Tuesday, September 22, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ବଜାରରେ ପର୍ୟ୍ୟାପ୍ତ ପରିମାଣରେ ଆଳୁ ଅଛି: ଖାଦ୍ୟ ଯୋଗାଣ ମନ୍ତ୍ରୀ

Sanchar Live by Sanchar Live
November 30, 2024
in Uncategorized
0
ବଜାରରେ ପର୍ୟ୍ୟାପ୍ତ ପରିମାଣରେ ଆଳୁ ଅଛି: ଖାଦ୍ୟ ଯୋଗାଣ ମନ୍ତ୍ରୀ

Oplus_131072

0
SHARES
1
VIEWS
FacebookTwitter

ଭୁବନେଶ୍ୱର : ପଶ୍ଚିମବଙ୍ଗକୁ ଓଡ଼ିଶା ମାଗିବନି ଆଳୁ । ପଶ୍ଚିମବଙ୍ଗ ସୀମାନ୍ତ ଅଞ୍ଚଳରେ ଓଡ଼ିଶାର ଆଳୁ ଗାଡିକୁ ପଶ୍ଚିମବଙ୍ଗ ସରକାର ଅଟକାଇବା ପରେ କିଛି ଏଭଳି ଡଙ୍ଗରେ ମମତା ସରକାର ଉପରେ ବର୍ଷିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ଯେ, ପଶ୍ଚିମବଙ୍ଗରୁ ଆଉ ଆଳୁ ଆସିବ ନାହିଁ, ଆମେ ମାଗିବୁ ନାହିଁ ।  ଆମେ ମାଗି ଖିଆ ନୁହେଁ, ପଶ୍ଚିମବଙ୍ଗରେ କେବଳ ଆଳୁ ନାହିଁ । ତେବେ ଉତ୍ତର ପ୍ରଦେଶରୁ ଆଜି ଆଳୁ ଆସିଛି । ବଜାରରେ ମଧ୍ୟ ପର୍ୟ୍ୟାପ୍ତ ପରିମାଣରେ ଆଳୁ ଅଛି ।

ଖାଦ୍ୟ ଯୋଗାଣ ମନ୍ତ୍ରୀ ଆଜି କେବଳ ୩୦ ଟଙ୍କାରେ ଆଳୁ କିଣିଥିବା କଥା କହିଛନ୍ତି । ଏହାସହ ଉତ୍ତର ପ୍ରଦେଶରେ ୨୨ ଟଙ୍କାରେ ଆଳୁ ମିଳୁଛି, ଏହାସହ ଭଡା ବାବଦକୁ ୪ ଟଙ୍କା ପଡୁଛି । ଅନ୍ୟପଟେ ରାଜ୍ୟରେ କେଉଁଠି ଚଢା ଦରରେ ଦୋକାନୀ ଆଳୁ ବିକ୍ରି କଲେ ଚଢ଼ାଉ କରାଯିବ । ସେପଟେ ରାଜ୍ୟରେ ଆଳୁ, ପିଆଜ, ମାଛ ଉତ୍ପାଦନ ବଢିବା ପାଇଁ ଯୋଜନା ଚାଲିଛି । ୨୪ ବର୍ଷରେ ବିଜେଡି କିଛି କରିନି, ବାହାରୁ ଜଣେ ଅଫିସର ଆସିକି ରାଜୁତି କଲେ ବୋଲି କହିବା ସହ ପୂର୍ବ ସରକାର ଉପରେ ଦୋଷ ଲଦିଛନ୍ତି ଯୋଗାଣ ମନ୍ତ୍ରୀ ।

ShareTweetShareSend
Sanchar Live

Sanchar Live

Next Post
ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ଉପରେ ଆକ୍ରମଣ

ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ଉପରେ ଆକ୍ରମଣ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଫାରୋସ୍ କପ୍୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ
  • ପୁରୀରେ ସମୁଦ୍ର ଅଶାନ୍ତ, ଲାଗିଲା ନାଲି ପତାକା
  • ଆଜି ସ୍ୱର୍ଣ୍ଣ ପଦକ ପାଇଁ ହେବ ମହାଲଢେଇ
  • ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ
  • ମଧ୍ୟପ୍ରଦେଶ ଅଘଟଣ: ଏକସଙ୍ଗେ ଜଳିଲା ୭ ଜୁଇ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.