍ତ ସୋରେନ । ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଫଳାଫଳ ନଭେମ୍ବର ୨୩ ତାରିଖରେ ଆସିଥିଲା । ଇଣ୍ଡିଆ ମେଣ୍ଟ ସହ ମିଶି ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ମୋଟ ୫୬ଟି ଆସନରେ ବିଜୟ ହାସଲ କରି ସରକାର ଗଢ଼ିବାକୁ ରାଜ୍ୟପାଳଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲା । ଏହାପରେ ଇଣ୍ଡିଆ ମେଣ୍ଟର ବିଧାୟକ ଦଳ ବୈଠକ ବସିଥିଲା । ଏଥିରେ ହେମନ୍ତ ସୋରେନଙ୍କୁ ନେତା ଭାବରେ ନିର୍ବାଚିତ କରାଯାଇଥିଲା । ଏହାପରେ ଆଜି ସେ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି ।

ଶପଥ ଗ୍ରହଣ ସମାରୋହ ମଞ୍ଚରେ ଅନେକ ହେଭିୱେଟ ନେତାଙ୍କୁ ଦେଖିବାକୁ ମିଳିଥିଲା । ଜାତୀୟ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କ ସମେତ ବିରୋଧୀ ଦଳ ନେତା ରାହୁଲ ଏହି ଭବ୍ୟ ସମାରୋହରେ ଯୋଗ ଦେଇଥିଲେ । ଏହା ସହିତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଇଣ୍ଡିଆ ମେଣ୍ଟର ମୋଟ ୧୦ଟି ଦଳ ମିଶି ମୋଟ ୫୬ ଆସନରେ ବିଜୟ ହାସଲ କରିଛନ୍ତି ।

Tags: Hemant sorenjharkhanda politics
ShareTweetShareSend
Sanchar Live

Sanchar Live

Next Post
ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.