Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଭୁବନେଶ୍ବରରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

Sanchar Live by Sanchar Live
November 29, 2024
in ଓଡିଶା
0
ଭୁବନେଶ୍ବରରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

Oplus_131072

0
SHARES
7
VIEWS
FacebookTwitter

ଭୁବନେଶ୍ବର:  ଭୁବନେଶ୍ବରରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ସ୍ବତନ୍ତ୍ର ବିମାନ ଯୋଗେ ୧ଟା ୧୫ରେ ଆସି ପହଞ୍ଚିଲେ ଶାହ । ତାଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନେକ ବରିଷ୍ଠ ବିଜେପି ନେତା ବିମାନବନ୍ଦରରେ ସ୍ବାଗତ କରିଛନ୍ତି । ସେଠାରୁ ସିଧାସଳଖ ଲୋକସେବା ଭବନ କନ୍ଭେନସନ୍ ହଲକୁ ଯାଇଛନ୍ତି । ସେଠାରେ ଆଉ କିଛି ସମୟ ପରେ ଡିଜି-ଆଇଜିପି ସମ୍ମିଳନୀକୁ ଉଦ୍ଘାଟନ କରିବେ । ରାତି ୮ଟା ପର୍ଯ୍ୟନ୍ତ ସୁରକ୍ଷା ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା କରାଯିବ । ବୈଠକ ସରିବା ପରେ  ଶାହ ଆଇପିଏସ୍ ମେସକୁ ଯାଇ ରାତ୍ରିଯାପନ କରିବେ ବୋଲି ସୂଚନା ମିଳିଛି ।

ସେହିପରି  ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରଏ,  ସିବିଆଇ ନିର୍ଦ୍ଦେଶକ ମଧ୍ୟ ପହଁଚିଛନ୍ତି । ତେଲେଙ୍ଗାନା ଡିଜିପି ଓ ହାଇଦ୍ରାବାଦ ସ୍ଥିତ ନ୍ୟାସନାଲ ପୋଲିସ ଏକାଡେ଼ମୀର ନିର୍ଦ୍ଦେଶକ ଆସି ପହଞ୍ଚିଛନ୍ତି । କଡ଼ା ସୁରକ୍ଷା ବଳୟରେ ରହିଛି ଭୁବନେଶ୍ଵର ବିମାନବନ୍ଦର ।  ଏଠାରେ ପହଞ୍ଚି ରାଜ୍ୟ ଅତିଥି ଭବନକୁ ଯାଉଛନ୍ତି ଡେଲିଗେଟ୍ସ । ସୁରକ୍ଷା ବଳୟ ମଧ୍ୟରେ ରାଜ୍ୟ ଅତିଥିଭବନକୁ ଯାଉଛନ୍ତି । ଆଜି ସକାଳୁ ତେଲେଙ୍ଗାନା ଡିଜିପି, ଆସାମ ଡିଜିପି, ପୁଡ଼ୁଚେରୀ ଡିଜିପି, ମିଜୋରାମ ଡିଜିପି, ଉତ୍ତରାଖଣ୍ଡ ଡିଜିପି ପହଁଚି ସାରିଛନ୍ତି ।

Tags: Amit shahbhubaneswar
ShareTweetShareSend
Sanchar Live

Sanchar Live

Next Post
ଆରମ୍ଭ ହେଲା ସର୍ବଭାରତୀୟ ଡିଜିପି-ଆଇଜିପି ସମ୍ମିଳନୀ, ଉଦଘାଟନ କଲେ ଶାହା

ଆରମ୍ଭ ହେଲା ସର୍ବଭାରତୀୟ ଡିଜିପି-ଆଇଜିପି ସମ୍ମିଳନୀ, ଉଦଘାଟନ କଲେ ଶାହା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.