Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଦୟାକରି ଧ୍ୟାନ ଦିଅନ୍ତୁ, ଆଜି ଦିନଟି ଆପଣଙ୍କ ପାଇଁ କେମିତି ?

Sanchar Live by Sanchar Live
November 30, 2024
in ଜୀବନ ଶୈଳୀ
0
ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି?
0
SHARES
42
VIEWS
FacebookTwitter

ମେଷ: କର୍ମଜୀବୀ ମହିଳାଙ୍କର ଅଫିସରେ ଦିନଟି ଭଲରେ କଟିବ। ଧନଲାଭର ନୂଆ ମଉକା ପାଇବେ। ବ୍ୟବସାୟୀଙ୍କୁ ଭାଗ୍ୟର ସାଥ ମିଳିବ। ପ୍ରେମୀ ଯୁଗଳଙ୍କ ଲାଗି ଭଲ ଦିନଟିଏ।

ବୃଷ: ମନରେ ନୂଆ ନୂଆ ବିଚାର ସମାବେଶ ହେବ। ଆପଣଙ୍କର ବୁଦ୍ଧିମତ୍ତା ବିରୋଧୀମାନଙ୍କୁ ଦୂରରେ ରଖିବ। ରାଜନୈତିକ କାର୍ଯ୍ୟକ୍ରମରେ ରୁଚି ନେବେ। ଘରେ ସୁଖ ସମୃଦ୍ଧି ବୃଦ୍ଧି ହେବ।

ମିଥୁନ: କାମରେ ଏକାଗ୍ରତା ଭଙ୍ଗ ହେବାକୁ ଦିଅନ୍ତୁ ନାହିଁ। ବ୍ୟବହାର ଅନ୍ୟମାନଙ୍କ ପ୍ରତି ଭଲ ରଖନ୍ତୁ। ବ୍ୟବସାୟରେ ଲାଗି ରହିଥିବା ସମସ୍ୟାର ସମାଧାନ କରିନେବେ। ପ୍ରେମ ଜୀବନ ଭଲ ରହିବ।

କର୍କଟ: ଆତ୍ମବିଶ୍ବାସ ବହୁତ ଭଲ ରହିବ। ବ୍ୟବସାୟ କାମରେ ଜିଲ୍ଲା ବାହାରକୁ ଯିବେ। ସୋସିଆଲ ମିଡ଼ିଆରେ ନୂଆ ବନ୍ଧୁ ବନାଇବେ। ଜୀବନସାଥୀ ସହ ଲାଗି ରହିଥିବା ମନୋମାଳିନ୍ୟ ସମାପ୍ତ ହୋଇଯିବ।

ସିଂହ: ପୂର୍ବ କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାରର ସବୁ ଲୋକ କାମରେ ଜଣେ ଅନ୍ୟଜଣଙ୍କୁ ସାହାଯ୍ୟ କରିବେ। ଆମଦାନି ଲାଗି ନୂଆ ସୁଯୋଗ ପାଇବେ। ବୈବାହିକ ଜୀବନରେ ସୁଖ ବୃଦ୍ଧି ହେବ।

କନ୍ୟା: ଆପଣଙ୍କ ପ୍ରଦର୍ଶନରେ କତୃପକ୍ଷଙ୍କୁ ପ୍ରଭାବିତ କରିନେବେ। କୌଣସି ସହକର୍ମୀଙ୍କ ସହ ବନ୍ଧୁତା ହେବ। ସରକାରୀ କାମ ସଂପୂର୍ଣ୍ଣ ହେବ। ସାହିତ୍ୟ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ।

ତୁଳା: ଶାନ୍ତ ମନରେ କାମ କରନ୍ତୁ ପ୍ରଚୁର ଲାଭ ପାଇବେ। ପ୍ଲାଷ୍ଟିକ ବ୍ୟବସାୟୀଙ୍କୁ ବଡ଼ ଅର୍ଡ଼ର ମିଳିବ। ଜୀବନସାଥୀଙ୍କ ସକାରାତ୍ମକ ସଂକେତ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ।

ବିଛା: ପୁରୁଣା ଚିନ୍ତା ସମାପ୍ତ ହେବ। ମହତ୍ବପୂର୍ଣ୍ଣ ବିଷୟ ଉପରେ ବନ୍ଧୁ ସହ କଥାବାର୍ତ୍ତା ହେବେ। ସାମାଜିକ କାର୍ଯ୍ୟରେ ସହଯୋଗ ଦେବେ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ।

ଧନୁ: ସକାରାତ୍ମକ ଲୋକଙ୍କ ପରାମର୍ଶରେ ଲାଭ ହେବ। ନୂଆ କାମ କରିବା ଲାଗି ଭାବି ପାରନ୍ତି। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ। ଛାତ୍ରଙ୍କୁ କ୍ୟାରିୟର ସମ୍ବନ୍ଧରେ ବଡ଼ ସଫଳତା ମିଳିବ।

ମକର: ସାରା ଦିନ ମନରେ ପ୍ରସନ୍ନତା ରହିବ। ବେପାରୀଙ୍କୁ ନୂଆ ସଫଳତା ମିଳିପାରେ। ସାମାଜିକ କାର୍ଯ୍ୟ କରିବା ଲାଗି ଆପଣଙ୍କର ରୁଚି ବଢ଼ିବ। ଛାତ୍ରଛାତ୍ରୀ ପରୀକ୍ଷାରେ ବହୁତ ଭଲ କରିବେ।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ କିଛି ନୂଆ ଶିଖିବାକୁ ଚେଷ୍ଟା କରିବେ। ସଭାରେ ଆପଣଙ୍କ କଥାକୁ ଲୋକେ ଧ୍ୟାନ ଦେଇ ଶୁଣିବେ। କୌଣସି କ୍ଷେତ୍ରରେ ନିବେଶ କରିବେ। ଆପଣଙ୍କର ମନ ପସନ୍ଦ ଜିନିଷ କିଣିବେ।

ମୀନ: ଜୀବନରେ ନୂଆ ପରିବର୍ତ୍ତନ ହୋଇପାରେ। ବିଶେଷ କାମରେ ଦୂରସ୍ଥାନକୁ ଯିବାକୁ ପଡ଼ିପାରେ। ଚାକିରିରେ ପଦୋନ୍ନତି ହୋଇପାରେ। ଦମ୍ପତ୍ୟ ସମ୍ବନ୍ଧରେ ମିଷ୍ଟତା ପରିପୂର୍ଣ୍ଣ ରହିବ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଡିଜିପି ସମ୍ମିଳନୀ : ଆଜି ହେଉଛି ଦ୍ଵିତୀୟ ଦିନ

ଡିଜିପି ସମ୍ମିଳନୀ : ଆଜି ହେଉଛି ଦ୍ଵିତୀୟ ଦିନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.