Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବାତ୍ୟା ‘ଫେଙ୍ଗଲ’ ପ୍ରଭାବ : ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା

Sanchar Live by Sanchar Live
November 29, 2024
in ଓଡିଶା
0
ବାତ୍ୟା ‘ଫେଙ୍ଗଲ’ ପ୍ରଭାବ : ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା

Transparent umbrella under heavy rain against water drops splash background. Rainy weather concept.

0
SHARES
40
VIEWS
FacebookTwitter

ଭୁବନେଶ୍ୱର : ବାତ୍ୟା ‘ଫେଙ୍ଗଲ’ ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ଜିଲ୍ଲାରେ ଝିପିଝିପି ବର୍ଷା ଲାଗି ରହିଛି। ହାଲୁକାରୁ ମଧ୍ୟମଧରଣର ବର୍ଷା ନେଇ ଆଜି ୧୨ ଜିଲ୍ଲାକୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ସକାଳେ ଭୁନେଶ୍ୱର. କଟକ, ପୁରୀ, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରିଓ ରାୟଗଡ଼ା ଜିଲ୍ଲାରେ ପାଗ କୋହଲା ଥିଲା। ପରେ କିଛି କିଛି ଜିଲ୍ଲାରେ ସ୍ୱଳ୍ପ ବର୍ଷା ହୋଇଛି। ଅନ୍ୟପକ୍ଷରେ ହାଲୁକାରୁ ମଧ୍ୟମଧରଣର ବର୍ଷା ନେଇ ୩ ଘଣ୍ଟା ପାଇଁ ଆଜି ୧୨ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର,ଢେଙ୍କାନାଳ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି ଓ ଗଞ୍ଜାମ।

ବାତ୍ୟା ‘ଫେଙ୍ଗଲ’ ପ୍ରଭାବରେ ତାମିଲନାଡ଼ୁ ଓ ପୁଡ଼ୁଚେରୀ ଉପକୂଳରେ ପ୍ରବଳ ବର୍ଷା ହେବା ସହ ପବନ ହେଉଛି। ତାମିଲନାଡୁର କୁଡାଲୋର, କରାଇକାଲ, ଆଥିରାମପାଟ୍ଟିନମ୍, ପାରଙ୍ଗିପେଟ୍ଟାଇ, ମୀନାମ୍ବକମ୍ ସମେତ ତାମିଲନାଡୁର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେଉଛି। ଆସନ୍ତାକାଲି କାଲି ତାମିଲନାଡୁ-ଆନ୍ଧ୍ର ମଝିରେ ଲ୍ୟାଣ୍ଡଫଲ୍ କରିବ ‘ଫେଙ୍ଗଲ’। ଏହା ପ୍ରଭାବରେ ତାମିଲନାଡୁ-ଆନ୍ଧ୍ରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ହେଲେ ବାତ୍ୟା ‘ଫେଙ୍ଗଲ’ ପ୍ରଭାବ ଓଡ଼ିଶା ଉପରେ ବିଶେଷ ଭାବରେ ପଡ଼ିବ ନାହିଁ। ବାତ୍ୟା ‘ଫେଙ୍ଗଲ’ ପ୍ରଭାବରେ  ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଝିପି ଝିପି ବର୍ଷାରେ ହେବାର ସମ୍ଭାବନା ରଥିବା ପୂର୍ବାନୂମାନ କରିଛି ପାଣିପାଗ କେନ୍ଦ୍ର।

Tags: cyclonerain
ShareTweetShareSend
Sanchar Live

Sanchar Live

Next Post
ରାଜଧାନୀର ରାସ୍ତାକଡରୁ ଉଦ୍ଧାର ହେଲା ଶିଶୁକନ୍ୟା

ରାଜଧାନୀର ରାସ୍ତାକଡରୁ ଉଦ୍ଧାର ହେଲା ଶିଶୁକନ୍ୟା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.