Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟରେ ଆବାସ ସର୍ଭେ ଆରମ୍ଭ

Sanchar Live by Sanchar Live
January 24, 2025
in ଓଡିଶା
0
ରାଜ୍ୟରେ ଆବାସ ସର୍ଭେ ଆରମ୍ଭ
0
SHARES
15
VIEWS
FacebookTwitter

ପିପିଲି : ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଆବାସ ଘର । କୌଣସି ବି ହିତାଧିକାରୀ ଏଥିରୁ ବଞ୍ଚିତ ହେବେ ନାହିଁ । ଆବାସ ପ୍ଲସ ମୋବାଇଲ୍ ଆପ୍ ଜରିଆରେ ସର୍ଭେ କରାଯିବ । ପିପିଲିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସର୍ଭେ ଆରମ୍ଭ କରି ଏପରି କହିଲେ ମନ୍ତ୍ରୀ ରବିନାରାୟଣ ନାୟକ। ପ୍ରଥମ ଥର ପାଇଁ ଆଶାୟୀ ପରିବାର ନିଜେ ନିଜର ସର୍ଭେ କରିବେ ବୋଲି ମନ୍ତ୍ରୀ କହିଛନ୍ତି ।

ସୂଚନା ଅନୁସାରେ ପୁରୀ ଜିଲ୍ଲା ଅର୍ଜୁନସିଂପୁର ଗ୍ରାମରୁ ଆରମ୍ଭ ହୋଇଯାଇଛି ପ୍ରଧାମନ୍ତ୍ରୀ ଆବାସ ପାଇଁ ସର୍ଭେ । ମନ୍ତ୍ରୀ ରବି ନାୟକ ଓ ସାଂସଦ ସମ୍ବିତ ପାତ୍ର ଗାଁ ଗାଁ ବୁଲି ଲୋକଙ୍କୁ ଭେଟିଛନ୍ତି । ଲୋକଙ୍କ ଦୁଃଖ ବୁଝିଛନ୍ତି । ଗରୀବ ଲୋକଙ୍କ ଘରକୁ ଯାଇ ସର୍ଭେ କରିଛନ୍ତି । ଲୋକଙ୍କ ଦୁଃଖ ଶୁଣିବା ପରେ ମନ୍ତ୍ରୀ ରବି ନାୟକ କହିଛନ୍ତି, ଜଗନ୍ନାଥଙ୍କ ମାଟିରେ ପ୍ରଥମେ ସର୍ଭେ ଆରମ୍ଭ ହୋଇଛି । ସର୍ଭେରୁ ଜଣାପଡିଛି ତାଲିକାରେ ପ୍ରକୃତ ଗରିବ, ନିଷ୍ପେଷିତଙ୍କ ନାଁ ନାହିଁ । ଏଣିକି କେହିବି ଯୋଗ୍ୟ ହିତାଧିକାରୀ ଆବାସ ପାଇବାରୁ ବଞ୍ଚିତ ହେବେ ନାହିଁ ।

ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଆବାସ ମିଳିବ । ପୃଥକ ଭାବେ ବାସ କରୁଥିବା ପରିବାର ମଧ୍ୟ ସାମିଲ ହୋଇପାରିବେ। ଦୁଇ ଚକିଆ ଯାନ, ଫ୍ରିଜ୍ ଓ ଲ୍ୟାଣ୍ଡଲାଇନ ଫୋନ ଥିବା ପରିବାର ତାଲିକାଭୁକ୍ତ ହୋଇପାରିବେ। ଗୃହ ମଞ୍ଜୁରୀ ପାଇଁ ପରିବାରର ଆୟ ସୀମା ୧୫ ହଜାରକୁ ବୃଦ୍ଧି କରାଯାଇଛି ବୋଲି ମନ୍ତ୍ରୀ ରବିନାରାୟଣ ନାୟକ କହିଛନ୍ତି ।

 

Tags: Abas surveyodisha
ShareTweetShareSend
Sanchar Live

Sanchar Live

Next Post
ଆସନ୍ତା ୨୮ ତାରିଖରେ ବସିବ ବିଜେଡିର ସଂସଦୀୟ ଦଳ ବୈଠକ

ଆସନ୍ତା ୨୮ ତାରିଖରେ ବସିବ ବିଜେଡିର ସଂସଦୀୟ ଦଳ ବୈଠକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.