Monday, October 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଅଭିନନ୍ଦନ ଭରିବେ ନୂଆ ଉଡାଣ, ଆରମ୍ଭ କରିବେ ନୂଆ ଅଧ୍ୟାୟ

Sanchar Live by Sanchar Live
September 3, 2026
in ଭାରତ
0
ଅଭିନନ୍ଦନ ଭରିବେ ନୂଆ ଉଡାଣ, ଆରମ୍ଭ କରିବେ ନୂଆ ଅଧ୍ୟାୟ
0
SHARES
20
VIEWS
FacebookTwitter

ଭାରତୀୟ ବାୟୁସେନାର ପୂର୍ବତନ ଗ୍ରୁପ୍ କ୍ୟାପଟେନ୍ ଅଭିନନ୍ଦନ ବର୍ତ୍ତମାନ ନିଜ କ୍ୟାରିଅରର ନୂଆ ଅଧ୍ୟାୟ ଆରମ୍ଭ କରିଛନ୍ତି । ୨୦୧୯ରେ ପାକିସ୍ତାନ ସହିତ ହୋଇଥିବା ଆକାଶମାର୍ଗ ଯୁଦ୍ଧ ସମୟରେ ନିଜର ଶୌର୍ଯ୍ୟ ପ୍ରଦର୍ଶନ କରିଥିବା ଏହି ବୀର ପାଇଲଟ୍, ଏବେ ଆଉ ଯୁଦ୍ଧ ବିମାନ ନୁହେଁ ବରଂ ସାଧାରଣ ଯାତ୍ରୀବାହୀ ବିମାନ ଉଡ଼ାଇବେ । ସାହସୀ ପାଇଲଟ୍ ଏବେ ଦେଶର ସାଧାରଣ ଯାତ୍ରୀମାନଙ୍କୁ ନେଇ ଆଞ୍ଚଳିକ ଗନ୍ତବ୍ୟସ୍ଥଳକୁ ସୁରକ୍ଷିତ ଭାବେ ପହଞ୍ଚାଇବାର ଏକ ନୂତନ ଯାତ୍ରା ଆରମ୍ଭ କରିବାକୁ ଯାଉଛନ୍ତି ।

ସୂଚନା ମୁତାବକ, ଗ୍ରୁପ୍ କ୍ୟାପଟେନ୍ ଅଭିନନ୍ଦନ ବର୍ତ୍ତମାନ ଗତ ଅଗଷ୍ଟ ମାସରେ ଗୋଆ ଭିତ୍ତିକ ଆଞ୍ଚଳିକ ବିମାନ ସେବା FLY91 ରେ ଜଣେ ପାଇଲଟ୍ ଭାବେ ଯୋଗ ଦେଇଛନ୍ତି । ତେବେ ଏହି ନିଯୁକ୍ତିକୁ ନେଇ ଏୟାରଲାଇନ୍ସ କର୍ତ୍ତୃପକ୍ଷ କୌଣସି ଆନୁଷ୍ଠାନିକ ସ୍ପଷ୍ଟୀକରଣ ଦେଇନାହାନ୍ତି । ଏୟାରଲାଇନ୍ସର ଜଣେ ମୁଖପାତ୍ର କହିଛନ୍ତି ଯେ, କର୍ମଚାରୀମାନଙ୍କର ବ୍ୟକ୍ତିଗତ ସୂଚନା ସେମାନଙ୍କର ଗୋପନୀୟ ମାମଲା ଏବଂ ଏହା ଉପରେ କୌଣସି ମନ୍ତବ୍ୟ ଦିଆଯାଇପାରିବ ନାହିଁ ।

ବର୍ଷ ୨୦୧୯ରେ ଭାରତ ଓ ପାକିସ୍ତାନ ମଧ୍ୟରେ ହୋଇଥିବା.ସଂଘର୍ଷ ସମୟରେ ୱିଙ୍ଗ୍ କମାଣ୍ଡର୍ ଥିବା ଅଭିନନ୍ଦନ ନିଜର ମିଗ୍-୨୧ ରେ ଯାଇ ପାକିସ୍ତାନର ଅତି ଆଧୁନିକ F-16 ଯୁଦ୍ଧ ବିମାନକୁ ଖସାଇ ଦେଇଥିଲେ । ଏଥିରେ ତାଙ୍କର ନିଜ ବିମାନ ମଧ୍ୟ କ୍ଷତିଗ୍ରସ୍ତ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଏବଂ ସେ ପାକିସ୍ତାନ ଅଞ୍ଚଳରେ ଖସିପଡ଼ିଥିଲେ । ସେଠାରେ ପାକିସ୍ତାନ ସେନା ଦ୍ୱାରା ବନ୍ଦୀ ହେବାର ପ୍ରାୟ ତିନି ଦିନ ପରେ ଭାରତର ଦୃଢ଼ କୂଟନୈତିକ ଚାପ ଏବଂ ଆନ୍ତର୍ଜାତୀୟ ହସ୍ତକ୍ଷେପ ଯୋଗୁଁ ପାକିସ୍ତାନ ତାଙ୍କୁ ସୁରକ୍ଷିତ ଭାବେ ଭାରତକୁ ହସ୍ତାନ୍ତର କରିଥିଲା ।

ଦେଶ ପାଇଁ ଅସାଧାରଣ କର୍ତ୍ତବ୍ୟନିଷ୍ଠା, ସାହସ ଏବଂ ଶୌର୍ଯ୍ୟ ପ୍ରଦର୍ଶନ କରିଥିବାରୁ ତାଙ୍କୁ ୨୦୨୧ ମସିହାରେ ଦେଶର ତୃତୀୟ ସର୍ବୋଚ୍ଚ ଯୁଦ୍ଧକାଳୀନ ବୀରତା ପୁରସ୍କାର ବୀର ଚକ୍ରରେ ସମ୍ମାନିତ କରାଯାଇଥିଲା ।

Tags: Abhinandan
ShareTweetShareSend
Sanchar Live

Sanchar Live

Next Post
ଏଣିକି ଆଉ ସ୍କୁଲ ଛାତ୍ରଛାତ୍ରୀ ବ୍ୟବହାର କରିପାରିବେନି AI

ଏଣିକି ଆଉ ସ୍କୁଲ ଛାତ୍ରଛାତ୍ରୀ ବ୍ୟବହାର କରିପାରିବେନି AI

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କୁମାର ପୂର୍ଣ୍ଣିମା ଦିନ ଧାର୍ଯ୍ୟକୁ ନେଇ ପୁଣି ଦ୍ୱନ୍ଦ୍ୱ
  • ଶପଥ ନେଲେ ନୂଆ ରାଜ୍ୟପାଳ
  • ନବରାତ୍ରି ଅଷ୍ଟମୀ ତିଥିରେ ମା’ ମହାଗୌରୀଙ୍କୁ କାହିଁକି କରାଯାଏ ପୂଜା
  • ପୂଜା ମଣ୍ଡପରେ ଦଳାଚକଟା ଘଟଣା: ଦୋଷୀଙ୍କ ବିରୋଧରେ ହେବ କଡା କାର୍ଯ୍ୟାନୁଷ୍ଠାନ
  • କୋଲକାତା ଦୁର୍ଗାପୂଜାରେ ଅଘଟଣ: ୧୮ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • October 2026
  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.